-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ଲର୍କା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୬ ତମ ବାର୍ଷିକ ଉତ୍ସବ

12-Feb-2026



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଲର୍କା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପରେଶ ଚନ୍ଦ୍ର ମାଝୀଙ୍କ ସଭାପତିତ୍ବରେ ୪୬ ତମ ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ଚୈତନ୍ୟ ହୋତା ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ,ମୁଖ୍ୟ ବକ୍ତା ରୂପେ ଲଳିତ କୁମାର ସୁନାରୀ ପ୍ରଧାନ ଶିକ୍ଷକ ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ସିନାପାଲି,ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବନବିହାରୀ ମେହେର,ଅବସର ପ୍ରାପ୍ତ ବିଜ୍ଞାନ ଶିକ୍ଷକ ନକୁଲି ଚରଣ ସାହୁ,ସି ଆର୍ ସି ସି ଶୁଭେନ୍ଦୁ ଯୋଶୀ ପ୍ରମୁଖ ମଞ୍ଚାଶିନ ଥିଲେ । ଶିକ୍ଷକ  ଗୌର ହରି ମେହେର,ମାମିନା ସାହୁ ଓ ପ୍ରିୟଙ୍କା ପଟ୍ଟନାୟକ ନିଜ ନିଜ ସୁନ୍ଦର ଶବ୍ଦ ସଂଯୋଜନାରେ ମଞ୍ଚ ପରିଚାଳନା କରି ମଞ୍ଚର ଶୋଭା ବର୍ଦ୍ଧନ କରିବା ଦେଖିବାକୁ ମିଳିଥିଲା ।ଏହି ଅବସରରେ ୨୦୨୪-୨୫ ବର୍ଷରେ ଦଶମ ଶ୍ରେଣୀରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ପ୍ରଦୀପ କୁମାର ରଣାଙ୍କୁ ସମ୍ମାନିତ କରିବା ସହିତ ତାଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ ତଥା ବାର୍ଷିକ କ୍ରୀଡ଼ାରେ ଚାମ୍ପିଅନ ହୋଇଥିବା ପ୍ରତିଯୋଗୀ ସିନିୟର ବାଳକ ଅମୂଲ୍ୟ ଶବର, ସିନିୟର ବାଳିକା ଲତିକା ଶବର, ଜୁନିୟର ବାଳକ ଭବାନୀ ଶଙ୍କର ମାଝୀ, ଜୁନିୟର ବାଳିକା ଅମଲି ଶବରଙ୍କୁ ଟ୍ରଫି ସହ ମାନ ପତ୍ର ଦେଇ ସମ୍ମାନିତ କରାଯାଇଥିଲା।ବେଷ୍ଟ ଟିଚର ଭାବରେ ବିଜ୍ଞାନ ଶିକ୍ଷକ ପିତବାସ ମେହେରଙ୍କୁ ସମ୍ମାନିତ କରି ସମସ୍ତେ ଆହୁରି ଖୁସି ଅନୁଭବ କରିଥିଲେ ।ବାର୍ଷିକ ଉତ୍ସବ ପାଳନ ପାଇଁ ଆୟୋଜନରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ,ଛାତ୍ର ଛାତ୍ରୀ,ପରିଚାଳନା କମିଟି ସଦସ୍ୟ ସଦସ୍ୟା ସହଯୋଗ କରିଛନ୍ତି ।ଶିକ୍ଷକ ଯଶୋବନ୍ତ ସା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like