-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିର ପୂର୍ବତନ ସରପଂଚ ଭାଗିରଥୀ ବିଶ୍ୱାଳଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକ

13-Feb-2026



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): ଡୁଙ୍ଗୁରିପାଲିର ପୂର୍ବତନ ସରପଞ୍ଚ ଭାଗିରଥୀ ବିଶ୍ଵାଳ(୬୫)ଙ୍କ ପରଲୋକ ହୋଇ ଯାଇଛି । କିଛି ଦିନ ହେବ ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ସେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଥିଲେ । ଆଜି ଚିକିତ୍ସାଧୁନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଆଜି ମଧ୍ୟାହ୍ନରେ ତାଙ୍କର ମରଶରୀର ଡୁଙ୍ଗୁରିପାଲି ରେ ପହଂଚି ଥିଲା ।ପରିବାପରେ ଶୋକାକୁଳ ପରିବେଶ ଦେଖା ଦେଇଥିଲା । ମୃତ୍ୟୁଶଯ୍ୟା ନିକଟରେ ପତ୍ନୀ ସଦାନୟା, ପୁଅ ରବିନ୍ଦ୍ର, ବିଦ୍ୟାନ, କ୍ଷିରୋଦ୍ର , ଝିଅ ପ୍ରୟଙ୍କା, ଜୁଆଇଁ ନିହାର ଏବଂ ବଡଭାଇ ମକରଧ୍ଵଳ, ଚକ୍ରଧ୍ଵଜ, ଗରୁଡଧ୍ୱଜ, ସାନଭାଇ ଦାଶରଥ . ଘରଣୀମାନଙ୍କ ମଧ୍ୟରେ ଦିବସାନ, ଉପାସୀ, ପାର୍ବତୀ, ପୁତୁରା ଧର୍ମେନ୍ଦ୍ର, ବିରେନ୍ଦ୍ର,ଆର୍ଚତ୍ରାଣ, ଭକ୍ତରଚଣ, ଆର୍ଯ୍ଯନ ଉପସ୍ଥିତ ଥିଲେ । ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ବ୍ଲକ ଉପାଧ୍ୟକ୍ଷ ତଥା ପୂର୍ବତନ ଅଧ୍ୟକ୍ଷ ମକରଧ୍ଵଜ ସାହୁ, ଡୁଙ୍ଗୁରିପାଲି ସରଫଳ ଚିତ୍ତରଞ୍ଜନ ମିଶ୍ର, ପୂର୍ବତନ ସୋନପୁର ଜିଲ୍ଲା ପରିଷଦ ଅଧ୍ଯକ୍ଷ ହିମାଂଶୁ ଶେଖର ବିଶ୍ଵାଳ, କାନ୍ଧରପ ସାହୁ, ଗାନ୍ଧୀ ସାହୁ, ଗୋପାଳ ବାରିକ, ଅଶୋକ ଶତପଥି, ପବିତ୍ର ମୋହନ ପାଣ୍ଡିଆ, ବଦ୍ରିନାରାୟଣ ପାଣ୍ଡିଆ, ସରୋଜ ମେହେର, ମଧୁ ପଧାନ, ନାରାୟଣ ବିଶ୍ଵାଳ, ଆଶିଷ ପଣ୍ଡା, ରୋହିତ , ଆନନ୍ଦ ପ୍ରଧାନ, ବୃନ୍ଦାବନ ପଧାନ, ଦେବରାଜ ଜେନା ପ୍ରମୁଖ ଶବାଧାରରେ ସାମିଲ ଥିଲେ ।ସ୍ୱର୍ଗତ ଭାଗିରଥୀ ବିଭାନ ୨୦୦୨ ମସିହାରେ ଡୁଙ୍ଗୁରିପାଲି ପଂଚାୟତର ସରପଂଚ ଥିବା ବେଳେ ଅନେକ ଉଲ୍ଲେଖନୀୟ କାମ କରିଯାଇଛନ୍ତି । ବଡ଼ପୁଅ ରବିନ୍ଦ୍ର ର ଶ୍ମଶାନରେ ମୁଖାଗ୍ନି ଦେଥିଲେ । ଅଂଚନର ବହୁ ଲୋକ ଶେଷ ଦର୍ଶନ କରିଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ କରା ଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026
  ଜିଲ୍ଲା  
ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ   26-Aug-2026
  ଜିଲ୍ଲା  
*ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   26-Aug-2026

You Might Also Like