-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ମୁରଶୁଣ୍ଡ ରେ ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ, ନଅଗାଁ (ଖ) ବିଜୟୀ

12-Feb-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ମୁରଶୁଣ୍ଡ ମିନିଷ୍ଟାଡିୟମ ରେ ପଲ୍ଲୀ ଆଲୋକ ପାଠାଗାର ଆନୁକୂଲ୍ୟରେ ଚାଲିଥିବା ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଉଦଯାପିତ ହୋଇଛି | ବଡ଼ଟୀକା ଓ ଆଗଲପୁର ଦଳ ମଧ୍ୟ୍ୟରେ ପ୍ରଥମ ସେମି ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ଓ ଏଥିରେ ବଡ଼ଟୀକା ଦଳ ୨-୦ ଗୋଲ ରେ ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ କରିଥିଲା | ଏହାସହ ନଅଗାଁ ଓ ବକଟି ଦଳ ମଧ୍ୟ୍ୟରେ ସଂଘର୍ଷପୁର୍ଣ ଦ୍ଵିତୀୟ ସେମି ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ନିର୍ଦ୍ଧାରିତ ସମୟ ମଧ୍ୟ୍ୟରେ ଖେଳ ଅମୀମାଂଶିତ ରହିବାରୁ ଟ୍ରାଇବ୍ରେକର ଜରିଆରେ ନଅଗାଁ ଦଳ ବିଜୟୀ ହୋଇଥିଲା |

ପରେ ବଡ଼ଟୀକା ଓ ନଅଗାଁ (ଖ)ଦଳ ମଧ୍ୟ୍ୟରେ ଫାଇନାଲ ମ୍ୟାଚ ଖେଳା ଯାଇଥିଲା ଓ ଏଥିରେ ନଅଗାଁ (ଖ) ଦଳ ଚମ୍ପିୟାନ ହୋଇଥିଲା |  ପିତାମ୍ବର କଣ୍ଟା ଙ୍କ ସଂଯୋଜିତ ଉଦଯାପନୀ ଉତ୍ସବ ରେ ମୁଖ୍ୟଅତିଥି ଭାବେ ଆଗଲପୁର ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିବା ବେଳେ ପଟୁଆପାଲି ସରପଞ୍ଚ ରବିଚନ୍ଦ୍ର ବସ୍ତିଆ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗନ୍ନାଥ ପଧାନ, ଆୟୋଜକ କମିଟି ସଭାପତି ରାମଚନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏମଏସଏ ମୁରଶୁଣ୍ଡ ସଭାପତି ସୁରେଶ ପଧାନ, ସମ୍ପାଦକ ପବିତ୍ର ପଧାନ, ମ୍ୟାଚ ରେଫରୀ ଗୋପାଳ ପଧାନ, ବିଜୟ ରଣା, ସୁଧାଂଶୁ ସେଠ, କୈଳାଶ ସେଠ l ଅନ୍ୟ ମାନଙ୍କ ମଧ୍ୟରେ ଯୁବମୋର୍ଚ୍ଚା ସଭାପତି ଲୁକାରାମ ସାହୁ, ପଂଚାୟତ ପ୍ରମୁଖ ଶାନ୍ତନୁ ପଧାନ, ଆଗଲପୁର ମଣ୍ଡଳ ସଭାପତି ହିମାଂଶୁ ସାହୁ, ବରିଷ୍ଠ କାର୍ଯ୍ୟକର୍ତ୍ତା ସନ୍ତୋଷ ପଧାନ, ଧନେଶ୍ୱର ପଧାନ,  ଯୁବମୋର୍ଚ୍ଚା ସମ୍ପାଦକ ଜଗଦୀଶ ପଧାନ, ଆନନ୍ଦ ସାହୁ, ବିଶ୍ଵାମିତ୍ର ସେଠ, ସଞ୍ଜୟ ମେହେର  ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like