-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଡିଗ୍ରୀ କଲେଜରେ ବାର୍ଷିକ ଉତ୍ସବ ପାଳିତ

14-Feb-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜ ଗରୁଡ଼ କ୍ୟାମ୍ପସ ଠାରେ ଶୁକ୍ରବାର ସିଦ୍ଧାର୍ଥ ବାର୍ଷିକ ଉତ୍ସବ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ତରେ ଅନୁଷ୍ଟିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ବୀରମହାରାଜପୁର ବିଧାୟକ ଇଂଜିନିୟର ରଘୁନାଥ ଜଗଦଲା ଯୋଗଦେଇ କଲେଜର ଉନ୍ନତି ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ।ମୁଖ୍ୟ ବକ୍ତା ଭାବେ ବ୍ୟଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ,ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ରଜିଷ୍ଟାର ହର ପ୍ରସାଦ ଭୋଇ,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ ପ୍ରମୁଖ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ କଲେଜ ତରଫରୁ ଆୟୋଜିତ ହୋଇଥିବା ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣରେ କୃତିତ୍ତ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନପତ୍ର ଦେଇ ସମ୍ମାନିତ କରିଥିଲେ।ପ୍ରାରମ୍ଭରେ ଅଧ୍ୟାପିକା ଜାନକୀ ସାମନି ଓ ଭାରତୀ ବାବୁଙ୍କ ନେତୃତ୍ୱରେ ଛାତ୍ରୀ ମାନେ ଆବାହନୀ ସଙ୍ଗୀତ ପରିବେଷଣ କରିଥିଲେ । ଉତ୍ସବର ସଭାକୁ  ଅଧ୍ୟାପକ ବିଶ୍ଵନାଥ ମିଶ୍ର ସଂଯୋଜନା ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଇତିହାସ ବିଭାଗ ବରିଷ୍ଟ ଅଧ୍ୟାପକ ଗୋପାଳ କୃଷ୍ଣ ଦାସ ବାର୍ଷିକ ବିବରଣୀ ପଠନ କରିଥିଲେ ।ଶେଷରେ ଅଧ୍ୟାପିକା ପ୍ରମିତା କୁମାରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ଉତ୍ସବ ପରିଚାଳନାରେ କଲେଜର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026

You Might Also Like