-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ରାଜ୍ୟ

ରୋଷେଇ ଘରେ ମହଙ୍ଗା ମାଡ଼, ବଜେଟ୍‌ ପରେ ବଢିଲା ରନ୍ଧନ ଗ୍ୟାସ୍‌ ଦାମ୍

04-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର) ଗ୍ୟାସ ଉପଭୋକ୍ତାଙ୍କ ଖରାପ ଖବର । ତୈଳ କମ୍ପାନୀମାନେ ବଜେଟ ପରେ ଗ୍ୟାସ୍‌ ଦାମ୍‌ରେ ବୃଦ୍ଧି କରିଛନ୍ତି । ଦେଶର ସବୁଠାରୁ ବଡ଼ ତୈଳ କମ୍ପାନୀ ଇଣ୍ଡିଆନ୍‌ ଅଏଲ କର୍ପୋରେସନ ଲିମିଟେଡ୍‌ ଏଲ୍‌ପିଜି ବିତରଣ କମ୍ପାନୀ ଏହି ଦାମ୍‌ ବୃଦ୍ଧି କରିଛି । ଇଣ୍ଡେନ୍‌ ଗ୍ୟାସ୍‌ ଫେବୃଆରୀ ୪ତାରିଖରୁ ବର୍ଦ୍ଧିତ ଦର ଲାଗୁ ହୋଇଛି । ଇଣ୍ଡେନ୍‌ ଓ୍ୱେବସାଇଟ୍‌ ଅନୁସାରେ ସବ୍‌ସିଡ଼ି ଗ୍ୟାସ୍‌ ସିଲିଣ୍ଡରର ଦାମ୍‌ ଦିଲ୍ଲୀରେ ୨୫ଟଙ୍କା ବଢିଛି । କିନ୍ତୁ ବାଣିଜିକ୍ୟ ଗ୍ୟାସ୍‌ ସିଲିଣ୍ଡର ଦାମ୍‌ରେ ୬ଟଙ୍କା ବୃଦ୍ଧି ପାଇଛି ।
ତେବେ ଗ୍ୟାସ୍‌ ସିଲିଣ୍ଡର ଦର ବୃଦ୍ଧି ପରେ ଏବେ ଦିଲ୍ଲୀ ସିଲିଣ୍ଡର ଦାମ୍ ୭୧୯ଟଙ୍କା ହୋଇଛି । ଏହି ସିଲିଣ୍ଡରର ଦାମ୍‌ ଜାନୁଆରୀ ମାସରେ ୬୯୪ଟଙ୍କା ଥିଲା , କିନ୍ତୁ ଏବେ ଏହାର ଦାମ୍‌ ବଢିଛି । ପ୍ରାୟତଃ ଗ୍ୟାସ୍‌ କମ୍ପାନୀମାନେ ମାସର ପ୍ରଥମ ତାରିଖରେ ଗ୍ୟାସ୍‌ ସିଲିଣ୍ଡର ଦାମ ବୃଦ୍ଧି କି ହ୍ରାସ କରାଯାଇଥାଏ । କିନ୍ତୁ ଏବେ କିଛି ଦିନ ତଳେ ସଂସଦରେ ସାଧାରଣ ବଜେଟ୍‌ ଉପସ୍ଥାପିତ ହୋଇଥିବାରେ ଗ୍ୟାସ୍‌ ସିଲିଣ୍ଡର ଦରରେ ପରିବର୍ତ୍ତନ କରାଯାଇଛି ।
ସେହିପରି ନୂଆବର୍ଷ ମାନେ ୨୦୨୧ରେ ତୈଳ କମ୍ପାନୀମାନେ ଗ୍ରାହକମାନଙ୍କ ପାଇଁ ଆଶ୍ୱସ୍ତିକର ଖବର ଦେଇଥିଲା । ଗ୍ୟାସ୍‌ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ କରାଯାଇନଥିଲା । କେବଳ ବାଣିଜିକ୍ୟ ସିଲିଣ୍ଡର ଦାମ୍‌ ୧୯କିଲୋଗ୍ରାମ ପ୍ରତି  ୧୭ଟଙ୍କା ବୃଦ୍ଧି କରିଥିଲେ ।
ତେବେ ଇଣ୍ଡିଆନ୍‌ ଅଏଲ ଓ୍ୱେବସାଇଟ୍‌  ମୁତାବିକ, ୨୦୨୧ ଫେବୃଆରୀ ୪ ସୁଦ୍ଧାରେ ଦିଲ୍ଲୀରେ ୧୪.୨ କିଲୋଗ୍ରାମର ବିନା ସବ୍‌ସିଡ଼ି ଏଲପିଜି ଗ୍ୟାସ୍‌ ସିଲିଣ୍ଡରର ଦାମ୍‌ ୭୧୯ ହୋଇଥିବା ବେଳେ ମୁମ୍ବାଇରେ ୭୧୯ ଟଙ୍କା, ଚେନ୍ନାଇରେ ୭୩୫ଟଙ୍କା, କୋଲକାତାରେ ୭୪୫.୫୦ଟଙ୍କା ରହିଛି ।
ସେହିପରି ଓ୍ୱେବସାଇଟ୍‌ ମୁତାବିକ୍‌, ୧୯ କିଲୋଗ୍ରାମ ବାଣିଜିକ୍ୟ ଏଲ୍‌ପିଜି ସିଲିଣ୍ଡରର ଦାମ୍‌ ୪ ଫେବୃଆରୀ ୨୦୨୧ରେ , ଦିଲ୍ଲୀରେ ୧୫୩୩, କୋଲକାତାରେ ୧୫୯୮ଟଙ୍କା, ମୁମ୍ବାଇରେ ୧୪୮୨.୫୦ଟଙ୍କା,  ଚେନ୍ନାଇରେ ୧୬୪୯.୦୦ଟଙ୍କା ରହିଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like