-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ବୋଡ଼େନ ପଞ୍ଚାୟତ ସମିତି ବୈଠକ

11-Feb-2026



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତ ସମିତିର ଏକ ବୈଠକ ପଞ୍ଚାୟତ ସମିତି ସଭା ଗୃହରେ ବ୍ଲକ ଅଧ୍ୟକ୍ଷା ପ୍ରେମ ଶିଳା ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଖରିଆର ବିଧାୟକ ଅଧୀରାଜ ମୋହନ ପାଣିଗ୍ରାହି,ଜିଲ୍ଲାପରିଷଦ ଅଧ୍ୟକ୍ଷା ଡଲି ମାଝୀ,ସାଂସଦ ପ୍ରତିନିଧି ବିଜୟ କୁମାର ବେହେରା,ବ୍ଲକ ଉପାଧ୍ୟକ୍ଷା ସଙ୍ଗୀତା ମାଝୀ,ଜିଲ୍ଲା ପରିଷଦ ସଦସ୍ୟା ସ୍ମୃତିସିଂ ମାଝୀ,ବି ଡି ଓ ସୁଶାନ୍ତ କୁମାର ରଣା ପ୍ରମୁଖ ମଞ୍ଚାସିନ ଥିଲେ ।ବି ଡି ଓ ସୁଶାନ୍ତ କୁମାର ରଣା ସଂଯୋଜନା କରିଥିବାବେଳେ ଜି ପି ଡି ଓ ଭୀଷ୍ମ କୁମାର ସହଯୋଗ କରିଥିଲେ।ବୈଠକରେ ରାଜସ୍ବ,ଶିକ୍ଷା,କୃଷି,ଉଦ୍ୟାନ,ପାନୀୟ ଜଳ ଓ ପରିମଳ, ପ୍ରାଣୀ ଓ ପଶୁ ସମ୍ପଦ,ସ୍ବାସ୍ଥ୍ୟ,ମତ୍ସ୍ୟ,ମହିଳା ଓ ଶିଶୁ ଉନ୍ନୟନ,ସାମାଜିକ ସୁରକ୍ଷା, ଯୋଗାଣ ଓ ଖାଉଟି କଲ୍ୟାଣ,ବିକଶିତ ଭାରତ ଜୀ- ରାମ-ଜୀ,ବିକଶିତ ଗାଁ ବିକଶିତ ଓଡ଼ିଶା,ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ,ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଉପରେ ବିଭାଗୀୟ ଅଧିକାରୀଙ୍କ ମାଧ୍ୟମରେ ଆଲୋଚନା କରାଯିବା ସହିତ ସମ୍ପୂର୍ଣ ତଥ୍ୟ ପ୍ରଦାନ କରାଯାଇଥିଲା ।ମୁଖ୍ୟତଃ ପାନୀୟ ଜଳ ଯୋଗାଣ କେମିତି ଠିକ୍ ଭାବରେ ହୋଇପାରିବ,ଲୋକମାନେ ଯେମିତି ସୁବିଧାରେ ଜଳ ପାଇ ପାରିବେ ସେଥି ପ୍ରତି ଦୃଷ୍ଟି ଦେଇ କାମ କରିବାକୁ ବି ଡ଼ି ଓ ସମସ୍ତ ଲୋକ ପ୍ରତିନିଧି ଓ ସରକାରୀ ଅଧିକାରୀଙ୍କୁ ଅନୁରୋଧ କରିଥିଲେ ।ଆଜିକାର ବୈଠକରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଭ୍ୟ,ସମିତି ସଭ୍ୟା,ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦାନ କରି ନିଜ ନିଜ ବିଭାଗୀୟ ତଥ୍ଯ ପ୍ରଦାନ କରିବା ସହ ନିଜ ନିଜ ମତ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like