-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,ରାଜ୍ୟରେ ଜରୁରୀକାଳୀନ ସ୍ୱାସ୍ଥ୍ୟ ସେବା ହେଲା ଅଧିକ ସୁଦୃଢ଼

11-Feb-2026



ପ୍ରତ୍ୟେକ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲକୁ ନିରନ୍ତର ଆମ୍ବୁଲାନସ ସେବା ଯୋଗାଇଦିଆଯିବ

 

ବିମାନ ଯୋଜନାରେ ଏୟାରଷ୍ଟ୍ରିପରେ ମଧ୍ୟ ଆମ୍ବୁଲାନ୍‌ସ ବ୍ୟବସ୍ଥା କରାଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆମ୍ବୁଲାନ୍‌ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ  ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମ ଠାରେ ଦ୍ବିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନସର ଶୁଭାରମ୍ଭ  କରିଛନ୍ତି।

ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବା ବେଳେ, ଆଜି କଳିଙ୍ଗ ଷ୍ଟାଡିୟମ, ଭୁବନେଶ୍ୱରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ଏହି ସମସ୍ତ ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ପ୍ରାୟ ୧୧୧ କୋଟି ଟଙ୍କା ବିନିଯୋଗ କରିଛନ୍ତି।ବର୍ତ୍ତମାନ ସାରା ରାଜ୍ୟରେ ୮୬୬ଟି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଚାଲୁଥିବା ବେଳେ, ଗର୍ଭବତୀ ମହିଳା ଏବଂ ଅସୁସ୍ଥ ଶିଶୁମାନଙ୍କ ପାଇଁ ‘ଜନନୀ ଏକ୍ସପ୍ରେସ୍’ ନାମରେ ଆଉ ୫୦୦ଟି ସ୍ୱତନ୍ତ୍ର ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯାଉଛି। ଏହି ଆମ୍ବୁଲାନ୍ସ ସେବାଗୁଡ଼ିକ ରାଜ୍ୟବାସୀଙ୍କ ପାଇଁ ଏକ ଜୀବନରେଖା ଭାବେ କାମ କରୁଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି। 

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ରାଜ୍ୟର ସବୁ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲ୍ ପର୍ଯ୍ୟନ୍ତ ନିରନ୍ତର ଆମ୍ବୁଲାନ୍‌ସ ସେବା ଜାରି ରଖିବାକୁ ପଦକ୍ଷେପ ନିଆଯାଉଛି। ଏହା ବ୍ୟତୀତ ବିମାନ ଯୋଜନା ମାଧ୍ୟମରେ ରାଉରକେଲା ଓ ଜୟପୁର ପରି ଏୟାରଷ୍ଟ୍ରିପ୍‌ରେ ମଧ୍ୟ ଆମ୍ବୁଲାନ୍‌ସର ସେବା ଯୋଗାଇଦିଆଯିବ।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିମାନବନ୍ଦର ନିମନ୍ତେ ୫ଟି ଆଡ୍‌ଭାନ୍‌ସଡ ଲାଇଫ୍ ସପୋର୍ଟ ବା (ALS)  ଆମ୍ବୁଲାନ୍‌ସ ଏବଂ ଝାରସୁଗୁଡା ସ୍ଥିତ କ୍ୟାନସର ହସ୍ପିଟାଲ ପାଇଁ ୨ଟି ALS ଆମ୍ବୁଲାନସ ବର୍ତ୍ତମାନ ନିୟୋଜିତ ଅଛି। ସାରା ରାଜ୍ୟରେ ଆମ୍ବୁଲାନ୍‌ସ ଜରିଆରେ ଦିନକୁ ହାରାହାରି ୫ ହଜାରରୁ ଅଧିକ ରୋଗୀଙ୍କୁ ସରକାରୀ ହସ୍ପିଟାଲକୁ ନିଆଯାଉଛି।

ଏହି ଅବସରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ଏକାମ୍ର ବିଧାୟକ ବାବୁ ସିଂ, ସ୍ବାସ୍ଥ୍ୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଅଶ୍ବତୀ ଏସ୍, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଡକ୍ଟର ବୃନ୍ଦା ଡି ପ୍ରମୁଖ ଉପସ୍ଥିତ ଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like