-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଏକଦିବସୀୟ ଓଡ଼ିଆ ଭାଷା ସମ୍ପାନ

15-Feb-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଆ ବିଭାଗ ଏବଂ ଓଡ଼ିଆ ଭାଷା ପ୍ରତିଷ୍ଠାନ ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ 'ସାଂପ୍ରତିକ ପରିପ୍ରେକ୍ଷୀରେ ଓଡ଼ିଆ ଲୋକସଂସ୍କୃତି ଓ ମାତୃଭାଷା ପ୍ରସଙ୍ଗ' ଶୀର୍ଷକରେ ଏକଦିବସୀୟ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସମ୍ପାନ ଅନୁଷ୍ଠିତ ହୋଇଯାଇଛି।ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବରେ ପଦ୍ମଶ୍ରୀ ଶ୍ରୀନିବାସ ଉଦଗାତା ଯୋଗଦେଇ ଓଡ଼ିଆ ଭାଷା ଓ ସାହିତ୍ୟର ସାଂସ୍କୃତିକ ସୌନ୍ଦର୍ଯ୍ୟ ସଂପର୍କରେ ଆଲୋଚନା କରିଥିଲେ। ମୁଖ୍ୟବକ୍ତା ଭାବରେ ବିଶିଷ୍ଟ ଲୋକସାହିତ୍ୟ ତତ୍ତ୍ବବିଦ ମହେନ୍ଦ୍ର କୁମାର ମିଶ୍ର

ଯୋଗଦେଇ ପ୍ରାଥମିକ ବିଦ୍ୟାଳୟସ୍ତରରେ ଓଡ଼ିଆ ଲୋକସଂସ୍କୃତି ଓ ମାତୃଭାଷାର ପ୍ରୟୋଗ ସଂପର୍କରେ ଅବଗତ କରାଇଥିଲେ। ସମ୍ମାନିତ ଅତିଥି ଭାବରେ ଡକ୍ଟର ଛାୟାକାନ୍ତ ଷଡ଼ଙ୍ଗୀ ଯୋଗଦେଇ ଓଡ଼ିଆ ଭାଷାର ସାଂପ୍ରତିକ ସ୍ଥିତି ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନିତ ବକ୍ତା ଭାବେ ପ୍ରଫେସର ବିଜୟ କୁମାର ବେହେରା ଯୋଗଦେଇ ଓଡ଼ିଆ ଭାଷାର ଆଞ୍ଚଳିକ ରୂପ ସଂପର୍କରେ ଅବଗତ କରାଇଥିଲେ। ସମ୍ପାନର ଆବାହକ ଡକ୍ଟର ଶ୍ରୀକାନ୍ତ କୁମାର ବାରିକ ଆଲୋଚନାଚକ୍ରର ଅଭିଲକ୍ଷ୍ୟ ସଂପର୍କରେ ଆଲୋଚନା କରିଥିଲେ। ଏହି ସମ୍ପାନ ଉପଲକ୍ଷେ ଆୟୋଜିତ ଶୁଦ୍ଧ ଓଡ଼ିଆ ଲିଖନ, ଓଡ଼ିଆ ବକ୍ତୃତା ଏବଂ ଓଡ଼ିଆ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ସହିତ ପ୍ରମାଣ ପତ୍ର ଓ ପୁସ୍ତକ ପ୍ରଦାନ କରାଯାଇ ଥିଲା। ଅନ୍ୟାନ୍ୟ ଅଧିବେଶନଗୁଡିକରେ ପ୍ରଫେସର ସୁଧୀର କୁମାର ସାହୁ,କବି ସନ୍ଦୀପ କୁଅଁର, କବି ନବୀନ ବିଶ୍ବବନ୍ଧୁ, ଡକ୍ଟର ଲକ୍ଷ୍ମଣ କୁମାର ମେହେର, ଡକ୍ଟର ପବିତ୍ର ଦଣ୍ଡସେନା, ଡକ୍ଟର ପରୀକ୍ଷିତ ଭୋଇ,ଡୋଳାମଣି ମାଝୀ,

ଅଧ୍ୟାପକ ସୁମନ୍ତ ରଣା, ଅଧ୍ୟାପକ ଆଶୀର୍ବାଦ ସାହୁ ପ୍ରମୁଖ ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ। ଏହା ସହିତ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ସମେତ ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଅନେକ ଅଧ୍ୟାପକ ଅଧ୍ୟାପିକା ଏବଂ ଗବେଷକ ଗବେଷିକା ଉପସ୍ଥିତ ଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲୋକନୃତ୍ୟ ଘୁମୁରା, ଘୁଡୁକା ଏବଂ ଡାଲଖାଇ ନୃତ୍ୟ ପରିବେଷଣ କରାଯାଇଥିଲା। ପରିଶେଷରେ ଅଧ୍ୟାପକ ହୃଷୀକେଶ ଦାସ ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like