-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ପୋଲିସ କନେଷ୍ଟବଳ ସଂଘ ର ଶପଥ ଗ୍ରହଣ ସମାରୋହ*- *ଯୋଗ ଦେଲେ କଲେକ୍ଟର ଓ ଏସପି*-

11-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ନୂଆଁ ଟାଉନ ହଲ ଠାରେ ଓଡିଶା ପୋଲିସ କନେଷ୍ଟବଳ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା l ଏଥିରେ ମୂଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଯୋଗ ଦେଇ ନୂତନ ଭାବେ ନିର୍ବାଚିତ ହୋଇଥିବା ଓ ଆଜି ଶପଥ ଗ୍ରହଣ କରିଥିବା ସମସ୍ତ କର୍ମ କର୍ତ୍ତା ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଓ ଶୃଂଖଳା ନିଷ୍ଠା ର ସହ ଜନ ସାଧାରଣ ଙ୍କ ସେବା କରିବାକୁ ପରାମର୍ଶ କରିଥିଲେ l ନିମନ୍ତ୍ରିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଯୋଗ ଦେଇ ଏହି କର୍ମ କର୍ତ୍ତା ଙ୍କୁ ଶୁଭେଛା ଜଣାଇ ଉତ୍ସାହିତ କରିଥିଲେ l ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଏସପି କେ.ହରି ପ୍ରସାଦ, ପ୍ରତାପ ରଣା, ଡି ଏସ ପି ରେଣୁକା ସୁନା, ବୈକୁଣ୍ଠ ସେଠ୍, ସୁନୀତା ପଧାନ, ବୀର ମହାରାଜ ପୁର ଏସ ଡି ପି ଓ ହେମନ୍ତ ରାଓ, ଆଇନଜୀବୀ ପ୍ରଦୀପ ପୁରୋହିତ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ କର୍ମକର୍ତା ଙ୍କୁ ଉତ୍ସାହିତ କରିଥିଲେ l ନିର୍ବାଚନ ରିଟର୍ଣିଂ ଅଫିସର ଡି ଏସ ପି ଚନ୍ଦ୍ର ଶେଖର ଶବର ହାବିଲଦାର୍ କନେଷ୍ଟବଳ ସଂଘ ର ସମସ୍ତ ନୂତନ କର୍ମ କର୍ତ୍ତା ଙ୍କୁ ଶପଥ କରାଇଥିଲେ l ସଂଘ ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି କୁମୁଦ ରଞ୍ଜନ ମେହେର ସ୍ବାଗତ ଭାଷଣ ପ୍ରଦାନ୍ କରି ସମସ୍ତ ଙ୍କ ପରାମର୍ଶ ରେ ଆମେ ଓ ଆମ ସଂଘ  ଜନ ସାଧାରଣ ଙ୍କ ସଠିକ୍ ସୁରକ୍ଷା ଓ ସେବା କରିବାକୁ ଉପସ୍ଥିତ ଅତିଥି ଓ ସମସ୍ତ ପୋଲିସ କନେଷ୍ଟବଳ ଙ୍କ ଆଶିର୍ବାଦ କାମନା କରିଥିଲେ l

ସଭାପତି ଭାବେ କୁମୁଦ ରଞ୍ଜନ ମେହେର, ସଂପାଦକ ଭାବେ ରଞ୍ଜିତ ପଧାନ, ଉପ ସଭାପତି ଦୟା ନିଧି ସାହୁ, କୋଷାଧ୍ୟକ୍ଷ ଭାବେ ଯଦୁ ନାଥ ତାଣ୍ଡିଆ, ସହ ସଂପାଦକ ଭାବେ  କବି ମିସ୍ତ୍ରୀ ଓ କାର୍ତିକେ ଶ୍ୱର ରାଉତ୍ ଏଵଂ କାର୍ଯ୍ଯ କାରିଣୀ ସଦସ୍ୟ ଭାବେ ଦୁର୍ଯ୍ୟୋଧନ କାଲ୍ ସାଏ, ଉମା ବିଭାର, ସୁର୍ଯ୍ୟ କୁମାର ସାହୁ, ସଞ୍ଜୀବ ସାହୁ ଓ ଆନନ୍ଦ ଧରୁଆ ଶପଥ ଗ୍ରହଣ କରିଥିବା ବେଳେ ସେଣ୍ଟ୍ରାଲ ଏକ୍ସିକୁଟିଭ କମିଟି ସଦସ୍ୟ ଭାବେ ପ୍ରୁଥିରାଜ କୁଁଅର୍ ଙ୍କୁ ଶପଥ ଗ୍ରହଣ କରାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like