-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||     

HOME   ଜିଲ୍ଲା

*

14-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ):ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଫେବୃୟାରୀ ୧୪ରେ ବୁଢ଼ାରଜା ଯୁବ ସମାଜସେବୀ ସଂଗଠନ, ସୋନପୁର ଆନୁକୁଲ୍ୟରେ ୧୪ ତମ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ଏବଂ ଏହି ଶିବିର ରେ ୪୩ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା l ଉକ୍ତ ଶିବିର କୁ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼. ନୃପରାଜ ସାହୁ ଉଦ୍ଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ପୌରାଧ୍ୟକ୍ଷ ଶ୍ରୀମତୀ ତାମସି ତାମସ୍ମିତା ନାଏକ,  ଉପପୌରଧ୍ୟକ୍ଷା ମଲ୍ଲିକା ଦାନି ଯୋଗ ଦେଇଥିଲେ l ସ୍ବତନ୍ତ୍ର ଅତିଥି ଭାବେ କଳାପଥର ସମିତି ସଭ୍ୟ ତଥା ଅନୁଷ୍ଠାନର ଉପଦେଷ୍ଟା ଅରବିନ୍ଦ ବାରିକ, ବଲାଙ୍ଗିର  ସାଂସଦ ପ୍ରତିନିଧି  ପ୍ରାର୍ଥୀ ସାନନ୍ଦ କୁମାର ମେହେର ଓ ସ୍ୱରୂପ ପାତ୍ର, ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲିକ,  ଶ୍ରୀକାନ୍ତ କୁମାର ମିଶ୍ର, ସୋମ୍ ପ୍ରକାସ ରୋସନ କେଶରୀ ପଣ୍ଡା,   ଶୁକ୍ଳାମ୍ବର ପାଣିଗ୍ରାହୀ,  ପ୍ଲାବନ ମହାପାତ୍ର,  ଜଗନ୍ନାଥ ତ୍ରୀପାଠୀ, ସୌମ୍ୟ ରଞ୍ଜନ ଦେହୁରୀ ଉପସ୍ଥିତ ଥିଲେ।
ଉକ୍ତ ଶିବିର କୁ ଅନୁଷ୍ଠାନ ର ସଭାପତି ଦିବ୍ୟରଞ୍ଜନ ସାହୁ, ସଂପାଦକ ଶ୍ରୀ ଚିତ୍ତରଞ୍ଜନ ଭୋଇ, କୋଷାଧ୍ୟକ୍ଷ ସୂର୍ଯ୍ୟକାନ୍ତ ଦାସ ଓ ଅନୁଷ୍ଠାନ ର ସଦସ୍ୟ ଶିବ ଶଙ୍କର ନାଏକ, ସାଲବେଗ ନାଏକ, ଶୈଲେନ୍ଦ୍ର ବାରିକ, ଅରବିନ୍ଦ ଝା, ସୂର୍ଯ୍ୟକାନ୍ତ ନାୟକ, ଅରୁଣ କୁମାର ମେହେର, ଦେବାଶିଷ ବାରିକ, ପ୍ରକାଶ ସିଂ, ବଳରାମ ସା, ରାଜକୁମାର ବାରିକ, ରାମଚନ୍ଦ୍ର ସ୍ୱାଇଁ, 
ତପନ ସାହୁ, ବାଦଲ ସାହୁ ଏବଂ ଅନୁଷ୍ଠାନ ର ସମସ୍ତ ସଦସ୍ୟ ଶିବିର ର ସୁପରିଚାଳନା କରିଥିଲେ ।

ଉକ୍ତ ପ୍ରେମ ଦିବସ କୁ ନିର୍ଭୟା ପାଇଁ ଉତ୍ସର୍ଗ କରାଯାଇ ୨୦୧୩ ମସିହା ଠାରୁ ଅନୁଷ୍ଠାନ ପକ୍ଷରୁ "ନାରୀ କୁ ସମ୍ମାନ ଦିବସ" ରୁପେ ପାଳନ କରାଯାଇ ରକ୍ତ ଦାନ ଶିବିର ଅୟୋଜନ କରାଯାଉଅଛି। ଏବଂ ଆଗମୀ ଯୁବ ପୀଢ଼ି ଙ୍କୁ ସମାଜ କୁ ଏକ ପରିବର୍ତ୍ତନ ର ବାର୍ତ୍ତା ପହଞ୍ଚାଇଛି ସୋନପୁର ବୁଢ଼ାରଜା ୟୁଥ୍ କ୍ଲବ୍ l ଆଜିର ଏହି କାର୍ଯ୍ଯ କ୍ରମ ରେ ସହର ର ଅନେକ ବୁଦ୍ଧିଜିବୀ ସମାଜ ସେବୀ ମିଡିଆ ଯୋଗ ଦେଇ ଥିବା ବେଳେ ବୁଢ଼ା ରାଜା ଆସୋସିଏସନ୍ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026

You Might Also Like