-+91-9937148622 |

prerana_bgr@rediffmail.com |

  Wednesday 26th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||      ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ    (25-Aug-2026)       ||      *ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   (25-Aug-2026)       ||      ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   (25-Aug-2026)       ||      ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ    (25-Aug-2026)       ||      ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   (25-Aug-2026)       ||      ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   (25-Aug-2026)       ||      ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||     

HOME   ଜିଲ୍ଲା

ଗାଡି,ନିର୍ବାପନ ସାମଗ୍ରୀ ସହିତ ପ୍ରତ୍ୟେକ ରେଞ୍ଜରେ ରହିବେ ୧୦ଜଣିଆ ସ୍ୱତନ୍ତ୍ର ସ୍କ୍ୱାର୍ଡ

13-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ପ୍ରତିବର୍ଷ ଶହଶହ ହେକ୍ଟର ଜଙ୍ଗଲ ବନାଗ୍ନୀରେ କ୍ଷତିଗ୍ରସ୍ତ ହେଉଛି। ହଜାର ହଜାର ଜୀବଜନ୍ତୁ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ତେଣୁ ବନାଗ୍ନୀକୁ ପ୍ରତିରୋଧ କରିବାକୁ ଚଳିତବର୍ଷ ବନବିଭାଗ ବ୍ୟାପକ ବ୍ୟବସ୍ଥା କରିଥିବା ଆଜି ଡିଏଫଓଙ୍କ କାର୍ଯ୍ୟାଳୟର ସଭାକକ୍ଷରେ ବନବିଭାଗ ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି। ବନାଗ୍ନୀ ପ୍ରତିରୋଧ ପାଇଁ ପ୍ରତେକ ରେଞ୍ଜରେ ଏକ ଗାଡି, ନିର୍ବାପନଯନ୍ତ୍ର ସହିତ ୧୦ ଜଣିଆ ଟିମ୍ ସବୁବେଳେ ସଜାଗ 

ରହିବେ। ଏହା ସହିତ ପ୍ରତ୍ୟେକ ରେଞ୍ଜରେ ଏକ ୨୪ ଘଣ୍ଟିଆ କମସେଣ୍ଟର ମଧ୍ୟ ରହିବ ଓ ଲୋକଙ୍କଠାରୁ ଅଭିଯୋଗ ନିଆଯିବ । ପ୍ରତିବର୍ଷ ଭଳି ଗତ ୨୦୨୧ ମସିହାରୁ ୨୦୨୫ ମସିହା ପର୍ଯ୍ୟନ୍ତ କରାଯାଇଥିବା ବନୀକରଣ ସ୍ଥଳି ଚାରିକଡେ ଫାୟାରଲାଇନ କଟାଯାଇଛି। ବିଭିନ୍ନ ରିଜର୍ଭ,ଗ୍ରାମ୍ୟଜଙ୍ଗଲରେ ମଧ୍ୟ ବନାଗ୍ନୀରୁ ରକ୍ଷାପାଇଁ ଫାୟାରଲାଇନ କଟାଯାଇଥିବା ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଛି।

ଏହା ସହିତ ବନବିଭାଗ ଓ କେନ୍ଦୁପତ୍ର ବିଭାଗ ମଧ୍ୟରେ ଆଲୋଚନା କରାଯାଇ ଯେଭଳି ଗୁଚ୍ଛାକଟା ସମୟରେ କେହି ନିଆଁ ନଲଗାଇବେ ସେଥିପାଇଁ ଯତ୍ନବାନ ହେବାକୁ କୁହା ଯାଇଛି। ଜନସାଧାରଣ ସଚେତନ ରହି ବନସମ୍ପଦକୁ ସୁରକ୍ଷା କରିବାକୁ ବନବିଭାଗ ସହିତ ସହ ଯୋଗ କରିବାକୁ ବଲାଙ୍ଗୀର ବନଖଣ୍ଡ ଅଧିକାରୀ ଅଜିତ ବିଶି ଗଣମାଧ୍ୟମ ଜରିଆରେ ଅନୁରୋଧ ଜଣାଇଛନ୍ତି। ଆଜିର ଏହି ସାମ୍ବାଦିକ ସମ୍ବିଳନୀରେ ଡିଏଫଓ ଶ୍ରୀ ବିଶିଙ୍କ ସହିତ ଏସିଏଫ ମାନସରଂଜନ ବେହେରା, ମୁରାରୀପ୍ରସାଦ ପଣ୍ଡା, ବଲାଙ୍ଗୀର ରେଞ୍ଜ ଅଫିସର ନବୀନ କୁମାର ପଣ୍ଡା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   25-Aug-2026
  ଜିଲ୍ଲା  
ନୂତନ କ୍ୟାଡରରେ ବଲାଙ୍ଗିରର ପ୍ରଥମ ଏଲ-ୱାନ ପଦୋନ୍ନତି କୁ ସ୍ୱାଗତ କଲା ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ସଂଘ   25-Aug-2026
  ଜିଲ୍ଲା  
*ସୋନପୁର ଠାରେ ଜିଲ୍ଲା ସ୍ତରୀୟ ବ୍ୟାଙ୍କ ପରାମର୍ଶ ଦାତା ସମିତି ବୈଠକ*-   25-Aug-2026
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର   25-Aug-2026
  ଜିଲ୍ଲା  
ପଣ୍ଡାମୁଣ୍ଡା ଗାଁ ରେ ନକଲି ସାର ବେପାରୀ ଙ୍କ ପ୍ରାଦୁର୍ଭାବ♦️ ବ୍ଲକ କୃଷି ଅଧିକାରୀ ନିଦାବିଷ୍ଣୁ   25-Aug-2026
  ଜିଲ୍ଲା  
ବରପାଲି ଫାର୍ମାସ୍ୟୁଟିକାଲ କଲେଜରେ ଗୁରୁ ଭଗବାନ ସାହୁ ଜ୍ଞାନ ସାଗର ଉଦଘାଟିତ   25-Aug-2026
ପ୍ରଧାନମନ୍ତ୍ରୀ ଗରୀବ କଲ୍ୟାଣ ଯୋଜନା ଓ ମୂଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଚାଉଳ ବଣ୍ଟନ ପ୍ରକ୍ରିୟା ଅନିଅମିତତା   25-Aug-2026
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026

You Might Also Like