-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

*ସୋନପୁର ଠାରେ ଶ୍ରୀ କାଶୀ ବିଶ୍ଵନାଥ ଓ ମା ଲକ୍ଷ୍ମୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳନ*-

12-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବଡ଼ ବଜାର ସ୍ଥିତ ଶ୍ରୀ ଶ୍ରୀ କାଶୀ ବିଶ୍ଵନାଥ ମନ୍ଦିର ଓ ମାଁ ଲକ୍ଷ୍ମୀ ମନ୍ଦିର ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ବୈଦିକ ବିଧି ପଦ୍ଧତି ରେ ମହା ସମାରୋହ ରେ ପାଳିତ ହୋଇଯାଇଛି l ଗତ ୯ ତାରିଖ ସୋମବାର ଦିନ ଠାରୁ ବୁଧବାର ଆଜି ଯାଏ ଏହି ମନ୍ଦିର ରେ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇ ଯାଇଛି l ୯ ତାରିଖ ଦିନ ଶୁଭ ଖମ୍ବ ସ୍ଥାପନା ଓ ଅଙ୍କୁରାରୋପଣ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥବା ବେଳେ ଗତ କାଲି ୧୦ ତାରିଖ ଦିନ ସ୍ଥାନୀୟ ମହାନଦୀ ରାଜା ଘାଟ ଠାରୁ ଏକ ବିଶାଳ କଳସ ଶୋଭା ଯାତ୍ରା ବାହାରି ବୃନ୍ଦାବନ ବିହାରୀ ମନ୍ଦିର ଯାଏ ପହଞ୍ଚିଥିଲା l ଶହ ଶହ ମହିଳା ଏହି ଶୋଭାଯାତ୍ରା ରେ ସାମିଲ ଥିବା ବେଳେ ପ୍ରତିଷ୍ଠା ଉତ୍ସବ କମିଟି ସଦସ୍ୟା ସୁନନ୍ଦା ସାହୁ ଓ ମୂଖ୍ୟ ପୂଜକ ପଣ୍ଡିତ ରାଜେନ୍ଦ୍ର ମହାପାତ୍ର ଙ୍କ ତତ୍ୱା ବଧାନ ରେ ଏହା ଅନୁଷ୍ଟିତ ହୋଇଥିଲା l ଆଜି ୧୧ ତାରିଖ ଦିନ ଭୋର ରେ ନିତ୍ଯ ପୂଜା, ସୂର୍ଯ୍ୟ ପୂଜା, ଗୋ ବ୍ରାହ୍ମଣ ଗୁରୁ ପୂଜନ, ଯଜ୍ଞ କର୍ମ, ଶ୍ରୀରାମ ଓ ଶିବ ସହସ୍ର ନାମ, ତୁଳସୀ ରାମାୟଣ ଆଦି ଆଧ୍ୟାତ୍ମିକ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ପରେ ପରେ ବୃଷବ ସହ ବିଗ୍ରହ ଙ୍କ ଜୀବନ୍ୟାସ, ମନ୍ଦିର ପରିକ୍ରମା ମନ୍ଦିର ପ୍ରତିଷ୍ଠା ଓ କଳସ ପ୍ରତିଷ୍ଠା ଅନୁଷ୍ଟିତ ହୋଇଥିଲା l ପରେ ରତ୍ନ ସିଂହାସନ ରେ ବିଗ୍ରହ ସ୍ଥାପନା, ରୁଦ୍ରା ଭିଷେକ ସହ ଯୁଗଳ ମୂର୍ତ୍ତି ଙ୍କ ଦର୍ଶନ ରେ ହଜାର ଭକ୍ତଙ୍କ ସମାଗମ ହୋଇଥିଲା l ପରେ ପରେ ପୂର୍ଣ୍ଣାହୁତି ପୁଷ୍ପାଞ୍ଜଳି ସହ ସାମୁହିକ ପ୍ରାସାଦ ସେବନ ରେ ସହର ତଥା ଦୂର ଦୁରା ନ୍ତର ହଜାର ହଜାର ଭକ୍ତ ଶ୍ରଦ୍ଧାଳୁ ସାମିଲ ହୋଇ ପ୍ରଭୂ କୃପା ଲାଭ କରିଥିଲେ  l ମୁଖ୍ୟ ପୂଜକ ଭାବେ ପଣ୍ଡିତ ରାଜେନ୍ଦ୍ର କୁମାର ମହାପାତ୍ର ଦାୟିତ୍ଵ ତୁଲାଇଥିବା ବେଳେ ଅନ୍ୟ ସମସ୍ତ ପଣ୍ଡିତ  ସହଯୋଗ କରିଥିଲେ l ଆଜି ର ବିଭିନ୍ନ ବିଗ୍ରହ ପ୍ରତିଷ୍ଠା ଯଜ୍ଞ କାର୍ଯ୍ଯ ରେ କର୍ତ୍ତା ଭାବେ ଶାନ୍ତିଲତା ସାହୁ ଓ ରାଜେନ୍ଦ୍ର ସାହୁ, ମନିଷା ସାହୁ ଓ ମନୋଜ ସାହୁ, ଜିତୁ ରାଣୀ ସାହୁ ଓ ବିକାଶ ସାହୁ , ପ୍ରମିତା ତ୍ରିପାଠି ଓ ଜୟ ରାମ୍ ତ୍ରିପାଠି, ସଂଯୁକ୍ତା ଅଗ୍ରୱାଲ ଓ କିଶନ ଅଗ୍ରୱାଲ, ତାମସି ତାମସ୍ମିତା ସାହୁ ଓ ପ୍ରକାଶ ସାହୁ, ଜ୍ୟୋତ୍ସ୍ନା ଅଗ୍ରୱାଲ ଓ ସଞ୍ଜୀବ ଅଗ୍ରୱାଲ, ଜ୍ୟୋତ୍ସ୍ନା ମେହେର ଓ ସନ୍ତୋଷ ମେହେର, ପ୍ରିତିମୟୀ ସାହୁ ଓ ଅନିଲ ସାହୁ, ଲିପିନା ସାହୁ ଓ ସୁନିଲ ସାହୁ, ଶ୍ରୀତମ ମହାପାତ୍ର, ରଞ୍ଜିତା ରାୟଗୁରୁ ଓ କୃପା ନିଧି ରାୟଗୁରୁ, ଶ୍ରାବଣୀ ରାଓ ଓ ରାଜୁ ରାଓ ଦାୟିତ୍ଵ ବହନ କରି ଯଜ୍ଞ କାର୍ଯ୍ଯ ରେ ସହଯୋଗ କରିଥିଲେ  l ମନ୍ଦିର କମିଟି ସଭାପତି କୃପାନିଧି ରାୟଗୁରୁ ଓ ସଂପାଦକ ଦୁର୍ଯ୍ୟୋଧନ ସାହୁ ଙ୍କ ସମେତ କମିଟି ର ସମସ୍ତ ସଦସ୍ୟ ଏହି ପ୍ରତିଷ୍ଠା ଉତ୍ସବ ରେ ସହଯୋଗ କରିଥିଲେ l   ସନ୍ଧ୍ୟା ରେ ମନ୍ଦିର ପରିସର ରେ ସୁନ୍ଦରା କାଣ୍ଡ ଓ ରାତି ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଲା ପରିବେଷଣ ଅନୁଷ୍ଟିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like