-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ଗୋର୍ଲା ସରକାରୀ ଆଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ୨୦୨୫-୨୬: ଉଲ୍ଲାସ ଓ ପ୍ରତିଭାର ମହାସମାରୋହ l

13-Feb-2026



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଅନ୍ତର୍ଗତ ଗୋର୍ଲା ସରକାରୀ ଆଶ୍ରମ ବିଦ୍ୟାଳୟ ପରିସରରେ ଅଭୂତପୂର୍ବ ଉଲ୍ଲାସ ଓ ଉତ୍ସାହରେ ଭରି ଉଠିଥିଲା  ୨୦୨୫-୨୬ ଶିକ୍ଷାବର୍ଷର ବାର୍ଷିକ ଉତ୍ସବ ମହାଆଡ଼ମ୍ବର ସହିତ ପାଳନ କରାଯାଇଥିଲା। ଏହି ଉତ୍ସବ କେବଳ ଏକ ସାଧାରଣ କାର୍ଯ୍ୟକ୍ରମ ନ ଥିଲା, ବରଂ ଛାତ୍ରଛାତ୍ରୀଙ୍କ ପ୍ରତିଭା, ଶିକ୍ଷକମାନଙ୍କ ନିଷ୍ଠା ଏବଂ ସମଗ୍ର ସମାଜର ସହଯୋଗର ଏକ ସୁନ୍ଦର ପ୍ରତୀକ ହୋଇ ପଡ଼ିଥିଲା।ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ବିପିନ ବିହାରୀ ନାଏକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ମୁଖ୍ୟ ଅତିଥି ଭାବରେ  ନୂଆପଡା ଜିଲ୍ଲା  ଅତିରିକ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ  ଶ୍ରୀଯୁକ୍ତ ସଞ୍ଜୟ ଭୋଇ, ମୁଖ୍ୟ ବକ୍ତା ଭାବରେ କଳାହାଣ୍ଡି ଜିଲ୍ଲା ଶିକ୍ଷା ନିରୀକ୍ଷକ  ଶ୍ରୀଯୁକ୍ତ  ଉଦୟସିଂ ମାଝୀ,ବିଶିଷ୍ଟ ଅତିଥିଭାବରେ  ସିନାପାଲି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀଯୁକ୍ତ ସୁନୀଲ କୁମାର ସାମଲ ,ସମ୍ମାନିତ ଅତିଥି ଭାବରେ ଗୋର୍ଲା ସରପଞ୍ଚ ଶ୍ରୀମତୀ  ଦମୟନ୍ତୀ ଦଣ୍ଡସେନା,  ଖଇର ପଦର ଆଶ୍ରମ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଗଙ୍ଗାରାମ ବାଗ, ପତିଆଳପଡା କ୍ଲଷ୍ଟର ସିଆରସିସି ଶ୍ରୀଯୁକ୍ତ ଖଗେଶ୍ୱର ବାଗ,  ଖିପ୍ରିମାଲ ଉ :ପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶୋଭାରାମ ଜଗତ, ଟିମନପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପୁସ୍ତମ ନାଏକ,  ଗୋର୍ଲା ପଂଚାୟତ କାର୍ଯ୍ୟନିର୍ବାହ ଅଧିକାରୀ  ଶ୍ରୀଯୁକ୍ତ  ଚଳାନ  ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଯୋଗୀନ୍ଦ୍ର ନାଗ ମଞ୍ଚାସୀନ ଥିଲେ।  ଶ୍ରୀଯୁକ୍ତ  ମିନିକେତନ ହଂସ  ମଞ୍ଚପରିଚାଳନା କରିଥିଲେ ।
ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଯୋଗେ ସମଗ୍ର ପରିସରକୁ ଉତ୍ସାହରେ ଭରି ଦେଇଥିଲେ। ନୃତ୍ୟ, ଗୀତ, ନାଟକ, ବକ୍ତୃତା ଓ ବିଭିନ୍ନ ପ୍ରତିଯୋଗିତାରେ ସେମାନଙ୍କର ଅନନ୍ୟ ପ୍ରତିଭା ଦର୍ଶକମାନଙ୍କୁ ମୁଗ୍ଧ କରିଦେଇଥିଲା। ଦର୍ଶକମାନେ ଝୁମି ଉଠିଥିଲେ ଏବଂ ପ୍ରତ୍ୟେକ ପ୍ରଦର୍ଶନ ପରେ ତାଳିର ଗୁଞ୍ଜନରେ ପରିବେଶ ଉଲ୍ଲାସ ମୟ ହୋଇଥିଲା।
ଉତ୍ସବର ଶେଷ ଭାଗରେ କ୍ରୀଡ଼ା, ଗୀତ, ବକ୍ତୃତା ତଥା ବିଭିନ୍ନ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ଅକ୍ଳାନ୍ତ ପରିଶ୍ରମ କରିଥିଲେ। ଶେଷରେ  ଆଶ୍ରମ ବିଦ୍ୟାଳୟ ର  ସହ ଶିକ୍ଷକ ଶ୍ରୀଯୁକ୍ତ ଲଷ୍ମୀକାନ୍ତ ମାଝୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇ କାର୍ଯ୍ୟକ୍ରମକୁ ସମାପ୍ତ କରିଥିଲେ।
ଏହି ବାର୍ଷିକ ଉତ୍ସବ ଗୋର୍ଲା ସରକାରୀ ଆଶ୍ରମ ବିଦ୍ୟାଳୟର ଏକ ନୂତନ ଅଧ୍ୟାୟର ସମାରୋହ ଭାବରେ ଚିହ୍ନିତ ହୋଇଛି। ଏହା ପ୍ରମାଣ କରିଛି ଯେ ଗ୍ରାମାଞ୍ଚଳର ଏହି ସରଳ ବିଦ୍ୟାଳୟ ମଧ୍ୟ ଅନ୍ୟାନ୍ୟ ବିଦ୍ୟାଳୟଙ୍କ ପରି ପ୍ରତିଭା ଓ ଉତ୍ସାହରେ ପରିପୂର୍ଣ୍ଣ। ଏହି ଉତ୍ସବ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ପ୍ରେରଣାସ୍ରୋତ ହୋଇ ରହିବ ଏବଂ ସମଗ୍ର ସମାଜକୁ ଶିକ୍ଷା ଓ ସଂସ୍କୃତିର ମହତ୍ତ୍ୱ ବୁଝାଇବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like