-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

୧୨ ଫେବୃଆରୀ ସୁବର୍ଣ୍ଣପୁର ବନ୍ଦ ସମ୍ପୂର୍ଣ୍ଷ ସଫଳ....

12-Feb-2026



ସୋନପୁର, (ମନୋରଞ୍ଜନ ତ୍ରିପାଠୀ) କେନ୍ଦ୍ର ବିଜେପି ବନାମ ନରେନ୍ଦ୍ର ମୋଦି ସରକାରଙ୍କ କମ୍ପାନୀ ଓ ପୁଞ୍ଜିପତିଙ୍କ ସ୍ୱାର୍ଥ ରକ୍ଷାକାରି ୪ ଶ୍ରମ କୋଡ଼ କୁ ସମ୍ପୂର୍ଣ ବାତିଲ ଦାବିରେ ଏବଂ ଠିକା ଶ୍ରମିକ ପ୍ରଥା ସମ୍ପୂର୍ଣ ବନ୍ଦ କର, ଅଫିସ ତଥା କମ୍ପାନୀ ସମୂହରେ ସ୍ଥାୟୀ କର୍ମଚାରୀ, ଶ୍ରମିକ ନିଯୁକ୍ତି, MSP କୁ ଆଇନ ଗତ ମ।ନ୍ୟତା ପ୍ରଦାନ, ବିଭି ଜି ରାମଜୀ ପ୍ରତ୍ୟାହର,ଜାତୀୟ ଶିକ୍ଷାନୀତି ସମ୍ପୂର୍ଣ ବାତିଲ, ଜାତୀୟ ସମ୍ପତିର ଘରୋଇକରଣ ବନ୍ଦ, ବ୍ୟାଙ୍କ, ଏଲ ଆଇ ସି ଟେଲିକମ, ରେଳବାଇ ରେ ବିଦେଶୀ ପୁଞ୍ଜି ଲଗାଣ ବନ୍ଦ, ଆଶା, ଅଙ୍ଗନବାଡି, ପାଚିକା ଆଦି ସ୍କିମ ୱାର୍କସ ଙ୍କୁ ରେଗୁଲାର କର୍ମଚାରୀର ଦରମା ପ୍ରଦାନ, ବେକାରଙ୍କୁ କର୍ମ ନିଯୁକ୍ତି, ଦରଦାମ ବୃଦ୍ଧି ବନ୍ଦ, ରନ୍ଧନ ଗ୍ୟାସ, ପେଟ୍ରୋଲ ଡିଜେଲ ଦର ହ୍ରାସ, ନାରୀ ନିର୍ଯାତନା ବନ୍ଦ ଆଦି ପ୍ରମୁଖ ଜାତୀୟ ଦାବିରେ ଭାରତବର୍ଷର ପ୍ରମୁଖ ୧୦  ଟି  କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ଶ୍ରମିକ ଫେଡେରେସନ ଏ ଆଇ ଟି ୟୁ ସି, ଏ ଆଇ ୟୁ ଟି ୟୁ ସି, ସି ଆଇ ଟି ୟୁ,, ଆଇ ଏନ ଟି ୟୁ ସି, ଏଚ ଏମ ଏସ, ଏ,ଆଇ ସି ସି ଟି ୟୁ ଙ୍କ ଡାକରାରେ ୧୨ ଫେବୃଆରୀ ସର୍ବଭାରତୀୟ ୧୨ ଘଣ୍ଟିଆ ହରତାଳ  ସୁବର୍ଣ୍ଣପୁର ରେ ସମ୍ପୂର୍ଣ ସଫଳ ହୋଇଛି। ସୁବର୍ଣ୍ଣପୁର ଜିଲ୍ଲା ଟ୍ରେଡ଼ ୟୁନିଅନ ସମନ୍ୱୟ ସମିତି ର କର୍ମକର୍ତା ସମୂହ ନେହେରୁ ଷଣ୍ଢ, ମନୋରଞ୍ଜନ ପାଣ୍ଡେ, କୃଷ୍ଣ ଚନ୍ଦ୍ର କମ୍ପ, କର୍ଣ୍ଣାରାଜ ପଧାନ,ରାଧାକାନ୍ତ ତାଣ୍ଡି, ସୀତା ମହାକୁର, ରୁନି ସେଠି, କୋଷେଳେଶ୍ୱର ସୁନା, ସରୋଜ ତାଣ୍ଡି, ସରୋଜ ପ୍ରଧାନ, ମୁରଲୀ ସା, ଜୟ ଜଗନ୍ନାଥ, ରମେଶ ନନ୍ଦ, ସୁଶାନ୍ତ ପଣ୍ଡା, ଜଗନ୍ନାଥ ସୁନା , ବରୁଣ ସୁନା  ପ୍ରମୁଖ ଶ୍ରମିକ ନେତାମାନେ ପ୍ରବୀଣ ଶ୍ରମିକ ନେତା ତଥା ଏସ ୟୁ ସି ଆଇ. କମ୍ୟୁନିଷ୍ଟ ପାର୍ଟ ରାଜ୍ୟ ନେତୃତ୍ୱ ଗୋବିନ୍ଦ ମହାରଣାଙ୍କ ନେତୃତ୍ୱରେ ଏହି ବନ୍ଦପାଳନ କରାଯାଇଥିଲା. ଏହି ବନ୍ଦପାଳନ ରେ କଂଗ୍ରେସ ର ବରିଷ୍ଠ ନେତା  ଜିତେନ୍ ପଟ୍ଟନାୟକ, ମାଧବ କୁମ୍ଭାର, ସୁଧୀର ପଣ୍ଡା, ରଂଜିତ ରାଏ, ପ୍ରମୋଦ ଗୁରୁ, ତାରିଣୀ ବାରିକ ପ୍ରମୁଖ ମଧ୍ୟ ସାମିଲ ଥିଲେ. ଏହି ବନ୍ଦ ଫଳ ରେ ସୋନପୁର ର ଦୋକାନ ବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଯାନବାହାନ ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like