-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||     

HOME   ଜିଲ୍ଲା

ପୋଲିସ ପାଟ୍ରୋଲିଂ ବେଳେ ସ୍କୁଟି ସହ ଗଞ୍ଜେଇ ଜବତ : ଦୁଇ ଗିରଫ

14-Feb-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ପୋଲିସ କେଳାପଡା ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଏକ ସ୍କୁଟିକୁ ତନଖିବା ସମୟରେ ଡ଼ିକି ରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ l ସ୍କୁଟି ଓ ଗଞ୍ଜେଇ ସହ ଦୁଇ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଷୟ ପୋଲିସ ପକ୍ଷରୁ ଜଣାପଡିଛି। ସ୍କୁଟି ନଂ. ଓଡି- ୩୪-ସି - ୬୭୯୦ ସହ ଗଞ୍ଜେଇ ଚାଲାଣ କାରୀ ରାକେଶ ନାୟକ ଓ ନିର୍ମଳ କର୍ମୀ ଙ୍କୁ ପୋଲିସ ଗିରଫ କରି କେଶ ନଂ. ୧୭/୨୬ ପ୍ରକାରେ ଏକ ମକଦ୍ଦମା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026

You Might Also Like