-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

ନିଆଁକୁ ଦୂରେଇ ଜଙ୍ଗଲର ସୁରକ୍ଷାକୁ ଆପଣେଇବା

14-Feb-2026



ନୂଆପଡ଼ା - (ରାମନାଥ ପଣ୍ଡା) ବୋଡେନ ବ୍ଲକ  ବନ ବିଭାଗ ପକ୍ଷରୁ ପାତାଲଗଙ୍ଗା ରାଧାକୃଷ୍ଣ ମନ୍ଦିର ଠାରେ  ବନାଞ୍ଚଳସ୍ତରୀୟ ଜଙ୍ଗଲ ନିଆଁ ସଚେତନତା  ଶିବିର ଅନୁଷ୍ଠିତ ହୋଇଥିଲା । ଖରୀଆର ରେଞ୍ଜର ସୀତା ରାମ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ, ନୂଆପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ମୁଖ୍ଯ ଅତିଥି, ସ୍ନାତକ ମହାବିଦ୍ୟାଳୟ କାର୍ଯ୍ଯକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ ମୁଖ୍ଯ ବକ୍ତା ଓ ସମ୍ମାନିତ ଅତିଥି ରୂପେ ବିଧାୟକ ପ୍ରତିନିଧି ଯୋଗେନ୍ଦ୍ର ନାଥ ମାଝୀ, ପୂର୍ବତନ ଜିଲ୍ଲା ପରିଷଦ ଶ୍ରୀ କାନ୍ତ ମାଝୀ,ୟାର ଅନୁଷ୍ଠାନ ସମ୍ପାଦକ ହରିଦାସ ପଟେଲ,ପ୍ରାଧ୍ୟାପକ ଗୟାଧର ମହାନ୍ତି, ପୂର୍ବତନ ବ୍ଳକ ଅଧ୍ୟକ୍ଷ କୃଷ୍ଣ  ସିଂ  ମାଝୀ, ପୂର୍ବତନ ସରପଞ୍ଚ ରାଜୁ ହେର୍ଣ୍ଣା ପ୍ରମୁଖ ମଞ୍ଚାସୀନ ଥିଲେ ।  ଏ ଯେ ୱାଇ ଟିମ୍ ଲିଡର ସୌମ୍ୟରଞ୍ଜନ ଯୋଷୀ ମଞ୍ଚ ପରିଚାଳନା କରିଥିଲେ । ବିଜୁ ପଟ୍ଟନାୟକ ଡିଗ୍ରି କଲେଜ ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ ।କାର୍ଯ୍ୟକ୍ରମରେ ଜଙ୍ଗଲରେ ନିଆଁ ନଲଗାଇବା ,ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା, ନିଆଁ ଲାଗିଥିବା ସ୍ଥାନକୁ କଞ୍ଚା ଡାଲପତ୍ର ସାହାଯ୍ୟରେ ଲିଭାଇବା ଆଦି ଉପରେ ସଚେତନ କରାଯାଇଥିଲା।  କାର୍ଯ୍ଯକ୍ରମରେ  ଭି ଏସ ଏସ ସଭାପତି ଓ ସଦସ୍ୟ,ସ୍ଥାନୀୟ ଭଦ୍ରବ୍ଯକ୍ତି, ମହିଲା,ଛାତ୍ର ଛାତ୍ରୀ ବିଭିନ୍ନ ଗ୍ରାମ ବାସୀ  ଉପସ୍ଥିତ ରହି ଥିଲେ ।ବୋଡେନ ଫରେଷ୍ଟର ଖଗେଶ୍ବର ମାଝୀ, ପାଟଦରା ଫରେଷ୍ଟର ଘନଶ୍ୟାମ ଶବର,ଫରେଷ୍ଟର ଶିବରାମ ପଟେଲ, ଫରେଷ୍ଟ ଗାର୍ଡ ତରୁଣ ତେଜୀ,ବିଜୁଲ ରାଉତରାୟ, ଦେବରାଜ ତାଣ୍ଡି, ଦିଗବିଜୟ ମାଝୀ, ରାକେଶ ଦଣ୍ଡସେନା, ଶରତ ସିଂ  ବାରିକ, ଅଜୟ ବନ୍ଦିଛୋର, ନନ୍ଦିନୀ ସୁନାନୀ ଫରେଷ୍ଟ ଗାର୍ଡ,ହେମନ୍ତ ଦୂର୍ଗା,ଚିନ୍ତା ମଣି  ଶବର ଓ ବିଭାଗୀୟ ଅଧିକାରୀ କର୍ମଚାରୀ  ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like