-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||     

HOME   ଜିଲ୍ଲା

ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା - ଇଙ୍କଫେଷ୍ଟ - ୨୦୨୬ ଆୟୋଜନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ ।

13-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ରୟାଲ ପଡିଆ ପାର୍ଶ୍ୱରେ ନବ ନିର୍ମିତ କଲ୍ୟାଣ ଭବନ ଠାରେ ଓଡିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର, ଜିଲ୍ଲା ସଂସ୍କୃତି ପରିଷଦ, ସୁବର୍ଣ୍ଣପୁର ଓ ଇଙ୍କଫେଷ୍ଟ୍, ସୁବର୍ଣ୍ଣପୁରଙ୍କ ମିଳିତ ଭାବେ ଆୟୋଜନ କରାଯାଉଥିବା ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା - ଇଙ୍କଫେଷ୍ଟ - ୨୦୨୬ ଆୟୋଜନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଂସ୍କୃତି ପରିଷଦ ତଥା ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ। ସାହୁ, ଇଙ୍କଫେଷ୍ଟ ର ସଭାପତି,  ଶ୍ରୀ ସ୍ଵାଧୀନ କୁମାର ମେହେର, ଉପ-ସଭାପତି, ଶ୍ରୀ ଗତିକୃଷ୍ଣ ମିଶ୍ର, ସମ୍ପାଦକ, ଶ୍ରୀ ଆମ୍ବୁଜ କୁମାର ଶତପଥି ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀ ଅର୍ଜୁନ ମାଝୀ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ। ଇଙ୍କଫେଷ୍ଟ ର ସମ୍ପାଦକ ଶ୍ରୀ ଶତପଥୀ ଉପସ୍ଥିତ ସମସ୍ତ ସମ୍ବାଦ ପତ୍ରଗୁଡ଼ିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଓ ଇଙ୍କ ଫେଷ୍ଟ ର ଅନ୍ୟ ସଦସ୍ୟା ମାନଙ୍କୁ ସ୍ଵାଗତ ଜଣାଇଥିଲେ ଓ ଏହି ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ଆୟୋଜନ ଉପରେ ଉପସ୍ଥିତ ସମସ୍ତ ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ବିଶଦ ଭାବେ ଅବଗତ କରାଇଥିଲେ। ଏହି ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ଆଗାମୀ ତା ୧୪.୦୨.୨୦୨୬ ରୁ ୨୧.୦୨.୨୦୨୬ ପର୍ଯ୍ୟନ୍ତ ସୁବର୍ଣ୍ଣପୁର ସ୍ଥିତ ରୟାଲ ପଡିଆ ଠାରେ ଅନୁଷ୍ଠିତ ହେବ । ସେ ପ୍ରକାଶ କଲେ ଯେ ଚଳିତ ବର୍ଷ ୮୪ ଜଣ ବହି ପ୍ରକାଶନ ସଂସ୍ଥା, ପ୍ରକାଶକ, ପୁସ୍ତକ ବିକ୍ରେତା  ଯୋଗଦାନ କରିବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି, ତେଣୁ ଏଥି ନିମନ୍ତେ ଚଳିତ ବର୍ଷ ୮୪ ଗୋଟି ପୁସ୍ତକ ଷ୍ଟଲ ନିର୍ମାଣ କରାଯାଉଛି। ଏହି ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ରେ ପ୍ରତିଦିନ ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ, କଳା, ସାହିତ୍ୟ, ସଂସ୍କୃତି,  ଶିଳ୍ପ, ବିକାଶ ଓ ସାଂପ୍ରତିକ ବିଷୟ ବସ୍ତୁ ଉପରେ ଆଲୋଚନା ଚକ୍ର  ଯଥା ସୁବର୍ଣ୍ଣପୁର ର ଟେରାକୋଟା - ୧.ଐତିହ୍ୟ ଓ ଶିଳ୍ପ ସୃଜନର   ଉତ୍ତରାଧିକର,   ୨. ସନ୍ଥକବି ଭୀମ ଭୋଇଙ୍କ କୃତି - ସ୍ତୁତି ଚିନ୍ତାମଣି - ଶତ ସ୍ଫୁରଣ, ୩. ସାଂପ୍ରତିକ ଶିକ୍ଷା ବ୍ୟବସ୍ଥାରେ  ଅଭିଭାବକତ୍ଵ ୪. ସୁବର୍ଣ୍ଣପୁର ରାଜ ଦରବାର ର  ସାରସ୍ଵତ ସୃଜନ, ମୁଦ୍ରଣ ଓ ମୂଲ୍ୟବୋଧ, ୫. ମହାନଦୀ ଜଳ ପ୍ରଦୂଷଣ ଓ ଆମ ଜୀବନ ଜୀବିକା ସହିତ  ବହୁଭାଷୀ କବିତା ଆସର ଆୟୋଜନ କରିବା ପାଇଁ କାର୍ଯ୍ୟକ୍ରମ ନିର୍ଧାରଣ କରାଯାଇଥିବା ବିଷୟରେ   ଅବଗତ କରାଇଥିଲେ। ଏହି ଆଲୋଚନା ଚକ୍ରରେ ରାଜ୍ୟ ସ୍ତରୀୟ ଓ ଜାତୀୟ ସ୍ତରୀୟ କଥାକାର ଓ ଆଲୋଚକ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିବା ଅବଗତ କରାଇ ।ଏହି ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ରେ ସୁବର୍ଣ୍ଣପୁର ଜିଲ୍ଲା ବହୁ ବୁଦ୍ଧିଜୀବୀ,ସାହିତ୍ୟ ପ୍ରେମୀ ଜନସାଧାରଣ, ସାହିତ୍ୟିକ,ଶିକ୍ଷକ, ଶିକ୍ଷୟତ୍ରୀ,ଲେଖକ, କବି, କବୟିତ୍ରୀ, ପାଠକ, ଛାତ୍ର ଛାତ୍ରୀ ଯୋଗଦାନ କରି ସେମାନଙ୍କ ଆବଶ୍ୟକ ଓ ଉପାଦେୟ ପୁସ୍ତକ କ୍ରୟ କରିବାର ସୁଯୋଗ ଓ ଲାଭ ପାଇବା ସଙ୍ଗେ ସଙ୍ଗେ ସାରସ୍ଵତ  ଉତ୍ସବ ତଥା ଆଲୋଚନା ଚକ୍ର ଓ ବହୁଭାଷୀ କବିତା ଆସର କୁ ଉପଭୋଗ କରିପାରିବେ। 

ଏହି ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ, ଅଧ୍ୟକ୍ଷ ତଥା ଜିଲ୍ଲାପାଳ, ସୁବର୍ଣ୍ଣପୁର ସାମ୍ବାଦିକ ସମ୍ମିଳନୀରେ କହିଲେ ଯେ ଏହି ମହାନ୍ ଐତିହ୍ୟ,କଳା ଓ ସାହିତ୍ୟର ମାଟି ଆୟୋଜିତ ହେବାକୁ ଯାଉଥିବା ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ସମସ୍ତଙ୍କ ସହଯୋଗ ରେ ନିଶ୍ଚିତ ଭାବରେ ଓ ସଫଳ ଭାବରେ ଆୟୋଜିତ କରାଯିବ ଓ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି ମହତ୍ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର ଜିଲ୍ଲା ର କଳା, ସାହିତ୍ୟ ଓ ସଂସ୍କୃତି ଆହୁରି ରୁଦ୍ଧିମନ୍ତ କରିବା ସହିତ କଳା ଓ ସାହିତ୍ୟ ବିକାଶ ପାଇଁ  ଆଗାମୀ ପିଢ଼ିଙ୍କ ନିମନ୍ତେ ନିଶ୍ଚିତ ପ୍ରେରଣା ଯୋଗାଇବ। 

ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ସମସ୍ତ ସମ୍ବାଦ ପତ୍ର ଗୁଡ଼ିକର ସାମ୍ବାଦିକ  ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ବିଗତ ଦିନରେ ଏହି ଇଙ୍କଫେଷ୍ଟ ର ପ୍ରଚାର ଓ ପ୍ରସାର ପାଇଁ ସହଯୋଗ କରି ଆସୁଛନ୍ତ, ତେଣୁ ସେମାନଙ୍କ ଏତାଦୃଶ କାର୍ଯ୍ୟକୁ ପ୍ରଶଂସା ଇଙ୍କ ଫେଷ୍ଟ ଓ ଜିଲ୍ଲା ପ୍ରଶାସନ  କରାଯାଇଥିଲା । ଚଳିତ ସପ୍ତମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ବା ଉତ୍ସବ - ଇଙ୍କଫେଷ୍ଟ - ୨୦୨୬ ର ପ୍ରଚାର ଓ ପ୍ରସାର କରିବା ପାଇଁ ଉପସ୍ଥିତ ସମସ୍ତ ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ଅନୁରୋଧ କରାଯାଇଥିଲା।  ଏହି ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଜିଲ୍ଲାର ଶ୍ରୀ ଗୋବିନ୍ଦ ମହାରଣାଙ୍କ ଜି ଅନେକ ବୁଦ୍ଧିଜୀବୀ, ନାଟ୍ୟଶ୍ରୀ ଗଦାଧର ବାରିକ, ଶ୍ରୀ ବେଣୁଧର ପଧାନ,ଈଙ୍କଫେଷ୍ଟ ଅନ୍ୟ ସଦସ୍ୟ ବୃନ୍ଦ, ଶ୍ରୀ ସୌରଭ ରଞ୍ଜନ ଖମାରୀ ଙ୍କ ସମେତ ମହାନଦୀ ସାହିତ୍ୟ ସାଂସଦ ର ସଦସ୍ୟବୃନ୍ଦ  ଓ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୋନପୁର, ସୁଶ୍ରୀ ପ୍ରୀତି ସୁନାଙ୍କ ସମେତ ସମ୍ବାଦପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026

You Might Also Like