-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||     

HOME   ଜିଲ୍ଲା

*ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟରେ କ୍ରୀଡା ଉତ୍କର୍ଷ ଶିବିର ଉଦଯାପିତ*

14-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବ୍ଲକ୍ ଅନ୍ତର୍ଗତ ପି ଏମ୍ ଶ୍ରୀ କୁଶଳେଶ୍ୱର  ହାଇ ସ୍କୁଲ ଡୁଙ୍ଗୁରିପାଲି ରେ କ୍ରୀଡା ଉତ୍କର୍ଷ ଶିବିର ଉଦଯାପିତ ହୋଇ ଯାଇଅଛି। ପ୍ରଧାନ ଶିକ୍ଷକ ଶ୍ରୀ ପଦ୍ମନାଭ କର୍ଣ୍ଣ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ପ୍ରଶିକ୍ଷକ ଭାବରେ ସୁବର୍ଣ୍ଣପୁର ଜିଲ୍ଲା ର ଯୋଗ ଗୁରୁ ଶ୍ରୀ ମନୋଜ ପଣ୍ଡା ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ଯୋଗାସନ ର ଗୁରୁତ୍ୱ ଏବଂ ତାହା କିପରି ଆମ ଶରୀର ଉପରେ ପ୍ରଭାବିତ ହେଇଥାଏ ସେ ବିଷୟରେ ପରାମର୍ଶ ଦେଇ ଯୋଗାସନ ଓ ପ୍ରାଣାୟାମ ତାଲିମ ପ୍ରଦାନ କରିଥିଲେ l ସ୍କୁଲ ର ବରିଷ୍ଠ ଶିକ୍ଷକ ଶ୍ରୀ ବାବୁଲାଲ ସାହୁ ଓ ଶାରୀରିକ ଶିକ୍ଷକ ଶ୍ରୀ ଜୟ ନାରାୟଣ ମିଶ୍ର ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ସ୍କୁଲ ର ୨୫୦  ଜଣ ଛାତ୍ର ଛାତ୍ରୀଙ୍କୁ ଯୋଗାସନ ଓ ପ୍ରାଣାୟାମ ତାଲିମ ଦେଇଥିଲେ l ଶାରୀରିକ ଶିକ୍ଷକ  ଶ୍ରୀ ଚୌଧୁରୀ ବିଭାର ଅତିଥି ମାନଂକର ସ୍ୱାଗତ ଓ ପରିଚୟ ପ୍ରଦାନ ସହିତ ସଭା ସଂଯୋଜନା କରିଥିଲେ l ସ୍କୁଲର ଶିକ୍ଷକ ସଞ୍ଜୟ ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ l ସ୍କୁଲ ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ବୃନ୍ଦ ତଥା ଚକାନୟନ ମେହେର,ଏକାଦଶ ବର୍ଗେଇ, ନନ୍ଦିନୀ ମାହାଣା, ସ୍ନେହଲତା ଖେତୀ,ବସନ୍ତ ଭୁଇ,ଆଦିତ୍ୟ କିଶୋର୍ ପାଢ଼ୀ,ପୁଷ୍ପାଞ୍ଜଳି ନାୟକ,ନିହରିକା ମିଶ୍ର,ନର୍ମଦା ପାତ୍ର,ସଂଯୁକ୍ତା ଗାଇଗୌରିଆ ,ବାଳମୁକୁନ୍ଦ ସେଠି,ମାନସୀ ରାଣୀ,ସୁଚରିତା ସାହୁ,ଲିନକ୍ଷୀ ଦାସ,ଚମାର୍ ଵାଘ୍ ,ବିର କର୍ଣ୍ଣ ପ୍ରମୁଖ ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026

You Might Also Like