-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||     

HOME   ଜିଲ୍ଲା

ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।

15-Feb-2026



ରୁପ୍ରା ରୋଡ (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ବଲବସପୁର ଗ୍ରାମରେ ପୁନର୍ଗଠିତ ଅଗ୍ନିଭୈରବ ନାଟ୍ୟକଳା ସଂଘର ନୂତନ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ୨ବର୍ଷ ପାଇଁ ଦାୟିତ୍ୱ ନେଇଥିବା ୨୧ ଜଣିଆ ଏହି କମିଟିରେ ସଭାପତି ଭାବରେ ଦିଲ୍ଲୀପ ସା ଉପ ସଭାପତି ମକୁନ୍ଦ ଭୋଇ ଓ କୈଳାସ ସା,ସମ୍ପାଦକ ଭବାନୀଶଙ୍କର ବାରିକ ଯୁଗ୍ମସମ୍ପାଦକ ସ୍ୱାଧୀନ ଭୋଇ ଓ ମୀନକେତନ ତାଣ୍ଡି,ସଂଯୋଜକ ପ୍ରେମାନନ୍ଦ ବିଶ୍ୱାଳ,ଆବାହକ ଗୋବିନ୍ଦ ବ୍ରହ୍ମା,ମ୍ୟାନେଜର ପ୍ରଦୀପ ପଧାନ,ମିଡ଼ିଆ ସେଲ ସଂଯୋଜକ ବିଜୟ ଗଡତିଆ ପଦମର୍ଯ୍ୟାଦାର ଶପଥ ଗ୍ରହଣ କରିଥିବା ବେଳେ କାର୍ଯ୍ୟକାରୀ କମିଟି ସଦସ୍ୟ ଭାବରେ ହେମନ୍ତ ସାହୁ,ପ୍ରକାଶ ଦୀପ, କୈଳାସ ପଧାନ,ତୁଳସୀରାମ ଗୌଡ଼,ତପନ ବିଶ୍ୱାଳ,ପଟେଥ ଭୋଇ,ଅଜିତ ପଧାନ,ସୁମନ୍ତ ବିଶ୍ୱାଳ,ହିମାଂଶୁ ସେଠ ଓ ରାଜା ସୁନା ଶପଥ ନେଇଥିଲେ। ଏହାବାଦ ଅନୁଷ୍ଠାନର ମାର୍ଗଦର୍ଶନ ପାଇଁ ଗଠିତ ୭ ଜଣିଆ ଉପଦେଷ୍ଟା କମିଟିରେ ସର୍ବଶ୍ରୀ ପୁରାଣ ସେଠୀ,ବୁଦ୍ଧଦେବ ପୋଢ଼,ଜୟକୃଷ୍ଣ ପଧାନ,ରଞ୍ଜନ ତ୍ରିପାଠୀ,ତନୁ ଗୌଡ଼, ସମାଜସେବୀ ସୁମିତ ଅଗ୍ରୱାଲ ଓ ବରିଷ୍ଠ ସଂଗଠକ ଦୀନେଶ ଅଗ୍ରୱାଲ ରହିଛନ୍ତି। ଗ୍ରାମସ୍ଥିତ ଶ୍ରୀ ଶ୍ରୀ ସ୍ୱପ୍ନେଶ୍ଵର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଏହି ସଭାରେ ବରିଷ୍ଠ ସଦସ୍ୟ ଶ୍ରୀ ଲକ୍ଷ୍ମଣ ସେଠୀ ସମସ୍ତଙ୍କୁ ଶପଥ ପାଠ କରାଇଥିବା ବେଳେ ଗ୍ରାମର ବହୁ ବରିଷ୍ଠ କଳାକାର ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ପ୍ରକାଶ ଥାଉକି ଦୀର୍ଘବର୍ଷର ବ୍ୟବଧାନ ପରେ ଗ୍ରାମବାସୀଙ୍କ ଉଦ୍ୟମ କ୍ରମେ ଏ ଅଞ୍ଚଳରେ କଳା ଓ ସଂସ୍କୃତିର ବିକାଶରେ ବିଶେଷ ଯୋଗଦାନ ଦେଇଥିବା ଏହି ଅନୁଷ୍ଠାନର ପୁନଃରୁଦ୍ଧାର ହେବାସହ ତା. ୧୫/୧୧/୨୦୨୫ରିଖରେ ନାଟକ ମଞ୍ଚାୟନ ଓ ୧ମ ବଲବସପୁର ମହୋତ୍ସବ ମହାସମାରୋହରେ ଆୟୋଜିତ ହୋଇ ସଫଳ ଓ ଉଚ୍ଚ ପ୍ରଶଂସିତ ହୋଇଥିଲା।ଆଗାମୀ ଦିନରେ ପଞ୍ଜିକରଣ ସହିତ ବିଭିନ୍ନ ସାମାଜିକ ତଥା ସାଂସ୍କୃତିକ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହାତକୁ ନେବା ସୂଚନା ଦେବାସହିତ ସମସ୍ତ ଶୁଭେଛୁଙ୍କୁ ଧନ୍ୟବାଦ ଦେଇ ସହଯୋଗ ବଜାୟ ରଖିବାପାଇଁ ଅନୁରୋଧ କରିଛନ୍ତି ସଭାପତି ଦିଲ୍ଲୀପ ସା


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   23-Aug-2026
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026

You Might Also Like