-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ଜିଲ୍ଲା

*ଆସନ୍ତା ୧୬ ଠାରୁ ସର୍ବଭାରତୀୟ ରାମଧୁନ କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ*-

14-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆସନ୍ତା ଫେବୃୟାରୀ ୧୬ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଗାନ୍ଧୀ ପଡିଆ ଠାରେ ସର୍ବଭାରତୀୟ ସ୍ତରରେ ୧୭ତମ ରାମଧୁନ କପ୍  ଫୁଟବଲ ମ୍ୟାଚ ଅନୁଷ୍ଠିତ ହେବ। ପ୍ରଥମଥର ପାଇଁ ଚଳିତ ବର୍ଷ ସୁଦୁର ନାଇଜେରିଆ ଓ ନେପାଳ ଭଳି ଦେଶର ଟିମ୍ ଏହି ଟୁର୍ଣ୍ଣାମେଣ୍ଟରେ ଭାଗନେଇଥିବା ଯୋଗୁଁ ଉଭୟ ଆୟୋଜକ ଓ ଦର୍ଶକ ମହଲରେ ବେଶ୍ ଉତ୍ସୁକତା ପ୍ରକାଶ ପାଇଛି। ନକ୍ ଆଉଟ୍ ପର୍ଯ୍ୟାୟରେ ଅନୁଷ୍ଠିତ ହେଉଥିବା ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ  କଲିକତା ଓ କନ୍ଧମାଳ ମଧ୍ୟରେ ଖେଳାଯିବାକୁ ଥିବାବେଳେ ଦ୍ଵିତୀୟ ମ୍ୟାଚ ବରଗଡ଼ ଓ ମଙ୍ଗଳା କ୍ଲବ କଟକ ମଧ୍ୟରେ ଅନୁଷ୍ଠିତ ହେବ। ଉଭୟ ଦିନର ବିଜୟୀ ଦଳ  ପ୍ରଥମ ସେମିଫାଇନାଲ ପର୍ଯ୍ୟାୟ କୁ ଉନ୍ନିତ ହେବେ। ସେହିପରି ପୁଲ ବିରେ  (କଲିକତା)ନାଇଜେରିଆ ଓ  ଜଗା ଇଉନାଇଟେଡ୍ ଭୂବନେଶ୍ଵର ମଧ୍ୟରେ ଓ ପରବର୍ତ୍ତୀ ଦିନରେ ଆୟୋଜକ ରାମଧୁନ କ୍ଲବ  ସୁବର୍ଣ୍ଣପୁର ଓ ଜେବିଏମ୍ ୟୁନାଇଟେଡ  ଏଫ୍‌ସି ନେପାଳ ମଧ୍ୟରେ ଅନୁଷ୍ଠିତ ହୋଇ ଉଭୟ ଦିନର ବିଜୟୀ ଦଳ ସେମିଫାଇନାଲ ମ୍ୟାଚ ଖେଳିବେ। ଏହି ଟୁର୍ଣ୍ଣାମେଣ୍ଟ ର  ଗ୍ରାଣ୍ଡ ଫାଇନାଲ ଖେଳ  ୨୨ତାରିଖରେ ଖେଳାଯିବା ନେଇ ଆଜି ଏକ  ସ୍ଥାନୀୟ ଗାନ୍ଧୀ ପଡିଆ ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ଆୟୋଜକ ମଣ୍ଡଳୀ। ପ୍ରଥମଥର ପାଇଁ ରାମଧୁନ କ୍ଲବ  ଓ ଜିଲ୍ଲା କ୍ରୀଡାସଂଘ ମିଳିତ ଭାବରେ ଏହି ରାମଧୁନ କପ୍ ୨୦୨୬  ଆୟୋଜକ ରହିଥିବା ହେତୁ ଚଳିତ ବର୍ଷ ଏହି ଟୁର୍ଣ୍ଣାମେଣ୍ଟ ଟି ଚିତ୍ତାକର୍ଷକ ରହିଥିବା ଜଣାପଡିଛି l ଆଜିର ଏହି ସାମ୍ୱାଦିକ ସମ୍ମିଳନୀରେ କ୍ରୀଡ଼ା ସଂଘ ଉପଦେଷ୍ଟା କଇରୁ ସ୍ବାଇଁ, ରମଧୁଁନ କ୍ଳବ୍ ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ, କ୍ରିଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ସତ୍ୟ ନାରାୟଣ ରାଓ, ସଂପାଦକ ପୀୟୂଷ କୁମାର ପଣ୍ଡା, ସଦସ୍ୟ ଗଣେଶ   ମେହେର, କ୍ରୀଡ଼ା ସଂଘ କାର୍ଯ୍ଯ କାରିଣୀ ସଦସ୍ୟ ଜିତେନ୍ଦ୍ର ସାହୁ, ରବି ଦେହୁରୀ, କମଳା ସାହୁ, ବୁବୁନ ନାଏକ, ଫୁଟବଲ ସଂପାଦକ ରାଜିବ ସାହୁ ପ୍ରମୁଖ ମଞ୍ଚ ରେ ଉପସ୍ଥିତ ରହି ସମସ୍ତ ଙ୍କ ଉଦ୍ୟମ ରେ ସହଯୋଗ ରେ ଏହି ଟୁର୍ଣ୍ଣl ମେଣ୍ଟ ଟି ସଫଳ କରି ପାରିବା ବୋଲି କହି ଏ ସୁନ୍ଦର ପଡ଼ିଆ ପାଇଁ ସମସ୍ତ କ୍ରୀଡ଼ା ଅନୁଷ୍ଠାନ ଓ ସହର ବାସୀ ଯତ୍ନବାନ ହେବାକୁ ଅନୁରୋଧ କରିଥିଲେ l ବିକାଶ ପଣ୍ଡା ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like