-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||     

HOME   ଜିଲ୍ଲା

ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି

15-Feb-2026



ସୋନପୁର(ପ୍ରେରଣା ଖବର)-ସୋନପୁର ଜିଲ୍ଲାରେ ଲୁଟତରାଜ ବଢିଚାଲିଛି । ଥାନାମାନଙ୍କରେ ଥିବା ପୋଲିସମାନଙ୍କର ନିସ୍କ୍ରିୟତାର ସୁଯୋଗ ନେଇ ନିଶାଖୋରମାନେ ଅପରାଧିକ କାର୍ଯ୍ୟାକଳାପ ବଢାଇଚାଲିଛନ୍ତି । ପୂର୍ବରୁ ଅନେକଗୁଡିଏ ମୋଟରସାଇକେଲ ଲୁଟ ଘଟଣାରେ ପୋଲିସ ଅପରାଧିଙ୍କୁ ଧରିବାରେ ବିଫଳ ହୋଇଥିଲା । ଏବେ ଦିନଦ୍ୱିପହରରେ ଜଣେ କୋର୍ଟକର୍ମଚାରୀଙ୍କୁ ଭୁଜାଲି ଦେଖାଇ ସ୍କୁଟିଲୁଟ୍ ହୋଇଥିବା ଜଣାପଡିଛି । ସେପଟେ ଘଟଣାର ୪୮ ଘଣ୍ଟାପରେ ମଧ୍ୟ ସୋନପୁର ପୋଲିସ ଜଣେ ମଧ୍ୟ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇନାହିଁ ।
   ଅଭିଯୋଗରୁ ଜଣାପଡିଛି ଯେ,ସୋନପୁର ଜିଲ୍ଲା କୋର୍ଟରେ କିରାଣୀଥିବା ମେଣ୍ଡା ନିକଟସ୍ଥ ରାଜପାଲି ଗ୍ରାମର ମହେଶ ପଣ୍ଡା ଶୁକ୍ରବାର ଦିନ କୋର୍ଟକାମ ସାରି ଅର୍ଜୁନପୁର-ବୁର୍ଡା ରାସ୍ତାରେ ନିଜ ଗାଁକୁ ଏକାକି ଫେରୁଥିଲେ । ସମୟ ଅପରାହ୍ନ ପ୍ରାୟ ୫.୧୫ ସମୟରେ ଅର୍ଜୁନପୁର-ବୁର୍ଡା ରାସ୍ତାର ଧଉରାଖମନ ଛକ ପାଖରେ ନିଛାଟିଆ ସ୍ଥାନରେ ତିନିଜଣ ଯୁବକ ମହେଶଙ୍କୁ ଭୁଜାଲି ଦେଖାଇ ନୀଳରଂଙ୍ଗର ଏକ୍ଟିଭା ୧୨୫ ସ୍କୁଟି (ଓଡି-୦୩ଏକ୍ସ୫୩୧୦)କୁ ଲୁଟି ନେଇ ପଳାଇଥିଲେ । ମହେଶ ଏନେଇ ପୋଲିସକୁ ଜଣାଇବା ପରେ ଏସପି ନାରାୟଣ ନାୟକଙ୍କ ନିର୍ଦ୍ଦେଶରେ ସୋନପୁର ଆଇଆଇସି ଯାଦବ ବାଗ ଘଟଣାସ୍ଥଳକୁ ପହଞ୍ଚି ପଚାରଉଚାର କରିଥିଲେ । ଅଭିଯୁକ୍ତମାନେ ସୋନପୁର ସହରର କିଛି ନିଶାଖୋର ଯୁବକ ବୋଲି ଅନୁମାନ କରାଯାଇଛି । ପୋଲିସ ଟାଉନଥାନାରେ ଏକ ଡକାୟତି ମାମଲା ରୁଜୁକରି ତଦନ୍ତ ଚଳାଇଛି । କିନ୍ତୁ ଘଟଣାର ୪୮ ଘଣ୍ଟାପରେ ମଧ୍ୟ ଅଭିଯୁକ୍ତମାନେ ଧରାନପଡିବା କିମ୍ବା ଲୁଟ ସ୍କୁଟିଉଦ୍ଧାର ନହେବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏସପି ନାରାୟଣ ନାୟକଙ୍କୁ ଏନେଇ ପଚାରିବାରୁ ତଦନ୍ତ ଚାଲିଛି ଖୁବଶୀଘ୍ର ଅଭିଯୁକ୍ତମାନେ ଧରାପଡିବେ ବୋଲି କହିଛନ୍ତି । ପ୍ରକାଶ ଯେ,ସୋନପୁର ଜିଲ୍ଲାର ତରଭା ଥାନା ଅଞ୍ଚଳର ପୁଆ ଛକରେ ମଧ୍ୟ କଦଳିପାଲି ଗ୍ରାମର ଜଣେ ଯୁବକର ବାଇକ ଲୁଟ ହୋଇଥିଲା । ଏହା ସହିତ ସେହି ଅର୍ଜୁନପୁର-ବୁର୍ଡା ରାସ୍ତାରେ ବହୁସମୟରେ ଲୋକଙ୍କଠାରୁ ଲୁଟ ହେଉଥିବା ଅଞ୍ଚଳବାସୀ ଅଭିଯୋଗ ହେଉଛି । ପୋଲିସ ପେଟ୍ରୋଲିଂ ବଢାଇବାକୁ ଜନସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026

You Might Also Like