-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ରାଜ୍ୟ

ମହାରାଷ୍ଟ୍ର ଗସ୍ତରେ ବାଚସ୍ପତି ଶ୍ରୀମତୀ ପାଢ଼ୀ, ସମ୍ବିଧାନର ୧୦ମ ଅନୁସୂଚୀ ଅନୁଯାୟୀ ବାଚସ୍ପତିଙ୍କ ଭୂମିକା ସମ୍ପର୍କିତ କମିଟି ସମ୍ମିଳନୀ ଅନୁଷ୍ଠିତ

11-Feb-2026



ଭୁବନେଶ୍ୱର(ପ୍ରେରଣା ଖବର):ମହାରାଷ୍ଟ୍ର ବିଧାନସଭାଠାରେ ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ପ୍ରବର୍ତ୍ତିତ ଧାରା ଅନୁରୂପ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ଦୁଇଦିନିଆ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।

ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଶ୍ରୀ ରାହୁଲ ନରୱକରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କର୍ଣ୍ଣାଟକର ବାଚସ୍ପତି ଶ୍ରୀ ୟୁ.ଟି. ଖାଦିର ଫରିଦ୍‌ ସମ୍ମିଳନୀର ଆଭିମୁଖ୍ୟ ସମ୍ପର୍କରେ ବିଷଦ ଭାବେ ବ୍ୟାଖ୍ୟା କରିବା ସହ ନାଗାଲାଣ୍ଡର ବାଚସ୍ପତି ଶ୍ରୀ ସାରିଙ୍ଗେନ୍‌ ଲଙ୍ଗକୁମେର ଏହାର ପ୍ରଭାବ ଓ ଭବିଷ୍ୟତ ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି ଅବସରରେ ଯୋଗଦେଇ ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ଦଶମ ଅନୁସୂଚୀ ଯାହାକି ଦଳବଦଳ ନିରୋଧ ଆଇନ ଭାବେ ପରିଗଣିତ । ଏହା ୧୯୮୫ ମସିହାରେ ଆମ ସମ୍ବିଧାନର ୫୨ତମ ସଂଶୋଧନରେ ଲାଗୁ କରାଯାଇଛି । ଏହା ଦ୍ୱାରା ‘ଆୟା ରାମ, ଗୟା ରାମ’ ଭଳି ଏକ ଖରାପ ପରମ୍ପରାକୁ ପ୍ରତିହତ କରାଯାଉଛି । ଏହା ଦ୍ୱାରା ନିର୍ଦ୍ଦିଷ୍ଟ ଦଳ ମଧ୍ୟରେ ଘଟୁଥିବା ବିଶୃଙ୍ଖଳା ଓ ଦଳ ବିରୋଧୀ କାର୍ଯ୍ୟ କ୍ଷେତ୍ରରେ ବହୁମାତ୍ରାରେ ଅଙ୍କୁଶ ଲାଗିପାରୁଛି । ପୂର୍ବରୁ ବିଧାୟକମାନେ ନିଜର ବ୍ୟକ୍ତିଗତ ଲାଭ ପାଇଁ ସମସ୍ତ ନୀତି ଓ ନୈତିକତା ତଥା ଜନସାଧାରଣଙ୍କ ଆସ୍ଥା ଓ ବିଶ୍ୱାସକୁ କୁଠାରାଘାତ କରିଥାଆନ୍ତି । କିନ୍ତୁ ସମ୍ବିଧାନ ସଂଶୋଧନ ଫଳରେ ଏସବୁ କ୍ଷେତ୍ରରେ ଏକ ଲକ୍ଷ୍ମଣରେଖା ରହିପାରୁଛି ।

ଦଶମ ଅନୁସୂଚୀ ଅନୁଯାୟୀ ଦଳ ବଦଳକାରୀ ତଥା ଦଳଡିଆଁ ବିଧାୟକ ଓ ସାଂସଦମାନଙ୍କୁ ନିର୍ଦ୍ଦିଷ୍ଟ ଦଳରୁ ନିଲମ୍ବନ କରିବା ସହ ସଭ୍ୟପଦ ରଦ୍ଦ କରାଯାଇ ପାରୁଛି । ପରବର୍ତ୍ତୀ ସମୟରେ ୨୦୦୩ ମସିହାରେ ୯୧ତମ ସମ୍ବିଧାନ ସଂଶୋଧନରେ ଏହି ବ୍ୟବସ୍ଥାକୁ ଆହୁରି କଠୋର ଓ କଡ଼ାକଡ଼ି ଭାବେ ପାଳନ କରାଯାଉଛି । 

ଏ କ୍ଷେତ୍ରରେ ୨୦୨୩ ମସିହାର ଆମର ସର୍ବୋଚ୍ଚ ନ୍ୟାୟାଳୟ ଦଳବଦଳ କ୍ଷେତ୍ରରେ ବାଚସ୍ପତିଙ୍କୁ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବା ଦିଗରେ ଗୁରୁତ୍ୱାରୋପ କରିଛନ୍ତି । ଦଳୀୟ ସମ୍ବିଧାନ ଅନୁଯାୟୀ ନିର୍ଦ୍ଦିଷ୍ଟ ଦଳରେ କେଉଁ ବିଭାଜିତ ଗୋଷ୍ଠୀ ସେହି ପ୍ରକୃତ ରାଜନୈତିକ ଗୋଷ୍ଠୀର ନା ନୁହେଁ, କେବଳ ବିଧାନସଭା ଗୃହରେ ବହୁମତଧାରୀ ସଦସ୍ୟ ଭାବେ ପ୍ରକୃତରେ ମୂଳ ଦଳ ନା ନୁହେଁ । ଏ ସମ୍ପର୍କରେ ବାଚସ୍ପତି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିପାରିବେ ।

ତେବେ ଏ କ୍ଷେତ୍ରରେ ସମ୍ବିଧାନ ତଥା ଆଇନର ବିଶାରଦମାନଙ୍କୁ ନେଇ କମିଟି ଗଠନ କରାଯାଇ ଏସବୁ ଆହ୍ୱାନର ମୁକାବିଲା ଦିଗରେ ସୁଚିନ୍ତିତ ପରାମର୍ଶ ଓ ପଦକ୍ଷେପ ଗ୍ରହଣ କରିବା ଦିଗରେ କାର୍ଯ୍ୟ କରିବା ଉଚିତ ଓ ଆଗାମୀ ଦିନରେ ଏହାକୁ କିପରି ଗଣତାନ୍ତ୍ରିକ ପରମ୍ପରାରେ ସୁରକ୍ଷିତ ରଖାଯାଇ ପାରିବ ଏ ଦିଗରେ ଯନିବାନ ହେବା ଆବଶ୍ୟକ ବୋଲି ବାଚସ୍ପତି ଶ୍ରୀମତୀ ପାଢ଼ୀ ମତ ଉପସ୍ଥାପନ କରିଛନ୍ତି । 

ପରବର୍ତ୍ତୀ ସମୟରେ ୨୦୨୬ ମସିହା ଅପ୍ରେଲ ମାସ ୨୦ ଓ ୨୧ ତାରିଖରେ ଭୁବନେଶ୍ୱର କିମ୍ବା ପୁରୀଠାରେ କମିଟିର ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ ବୋଲି ସହମତି ପ୍ରକାଶ ପାଇଥିବାବେଳେ ଆଗାମୀ ୮ ମାସ ମଧ୍ୟରେ କମିଟିର ରିପୋର୍ଟ ଲୋକସଭାର ବାଚସ୍ପତିଙ୍କୁ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି । 

ମହାରାଷ୍ଟ୍ର ବିଧାନସଭାଠାରେ ଆୟୋଜିତ ଏହି ଦୁଇଦିନିଆ ସମ୍ମିଳନୀରେ ବାଚସ୍ପତିଙ୍କ ସହ ଗବେଷଣା ଅଧିକାରୀ ଶ୍ରୀ ଜୟକୃଷ୍ଣ ପ୍ରଧାନ ଓ ବିଧାନସଭା ଗବେଷଣା ଶାଖାର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଯୋଗଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like