-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||     

HOME   ଜିଲ୍ଲା

ସାଂସଦ ଶ୍ରୀ ନିରଞ୍ଜନ ବିଶିଙ୍କ ଦ୍ୱାରା ଓଡ଼ିଶାର ଆକାଂକ୍ଷୀ ଜିଲ୍ଲା ପାଇଁ ଅତିରିକ୍ତ ଅନୁଦାନ ଦାବି

10-Feb-2026



ନୂଆଦିଲ୍ଲୀ: ସଂସଦର ଚଳିତ ବଜେଟ ଅଧିବେଶନରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ତାରାଙ୍କିତ ପ୍ରଶ୍ନ ମାଧ୍ୟମରେ ଓଡ଼ିଶାର ଆକାଂକ୍ଷୀ ଜିଲ୍ଲାଗୁଡ଼ିକ ପାଇଁ ଅତିରିକ୍ତ ଅନୁଦାନ ସହାୟତା ପ୍ରଦାନ ପ୍ରସଙ୍ଗ ଉଠାଇଛନ୍ତି।
ସାଂସଦ ଶ୍ରୀ ବିଶି ବିଶେଷକରି ପଶ୍ଚିମ ଓଡ଼ିଶାର ବଲାଙ୍ଗିର ପରି ଆକାଂକ୍ଷୀ ଜିଲ୍ଲାଗୁଡ଼ିକରେ ଭିତ୍ତିଭୂମି ଉନ୍ନୟନ ଓ ମାନବ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଅତିରିକ୍ତ ଅନୁଦାନ ଦେବାକୁ କୌଣସି ପ୍ରସ୍ତାବ ବିଚାରାଧୀନ ରଖିଛନ୍ତି କି ନାହିଁ ବୋଲି ପଚାରିଥିଲେ।
ଏହାର ଉତ୍ତରରେ ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ସଦନକୁ ଜଣାଇଥିଲେ ଯେ, ଆକାଂକ୍ଷୀ ଜିଲ୍ଲାଗୁଡ଼ିକ ପାଇଁ ପୃଥକ ଭାବେ ଅତିରିକ୍ତ ଅନୁଦାନ ଦେବାର କୌଣସି ପ୍ରସ୍ତାବ ବର୍ତ୍ତମାନ ବିଚାରାଧୀନ ନାହିଁ। ତେବେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ  ଅନ୍ତର୍ଗତ ଜିଲ୍ଲାମାନଙ୍କର ତ୍ରୈମାସିକ ପ୍ରଗତି ଆଧାରରେ ଡେଲ୍ଟା ର୍ୟାଙ୍କିଂ ପଦ୍ଧତିରେ ପ୍ରୋତ୍ସାହନ ଦିଆଯାଉଛି।
ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପୋଷଣ, ଶିକ୍ଷା, କୃଷି ଓ ଜଳ ସମ୍ପଦ, ଆର୍ଥିକ ଅନ୍ତର୍ଭୁକ୍ତି ଓ କୌଶଳ ବିକାଶ, ଏବଂ ଭିତ୍ତିଭୂମି ଇତ୍ୟାଦି lଏହି ପାଞ୍ଚଟି କ୍ଷେତ୍ରରେ ୪୯ଟି ପ୍ରମୁଖ ସୂଚକ ଉପରେ ଜିଲ୍ଲାମାନଙ୍କର କାର୍ଯ୍ୟଦକ୍ଷତା ମାପ କରାଯାଉଛି।
ଅର୍ଥମନ୍ତ୍ରୀ ଆହୁରି କହିଥିଲେ ଯେ, ପ୍ରତ୍ୟେକ ତ୍ରୈମାସିକରେ ମୋଟ ୩୦ କୋଟି ପ୍ରୋତ୍ସାହନ ରାଶି ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲାମାନଙ୍କୁ ଦିଆଯାଉଛି। ପ୍ରଥମ ସ୍ଥାନ ପାଇଁ ୧୦ କୋଟି ଓ ଦ୍ୱିତୀୟ ସ୍ଥାନ ପାଇଁ ₹୫ କୋଟି ପ୍ରଦାନ କରାଯାଉଛି ଏବଂ ପାଞ୍ଚଟି ବିଷୟଗତ କ୍ଷେତ୍ରରେ ଶ୍ରେଷ୍ଠ ଜିଲ୍ଲାକୁ ପ୍ରତ୍ୟେକରେ ₹୩ କୋଟି ପ୍ରଦାନ କରାଯାଏ।
ଓଡ଼ିଶାରେ ୧୦ଟି ଜିଲ୍ଲା ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମରେ ସାମିଲ ଅଛି। ୨୦୧୯-୨୦ ଠାରୁ ୨୦୨୫-୨୬ (ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ) ଏହି ଜିଲ୍ଲାମାନଙ୍କୁ ମୋଟ ₹୧୩୭.୪୮ କୋଟି ଅନୁମୋଦିତ ହୋଇଛି।
ଏହା ସହିତ, ରାଜ୍ୟଗୁଡ଼ିକୁ ପୁଞ୍ଜି ନିବେଶ ପାଇଁ ବିଶେଷ ସହାୟତା ଯୋଜନା ଅନ୍ତର୍ଗତ ୨୦୨୦-୨୧ ଠାରୁ ଓଡ଼ିଶାକୁ ₹୧୪,୫୧୭ କୋଟି ମିଳିଛି, ଯାହାକୁ ରାଜ୍ୟ ସରକାର ଆକାଂକ୍ଷୀ ଜିଲ୍ଲାର ବିକାଶରେ ବ୍ୟବହାର କରିପାରିବେ ବୋଲି ଅର୍ଥମନ୍ତ୍ରୀ ସୂଚନା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026

You Might Also Like