-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||     

HOME   ଜିଲ୍ଲା

ସୂରଜମଲ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକୋତ୍ସବ ପାଳିତ♦️ "ଶିକ୍ଷା ସମାଜକୁ ପ୍ରଶାନ୍ତି,ପ୍ରସିଦ୍ଧି ଓ ପ୍ରଗତି ପ୍ରଦାନ କରେ।"

13-Feb-2026



ବଲାଙ୍ଗୀର (ପ୍ରେରଣା ଖବର) ସାଉନ୍ତପୁରସ୍ଥିତ ସୂରଜମଲ ହାଇସ୍କୁଲ୍‌ର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ପ୍ରଧାନ ଶିକ୍ଷକ ବିନୋଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବ ରେ ସାଉଁନ୍ତପୁର ପଞ୍ଚାୟତ ର ସରପଞ୍ଚ  ଶ୍ରୀମତୀ ମାଧବୀଲତା ପଟେଲ ଓ ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ   ଶ୍ରୀଯୁକ୍ତ   ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ।
ବାଙ୍କବିହରୀ ଖମାରୀ,ମାୟାଧର ପାଧାନ,ବିଷ୍ଣୁ ଅଗ୍ରୱାଲ ସମ୍ମାନିତ  ଅତିଧି ଭାବରେ ଯୋଗଦାନ ଦେଇ ପିଲାମାନଙ୍କୁ ଅନୁପ୍ରାଣିତ କରି ଥିଲେ।   
 ଏହି ଅବସରରେ ରସନୀ ପ୍ରଧାନ ଓ ପପୁ ବାଘ୍ ଙ୍କୁ ଶ୍ରେଷ୍ଠ ଖେଳାଳୀ , ନନ୍ଦିତା ତ୍ରିପାଠୀ କୁ ବେଷ୍ଟ ଷ୍ଟୁଡେଣ୍ଟ୍, ନିହାରିକା ପଧାନଙ୍କୁ ଶ୍ରେଷ୍ଠ ସ୍ବେଚ୍ଛସେବୀ  ଓ ସହକାରୀ ଶିକ୍ଷୟିତ୍ରୀ  ଅଭିନୀତ ପଟ୍ଟନାୟକ ନିର୍ଦ୍ଦେଶିତ ବାଲ୍ୟ ବିବାହ ନିବାରଣ ଉପରେ ଥିବା ଡ୍ରାମା କୁ ଶ୍ରେଷ୍ଠ ସାଂସ୍କୃତିକ ଦଳ ଭାବରେ ପୁରସ୍କୃତ କରାଯାଇଥିଲା| ମହେଶ ମିଶ୍ର ମଞ୍ଚ ପରିଚାଳନା, ଆଶୁତୋଷ ପ୍ର ବାର୍ଷିକ ବିବରଣୀ ପାଠ ଓ ପ୍ରଦୀପ୍ତ ଦାସ ଧନ୍ୟବାଦ ଦେଇଥିଲେ ଓ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମୋନିକା ପଧାନ, ଦତ୍ତତ୍ତ୍ରେୟା ବୋହିଦାର, ପ୍ରତିଭା ପାଣିଗ୍ରାହୀ, ସୁଶାନ୍ତ ନାଗ, ହରିବନ୍ଧୁ ନାୟକ, ଶ୍ରିଲିକା ବେହୁରା, ପ୍ରିୟମ୍ବଦା ହରିପାଲ ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026

You Might Also Like