-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||     

HOME   ଜିଲ୍ଲା

କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର

15-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ଭବିଷ୍ୟତରେ କୃତ୍ରିମ ବୁଦ୍ଧିମତ୍ତା (ଏ ଆଇ) ଓ ମେସିନ୍  ଲର୍ନିଙ୍ଗ୍ କ୍ଷେତ୍ରର ଚାହିଦା ବହୁତ ବୃଦ୍ଧି ପାଇବ ବୋଲି ମନ୍ୟ କରାଯାଉଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁର ମହାବିଦ୍ୟାଳୟ ଦ୍ୱାରା ଡ.ପ୍ରବୀର କୁମାର ସେଠୀଙ୍କ ଆୟୋଜନରେ ଦୁଇ ଦିନିଆ ଅନ୍ତର୍ଜାତୀୟ  କର୍ମଶାଳା ଆୟୋଜିତ ହୋଇଥିଲା। ଏହି  କର୍ମଶାଳାରେ କେବଳ ୧୦୦ଟି ଆସନ ଥିଲା ଓ ସେଥିରୁ ସକ୍ମା, ବଲାଙ୍ଗୀରର ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜିର ୧୨ ଜଣ ବିସିଏ ଛାତ୍ର ଚୟନ ହୋଇ ଯୋଗଦେଇଥିଲେ।

କର୍ମଶାଳାର ବିଷୟ ଥିଲା — “ଡାଏଗ୍ନୋଷ୍ଟିକ ଇମେଜିଙ୍ଗରେ ବିପ୍ଲବ: ଇମେଜ୍ ବିଶ୍ଳେଷଣରେ  କୃତ୍ରିମ ବୁଦ୍ଧିମତ୍ତା  ଓ ମେସିନ୍  ଲର୍ନିଙ୍ଗ୍ର ପ୍ରଭାବ”। ଏଥିରେ ଚିକିତ୍ସା କ୍ଷେତ୍ରରେ ଛବି ବିଶ୍ଳେଷଣ କାମରେ କିପରି କୃତ୍ରିମ ବୁଦ୍ଧିମତ୍ତା ଓ ମେସିନ୍  ଲର୍ନିଙ୍ଗ୍ ବଡ଼ ପରିବର୍ତ୍ତନ ଆଣୁଛି, ସେନେଇ ଏକ ବ୍ୟାପକ ଆଲୋଚନା ହୋଇଥିଲା। କର୍ମଶାଳାର ଦେଶ ବିଦେଶର  ଅନେକ ବିଶେଷଜ୍ଞମାନେ ଯୋଗଦେଇଥିଲେ ଓ ସେମାନଙ୍କ ବିଚାର ବିସ୍ତାର ରୂପେ ପରିପ୍ରକାଶ କରିଥିଲେ | 
ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟଶାଳାରୁ ଅନେକ ନୂତନ ତଥ୍ୟ ଓ ପ୍ରାୟୋଗିକ ଜ୍ଞାନ ଅର୍ଜନ କରିଥିଲେ। ଯୋଗଦେଇଥିବା ସମସ୍ତଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା, ଯାହା ତାଙ୍କ

ଆଗାମୀ ପ୍ରକଳ୍ପ କାର୍ଯ୍ୟରେ ବହୁତ ଉପକାରୀ ହେବ ବୋଲି କୁହାଯାଉଛି।
ଉଲ୍ଲେଖନୀୟ ଯେ,  ଯୁବୋଦୟ  ମହାବିଦ୍ୟାଳୟ ସଦା ଛାତ୍ରଛାତ୍ରୀଙ୍କୁ ଏପରି ଶିକ୍ଷାମୂଳକ କର୍ମଶାଳା ଓ ଅଧ୍ୟୟନ ଭ୍ରମଣରେ ଯୋଗଦେବାକୁ ପ୍ରୋତ୍ସାହିତ କରୁଛି। ଏହା ମାଧ୍ୟମରେ ତାଙ୍କର ବିଷୟ ଜ୍ଞାନ ଗଭୀର ହେଉଥିବା ସହିତ ଶିକ୍ଷାଗତ ଦକ୍ଷତା ଓ ବୃତ୍ତିଗତ କ୍ଷମତା ମଧ୍ୟ ବୃଦ୍ଧି ପାଉଛି।
ମହାବିଦ୍ୟାଳୟ ନିର୍ଦ୍ଦେଶକ ଶ୍ରୀ ଦାଶ କହିଛନ୍ତି ଯେ ଆସନ୍ତା ସମୟରେ କଲେଜରେ କୃତ୍ରିମ ବୁଦ୍ଧିମତ୍ତା (ଏ ଆଇ) ମେସିନ୍  ଲର୍ନିଙ୍ଗ୍ ବିଷୟରେ ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟକେନ୍ଦ୍ର ଖୋଲାଯିବ। ଏହାସହିତ ବଳାଙ୍ଗୀର ଓ ପାଶ୍ୱର୍ତ୍ତୀ ଅଞ୍ଚଳରେ ବିଭିନ୍ନ ସେମିନାର ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ, ଯାହା ମାଧ୍ୟମରେ ସାଧାରଣ ଲୋକମାନେ ଆଧୁନିକ ପ୍ରଯୁକ୍ତି ବିଷୟରେ ଅବଗତ ହେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   23-Aug-2026
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026

You Might Also Like