-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ଅନ୍ଧାରରେ ପିଲାଙ୍କ ଭବିଷ୍ୟତ: ଜଣେ ମାତ୍ର ଖେଳ ଶିକ୍ଷକରେ ଚାଲୁଛି ହାଇସ୍କୁଲ

04-Feb-2021



ଆସ୍କା(ପ୍ରେରଣା ଖବର) : କେମିତି ଚାଲିଛି ପାଠପଢା?ମୁଣ୍ଡ ଉପରେ ମାଟ୍ରିକ ପରୀକ୍ଷା। ୪୯ ଜଣ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମାନେ ପଢ଼ାଉଛନ୍ତି। ତେଣୁ ଚିନ୍ତାରେ ଅଭିଭାବକ। ଏପରି ପରିସ୍ଥିତି ଉପୁଜିଛି ଆସିକା ଏନ ଏ ସି ହାଇସ୍କୁଲରେ। କାହିଁକିନା ଏଠି କ୍ରୀଡା ଶିକ୍ଷକ ହିଁ ସ୍କୁଲ ଚଳାଉଛନ୍ତି। ସଭିଏ ପଢିବେ, ସଭିଏଁ ବଢିବେ ନାରା ଦେଇ ଏଠାରେ ହାସ୍ୟାସ୍ପଦ। ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି । କିନ୍ତୁ ଜଣେ ଖେଳ ଶିକ୍ଷକରେ ହାଇସ୍କୁଲ ଚାଲିବା ରାଜ୍ୟର ଗୁଣାତ୍ମକ ଶିକ୍ଷା ଉପରେ ବଡ ପ୍ରଶ୍ନ ସୃଷ୍ଟି କରିଛି।

ଆସିକା ଏନ .ଏ .ସି. ହାଇସ୍କୁଲରେ ପଢ଼ନ୍ତି ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ। କରୋନା ମହାମାରୀ ପୂର୍ବରୁ ଖେଳ ଶିକ୍ଷକ କୁ ମିଶାଇ ୪ଜଣ ଶିକ୍ଷକ ଏହି ସ୍କୁଲରେ ପାଠ ପଢ଼ାଉଥିଲେ। ହେଲେ ଇତି ମଧ୍ୟରେ ୨ଜଣ ଅବସର ନେଇଥିବା ବେଳେ ଆଉ ଜଣେ ପ୍ରମୋସନ ପାଇ ଡେପୁଟେସନରେ ବ୍ରହ୍ମପୁର ଯାଇଛନ୍ତି। ଫଳରେ ସ୍କୁଲରେ କେବଳ ରହି ଯାଇଛନ୍ତି କ୍ରୀଡ଼ା ଶିକ୍ଷକ। ଅନ୍ୟପଟେ ସ୍କୁଲରେ ଆଉ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇ ନାହିଁ। ପରୀକ୍ଷା ପାଖେଇ ଆସୁଥିବା ବେଳେ କିପରି ପାଠ ପଢ଼ିବେ, ବିଷୟ କିପରି ଶେଷ ହେବ ସେନେଇ ଚିନ୍ତାରେ ଛାତ୍ରଛାତ୍ରୀ ଓ ଅଭିଭାବକ।

ଅନ୍ୟପଟେ ଏହି ହାଇସ୍କୁଲକୁ ଲାଗି ରହିଥିବା ପ୍ରାଥମିକ ସ୍କୁଲଟି ମିଶିଯିବା ଫଳରେ ସେଠିକାର ୩ଜଣ ଶିକ୍ଷକ ଏହି ସ୍କୁଲକୁ ପିଲାଙ୍କୁ ପାଠ ପଢ଼ାଉଛନ୍ତି । ପୂର୍ବରୁ ପିଲାମାନେ ଅନଲାଇନ କ୍ଲାସ କରିପାରିନଥିବା ବେଳେ ଏବେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପାଠ ପଢାଉବା ଦ୍ୱାରା ଅନେକ ପିଲା ପାଠ ବୁଝି ପାରୁନାହାନ୍ତି । ସ୍କୁଲରେ କେବଳ କ୍ରୀଡ଼ା ଶିକ୍ଷକ ରହିଯିବାରୁ କରୋନା ବେଳେ ପିଲାଙ୍କର ଅନଲାଇନ କ୍ଳାସ ହୋଇପାରିଲାନି। ଏବେ ଅନଭିଜ୍ଞ ଶିକ୍ଷକ ଦ୍ୱାରା ପାଠପଢା ହେଉଥିବାରୁ ପରୀକ୍ଷା ଫଳ ଭଲ ହେବନି ବୋଲି ଅଭିଭାବକମାନେ ଆଶଙ୍କା କରି ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦେବାପାଇଁ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like