-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ରାଜ୍ୟ

କୁଳବୃଦ୍ଧ ମଧୁସୂଦନଙ୍କ ଆଜି ୮୭ତମ ଶ୍ରାଦ୍ଧ ବାର୍ଷିକ, ଚଳଚଞ୍ଚଳ ଜନ୍ମ ପୀଠ ସତ୍ୟଭମାପୁର

04-Feb-2021



ସାଲେପୁର, (ଦୀପକ କୁମାର  ଷଡଙ୍ଗୀ): ସ୍ଵତନ୍ତ୍ର  ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଆଜି ହେଉଛି ୮୭ ତମ ଶ୍ରାଦ୍ଧ ବାର୍ଷିକ। କଟକ ଜିଲ୍ଲା ସଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମପୁର ଗ୍ରାମରେ ୧୮୪୮ମସିହା ଏପ୍ରିଲ ୨୮ ତାରିଖରେ ମଧୁବାବୁ ଜନ୍ମ ଗ୍ରହଣ କରିଥିଲେ।ତାଙ୍କ ପିତାଙ୍କ ନାମ ଥିଲା ଚୌଧୁରୀ ରଘୁନାଥ ଦାସ ଓ ମାତାଙ୍କ ନାମ ପାର୍ବତୀ ଦେବୀ। ସେ ଖ୍ରୀଷ୍ଟ ଧର୍ମ ଗ୍ରହଣ କରିଥିଲେ। ମଧୁ ବାବୁଙ୍କ ପାଠପଢା ଗାଁ ଚାଟଶାଳୀରୁ ଆରମ୍ଭ ହୋଇଥିଲା।ତାପରେ କଲିକତା ବିଶ୍ୱବିଦ୍ୟାଳୟରେ ସେ ଉଚ୍ଚ ଶିକ୍ଷା ଲାଭ କରିଥିଲେ। ଓଡ଼ିଶାର ଲୋକ ମାନଙ୍କୁ ଖୁବ ଭଲ ପାଉଥିଲେ । ଓଡ଼ିଆ ଜାତି ଓ ଓଡ଼ିଆ ଭାଷାକୁ ସ୍ଵତନ୍ତ୍ର ମର୍ଯ୍ୟାଦା ପ୍ରଦାନ ନିମନ୍ତେ ତାଙ୍କର ଥିଲା ଅଦମ୍ୟ ପ୍ରଚେଷ୍ଟା । ମଧୁ ବାବୁ ଥିଲେ ପ୍ରଥମ ବାରିଷ୍ଟର ଓ ପ୍ରଥମ ବିଲତ ଯାତ୍ରୀ।ଓଡିଶାର ଲୋକ ମାନଙ୍କୁ ଉଚିତ ନ୍ୟାୟ ପ୍ରଦାନ କରିବାରେ ସତତ ଚେଷ୍ଟିତ ଥିଲେ। ଆଜି ବି ମନେପଡେ ତାଙ୍କର ହୃଦୟସ୍ପର୍ଶୀ କବିତା  ପଂକ୍ତି  'ଜାତିନନ୍ଦି ଘୋଷ ଚଳିବକି ଭାଇ ,ସ୍ୱାର୍ଥ କୁ ସାରଥୀ କଲେ ,ଚଳେ କିରେ  ଗାଡି ଦାନାର ତୋବଡା ଘୋଡା ମୁହେଁ ବନ୍ଧା ଥିଲେ' । ପ୍ରତିଟି ଓଡ଼ିଆ ପ୍ରାଣରେ ସ୍ପଦନ ସୃଷ୍ଟି କରିଥାଏ ଏହି କବିତା । ବହୁମଧୁ ପ୍ରେମି ସାହିତ୍ୟିକ ଓ  ସଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସମେତ ଶିକ୍ଷକ ଓ ଅଧ୍ୟାପକ, ବୁଦ୍ଧିଜୀବୀ ଆଜି ଜନ୍ମମାଟି ସତ୍ୟଭାମାପୁରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଆଜି ଜନ୍ମପୀଠରେ ମଧୁ ସ୍ମୃତି କମିଟି ପକ୍ଷରୁ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ବାସୁଦେବ ରାଉତ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ଅକ୍ଷୟ କୁମାର ଦାସ, ବରିଷ୍ଠ କବି ନିସିକାନ୍ତ ମିଶ୍ର,ସମ୍ମାନିତ ଅତିଥି ଭାବେ ଧୀରେନ୍ଦ୍ର ବିଶ୍ୱାଳ ଓ ସୁଜିତାଭ ଶତପଥି ପ୍ରମୁଖ ଯୋଗ ଦେଇଥିଲେ l ବିଶ୍ୱରଂଜନ ସାହୁ ଓ ନିରୂପମା ସାମଲ ସଭା ପରିଚାଳନା କରିଥିଲେ। 


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like