-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ପରିଶ୍ରମ କର, ସ୍କୁଲ ର ଗୌରବ ହୁଅ: ମ୍ୟାଟ୍ରିକ ଛାତରଛାତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା

15-Feb-2026



ମାୟାବର୍ହା ହାଇସ୍କୁଲରେ ମ୍ୟାଟ୍ରିକ ପରୀକ୍ଷାର୍ଥି ଙ୍କ ଉଦ୍ଦେଶ୍ୟରେ  ସମ୍ବର୍ଦ୍ଧନା 


ଡୁଙ୍ଗୁରିପାଲି, ତା ୫/୦୨(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ର  ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତା ରେ ଦଶମ ଶ୍ରେଣୀ ଆୟୋଜିତ ହୋଇଥିବା ବିଦାୟ  ସମ୍ବର୍ଦ୍ଧନା ଉତ୍ସବରେ ୨୦୨୬ ମ୍ୟାଟ୍ରିକ ଛାତ୍ର ଛାତ୍ରୀଙ୍କୁ ନିଜସ୍ଵ ମାନସିକ ସ୍ଥିତିକୁ ସୁଦୃଢ଼ କରି ବାର୍ଷିକ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ଉଦବୋଧନ ଦେଇଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ  ସଂଯୋଜନା କରିବା ସହ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସୁଦୂର ଗଞ୍ଜାମ ଗୋପାଳପୁର ସହର ର  ପ୍ରବୀଣ ଶିକ୍ଷାବିଦ୍, ଲେଖକ , ରାଜ୍ୟ  ଜୁନିଅର ରେଡକ୍ରସ ର ପୂର୍ବତନ ସାଧନ କର୍ମୀ ତଥା ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଡ. ସରୋଜକାନ୍ତ ରଥ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି " କଠିନ ପରିଶ୍ରମ ହିଁ  ସଫଳତା ପାଇବାର ମୂଳ ମନ୍ତ୍ର" ବୋଲି ମତ ପ୍ରକାଶ କରିଥିଲେ। ଶିକ୍ଷକ ନନ୍ଦିଘୋଷ ବାରିକ  ଓ ସମ୍ପଦ ଖମାରୀ ମଞ୍ଚ।ସୀନ ହୋଇ ବିଦାୟୀ ଛାତ୍ର ଛାତ୍ରୀଙ୍କୁ ମ୍ୟାଟ୍ରିକ ପରୀକ୍ଷାର ଗୁରୁମନ୍ତ୍ର ଦେଇଥିଲେ। ଛାତ୍ରୀ ଶ୍ରିମୟୀ ସେଠ୍, ଜାଗୃତି  ଓ ଦିପ୍ତିଶିଖା ବାଗ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ଶିକ୍ଷକ କିରଣ କୁମାର ପୁଟେଲ ଓ ସ୍ନିଗ୍ଧା ପ୍ରଧାନ ନିଜନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀ ଙ୍କ ମଧ୍ୟରୁ ପୂଜା ରାଣୀ, ଝରଣା, ଅନୁପମା,ଆଭା, ପ୍ରୀତି, ଆକାଶ ବିଦ୍ୟାଳୟରେ ବିତେଇଥିବା ସମୟର ନିଜ ନିଜ ଅନୁଭୂତି ବର୍ଣ୍ଣନା କରିଥିଲେ।

ଏହି ଅବସରରେ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟର ଗୌରବ ବୃଦ୍ଧି କରିଥିବା ଛାତ୍ରୀ ଆଭା ସାହୁଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ, ମୀନକେତନ ଦାସ, 
ବିଭୀଷଣ ଖମାରୀ, ସୁରଜ୍ ଖମାରୀ, ସମୀର କଠାର , ସୋଭାଗିନି ସାହୁ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରମୁଖ  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like