-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ଓଡିଶା ପାଇଁ ଗର୍ବ : ରାଷ୍ଟ୍ରପତି ସେବା ମେଡାଲରେ ସମ୍ମାନିତ ହେଲେ ଓଡିଆ ପୁଅ ଡା. କୌଶିକ କୁମାର

04-Feb-2021



କଟକ(ପ୍ରେରଣା ଖବର) କୋଭିଡ୍‌ ମହାମାରୀରେ ଉଲ୍ଲେଖନୀୟ ଅବଦାନ ପାଇଁ ସାଧାରଣତନ୍ତ୍ର ଦିବସରେ ନୌସେନାର ଭେଷଜ ବିଶେଷଜ୍ଞ ଭାବରେ କାର୍ଯ୍ୟରତ ସର୍ଜନ କମାଣ୍ଡର ଡାକ୍ତର କୌଶିକ କୁମାର ଭୋଳଙ୍କୁ ପୁରସ୍କୃତ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ସେ ବିଶିଷ୍ଟ ସେବା ମେଡାଲରେ ପୁରସ୍କୃତ ହୋଇଛନ୍ତି ।
କୌଶିକ କୁମାର ୨୦୧୪ ମସିହାରେ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟରୁ ଏମ୍‌ବିବିଏସ୍‌ ଓ ବାୟୁସେନା ଚିକିତ୍ସାଳୟ ବେଙ୍ଗାଲୁରରୁ ୨୦୧୪ରେ ଭେଷଜ ବିଜ୍ଞାନରେ ସ୍ନାତ୍ତକୋତ୍ତର ଉପାଧି ପ୍ରାପ୍ତ କରିଥିଲେ । ସେ ଭାରତୀୟ ନୌସେନାରେ ୨୦୦୬ରେ ଯୋଗଦେବା ପରେ ତାଙ୍କୁ ୨୦୧୧ ମସିହାରେ ନୌସେନାର ମୁଖ୍ୟ (ଦକ୍ଷିଣ) ମେଡ଼ାଲ ଓ ୨୦୧୯ରେ ନୌସେନାଧ୍ୟକ୍ଷ ମେଡାଲରେ ପୁରସ୍କୃତ କରାଯାଇଥିଲା ।କୌଶିକ ହେଉଛନ୍ତି ବାଙ୍କେଇ ଗ୍ରାମ ନିବାସୀ କେଶବ ଚନ୍ଦ୍ର ଭୋଳ ଓ କୁମୁଦୁନି ଭୋଳଙ୍କ ପୁଅ ତଥା ପାଗା-ମହାଜନପୁର ନିବାସୀ ସ୍ୱର୍ଗତ ନିରଞ୍ଜନ ସଂହ ଓ ଶୋଭାରଣୀ ସିଂହଙ୍କ ଜ୍ୱାଇଁ ଅଟନ୍ତି ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like