-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||     

HOME   ଜିଲ୍ଲା

ବିଜେପି କାର୍ଯ୍ୟାଳୟରେ ଦିନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟ ତିଥି  ପାଳିତ

11-Feb-2026



ବଲାଙ୍ଗୀରରୁ ଚିତ୍ରସେନ ବେହେରାଙ୍କ ରିପୋର୍ଟ

ବଲାଙ୍ଗୀର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ଆଜି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପଥରଚେପା ଠାରେ ମହାନ ଚିନ୍ତାନାୟକ ତଥା ଏକାତ୍ମମାନବ ଦର୍ଶନର ପ୍ରଣେତା ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ପୂଣ୍ୟ ତିଥି  ଅବସରରେ ସମର୍ପଣ ଦିବସ୨୦୨୬ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଜିଲ୍ଲା ବିଜେପି ଜେନେରାଲ ସେକ୍ରେଟାରୀ ଶ୍ରୀ ଦିନେଶ ଶର୍ମା ମୁଖ୍ୟ ଅତିଥି ଯୋଗଦେଇଥିଲେ ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରା। ଅତିଥି ବରିଷ୍ଟ ବିଜେପି ନେତା ତଥା ବିଜେପି ବିଧାନସଭା ପ୍ରାର୍ଥୀ ଗୋପାଳଜୀ ପାଣିଗ୍ରାହୀ, ବକ୍ତା ବିକ୍ରମ ଆଚାର୍ଯ୍ୟ ଓ ଘନଶ୍ୟାମ ପ୍ରଧାନ ମଞ୍ଚାସୀନ ଥିଲେ।
ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଙ୍କ ଜୀବନୀ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇଥିଲା।ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ପ୍ରଥମେ ଭାରତୀୟ ଜନସଂଘ ପାର୍ଟି ଗଠିତ କରିଥିଲେ. ସେ ଭାରତୀୟ ଜନସଙ୍ଘ ପାର୍ଟି ର ସଭାପତି ମଧ୍ୟ୍ୟ ଥିଲେ.ତାହା କ୍ରମେ ଭାରତୀୟ ଜନତା ପାର୍ଟି ଗଠନ ହୋଇଥିଲ ।ତାଙ୍କର ମୃତ୍ୟୁ ୧୧ଫେବୃଆରୀ ୧୯୬୮ରେ ହୋଇଥିଲା. ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଉତ୍ତରପ୍ରଦେଶର ପ୍ରଥମ ବିଧାନସଭା ରେ ବିଧାୟକ ମଧ୍ୟ୍ୟ ଥିଲେ। ଆଜି ୧୧ ଫେବୃଆରୀ ତାଙ୍କର ପୂଣ୍ୟତିଥି ଜିଲ୍ଲା ବିଜେପି ତରଫରୁ ପାଳିତ ହୋଇଥିଲ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ର ବରିଷ୍ଟ ବିଜେପି କାର୍ଯ୍ୟକର୍ତ୍ତା ମାନେ ଓ ସମସ୍ତ ମଣ୍ଡଳ ସଭାପତି ମାନେ ଓ ବିଜେପି ମହିଳା ମୋର୍ଚ୍ଚା ର ପଦାଧିକାରୀ ଓ ବରିଷ୍ଠ କାର୍ଯ୍ୟକର୍ତା ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026

You Might Also Like