-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ଓବିସି ମଞ୍ଚ ଓଡ଼ିଶାର ସାମ୍ବାଦିକ ସମ୍ମିଳନୀ♦️ ୟୁଜିସି ଆଇନ ୨୦୨୬ କୁ ତୁରନ୍ତ ଲାଗୁ କରାଯାଉ

13-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ରାଜ୍ୟ ଓବିସି ମଞ୍ଚ ଓଡ଼ିଶାର ଏକ ସାମ୍ବାଦିକ ସମ୍ମିଳନୀ ରାଜ୍ୟ ସଭାପତି ଶଙ୍କର ପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସାମ୍ବାଦିକ ଭବନ ବଲାଙ୍ଗୀର ଠାରେ ଅନୁଷ୍ଠିତ ହୋଇଯାଇଅଛି। ୟୁଜିସି ଆଇନ ୨୦୨୬କୁ ସମର୍ଥନ ଜଣାଇ ଏସ୍ ସି ଏସ୍ ଟି ଓ ଓବିସି ବର୍ଗର ଛାତ୍ରଛାତ୍ରୀ ଓ ଅଭିଭାବକମାନେ ସାରାଦେଶରେ ଆନ୍ଦୋଳନରତ। ୟୁଜିସି ଆଇନ ୨୦୨୬କୁ ସମର୍ଥନ ଜଣାଇବାକୁ ଆଜିର ସାମ୍ବାଦିକ ସମ୍ମିଳନୀ ର ଉଦ୍ଦେଶ୍ୟ ବୋଲି ଶ୍ରୀ ପାତ୍ର ତାଙ୍କ ବକ୍ତବ୍ୟରେ ପ୍ରଦାନ କରିଥିଲେ । ସେ ମଧ୍ୟ କହିଥିଲେ ଯେ, ଗତ ଜାନୁଆରୀ ୨୦୧୬ ରେ ବହୂଚର୍ଚ୍ଚିତ ହାଇଦ୍ରାବାଦ ବିଶ୍ଵବିଦ୍ୟାଳୟ କେମ୍ପସ ରେ ପିଏଚଡି କରୁଥିବା ମେଧାବୀ ଛାତ୍ର ରୋହିତ ଭେମୁଲାଙ୍କ ଜାତି ଭେଦାଭାବ ଜନିତ ଆତ୍ମହତ୍ୟା ଏବଂ ୨୨ ସେ ୨୦୧୯ ଦିନ ପାୟଲ ତଡବୀ ନାମକ ମେଡିକାଲ ଛାତ୍ରୀ ପ୍ରତି ଜାତିଗତ ଭେଦଭାବ ଯୋଗୁଁ ମୁମ୍ବାଇରେ ଆତ୍ମହତ୍ୟା, ଏସବୁକୁ ନଜରରେ ରଖି ୧୩ ଜାନୁଆରୀ ୨୦୨୬ ରେ ମାନ୍ୟବର ସୁପ୍ରିମକୋର୍ଟ ୟୁଜିସି ଆଇନ ୨୦୨୬ ଲାଗୁ କରିଥିଲେ, ଏଣୁ ଗଣମାଧ୍ୟମ ଜରିଆରେ ଏହି ୟୁଜିସି ଆଇନ ୨୦୨୬କୁ ତୁରନ୍ତ ଲାଗୁ କରିବା ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟକୁ ଅନୁରୋଧ କରୁ ବୋଲି ରାଜ୍ୟ କୋଷାଧ୍ୟକ୍ଷ ପ୍ରଦେଶୀ ବିଶ୍ଵାଲ ତାଙ୍କର ବିବୃତି ରଖି ଥିଲେ।ଗତ ୨୨ ଜାନୁଆରୀ ୨୦୨୬ରେ କେନ୍ଦ୍ର ଗୃହ ମନ୍ତ୍ରାଳୟର ଗେଜେଟ ନୋଟିସ ୨୦୨୭ ଫର୍ଦ୍ଦ ରେ ଓବିସି ବର୍ଗର ଜନଗଣନା ପାଇଁ କୌଣସି କଲମ ନାହିଁ, ଏବଂ ଦେଶର ୫୨% ଓବିସି ଙ୍କୁ କୌଣସି ପ୍ରକାର ସାମ୍ବିଧାନିକ ହକ ଏବଂ ଅଧିକାର ଦେବାପାଇଁ ସରକାର ଚାହୁଁନାହାଁନ୍ତି କି ବୋଲି ରାଜ୍ୟ ସଭାପତି ଶଙ୍କର ପାତ୍ର କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଯଦି ଓବିସି ଙ୍କ ପ୍ରତି ଭେଦାଭାବ ରଖି ଟାଳଟୁଳ ନୀତି ଅବଲମ୍ବନ କଲେ ଦେଶରେ ଗଣବିକ୍ଷୋଭ ହେବ, ଏଥିପାଇଁ ସରକାର ଏବଂ ସୁପ୍ରିମକୋର୍ଟ ଉତ୍ତରଦାୟୀ ରହିବେ ବୋଲି ଏହି ସାମ୍ବାଦିକ ସମ୍ମିଳନୀରେ ମତବ୍ୟକ୍ତ ରଖିଛନ୍ତି ଓବିସି ମଞ୍ଚର ସଂଯୋଜକ ସରୋଜ କୁମାର ମେଶ୍ଵା। ଏଥିରେ ଓବିସି ମଞ୍ଚ ବଲାଙ୍ଗିରର ଉପସଭାପତି କିଶୋର ଚନ୍ଦ୍ର ସାଏ, ଇଂ.ବେଲାର ସିଂ ଭୋଇ, ମଧୁସୂଦନ ଖେତୀ, ଦୟାନିଧି ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ବିଶ୍ବାଳ, ଶଙ୍କର୍ଷଣ ପ୍ରଧାନ, ବରିଷ୍ଠ ଆଇନଜୀବୀ ଉମାକାନ୍ତ ସାହୁ, ସୁବାସିନୀ ସାହୁ, ରଶ୍ମି ଜୁଏଡ, ଏମ୍ ବି ଏମ୍  ବଲାଙ୍ଗୀର ଉପସଭାପତି,ତରଣୀ ସେନ ଦୀପ, ବରିଷ୍ଠ ଆଇନଜୀବୀ ଦିନେଶ କୁମାର ନାଗ, ଚାଷୀ ନେତା ଜତି ପ୍ରଧାନ, ପ୍ରକାଶ ହରିପାଳ ଲଲିତ କୁମାର ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like