-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||     

HOME   ଜିଲ୍ଲା

ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା

15-Feb-2026



ବଲାଙ୍ଗିର(ପ୍ରେରଣା ଖବର): ମୂଳନିବାସୀ ବହୁଜନ ମିଳିତ ମହାସଂଘ ଓଡିଶା ବଲାଙ୍ଗିର ଶାଖା ତରଫରୁ ୟୁଜିସି ନିର୍ଦ୍ଦେଶାନାମା ୨୦୨୬ କୁ ସମର୍ଥନ କରିବା ଉଦ୍ଦେଶ୍ୟରେ ଏକ କର୍ମଶାଳା ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ବରିଷ୍ଠ ଆଇନଜୀବୀ ଦିନେଶ ନାଗ ଙ୍କ ସଭାପତିତ୍ୱରେ ଆରମ୍ଭ ହୋଇଯାଇଛି । ୟୁଜିସି ନିର୍ଦ୍ଦେଶନାମା ୨୦୨୬ କୁ କିଭଳି ଓବିସି, ଏସ୍‌ସିଏସ୍‌ଟି ମହିଳା ଆର୍ଥିକ ଅନଗ୍ରସର, ବିକଳାଙ୍ଗ ବିଦ୍ୟାର୍ଥିମାନଙ୍କୁ ଉଚ୍ଚ ଶିକ୍ଷାରେ କିଭଳି ଭାବରେ ସୁରକ୍ଷା ପ୍ରଦାନ କରାଯିବ ତା ଉପରେ ବିଶେଷ ଭାବରେ ସଭାପତି ଶ୍ରୀ ନାଗ ବର୍ଣ୍ଣନା କରିଥିଲେ ଏବଂ ଏହି ନିର୍ଦ୍ଦେଶନାମାକୁ ସାଧାରଣ ବର୍ଗର ଲୋକେ ବିରୋଧ କରିବା ଉଚିତ ନୁହେଁ ବୋଲି ତାଙ୍କ ବକ୍ତବ୍ୟ ରେ କହିଥିଲେ । କାର୍ଯ୍ୟକ୍ରମରେ ଭାଗ ନେଇ

 ଓଡ଼ିଶା ଓବିସି ମଂଚର ସଭାପତି ଶଙ୍କର ପାତ୍ର କ୍ଷୋଭର ସହିତ କହିଥିଲେ ଯେ ଯେଉଁଭଳି ଭାବରେ ମଣ୍ଡଳ କମିଶନକୁ ସାଧାରଣବର୍ଗ ବିରୋଧ କରିଥିଲେ ସେହିଭଳି ଭାବରେ ୟୁଜିସି ନିର୍ଦ୍ଦେଶବଳି ୨୦୨୬ କୁ ମଧ୍ୟ ବିରୋଧ କରିଛନ୍ତି। ଯେଉଁ ସୁପ୍ରିମ କୋର୍ଟ ଆଇନ ଆଣି ଏହି ନିୟମ କରିଛନ୍ତି କିଛି ଉଚ୍ଚ ବର୍ଗର ଚାପରେ ଆସି ଏହି ଆଇନକୁ ବନ୍ଦ କରିବାର ଯେଉଁ ଷଡଯନ୍ତ୍ର ହେଉଛି ତାହାକୁ ଓବିସି ବର୍ଗର ଲୋକମାନେ କଦାପି କ୍ଷମା କରିବେ ନାହିଁ ବୋଲି କହିଛନ୍ତି। ଏଥି ପାଇଁ ଭାରତ ସରକାର ଏବଂ ସୁପ୍ରିମକୋର୍ଟ ଉଭୟେ ଦାୟୀ ରହିବେ ବୋଲି ବରିଷ୍ଠ କୃଷକ ନେତା ଜତି ପ୍ରଧାନ ତାଙ୍କ ବକ୍ତବ୍ୟ ରେ କହିଛନ୍ତି । ଅନୁସୂଚିତ ଜାତି ଜନଜାତି ଏବଂ ପଛୁଆ ବର୍ଗ ନିଜ ନିଜର ସମ୍ବିଧାନିକ ହକ୍ ପାଇଁ ମିଳିତ ଭାବରେ ଲଢେଇ କରିବା ପାଇଁ ୟୁଜିସି ନିର୍ଦ୍ଦେଶାନାମାକୁ କାର୍ଯ୍ୟକାରି କରାଇବା ପାଇଁ ଉପସ୍ଥିତ ଜନତାଙ୍କୁ ଓବିସି ମଂଚ ସଂଯୋଜକ ସରୋଜ ମେଶ୍ୱା ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ । ଆଲୋଚନାଚକ୍ରରେ  ଆଦିବାସୀ ନେତା ସତ୍ୟ ଭୋଇ, ଇଂ.ବେଲାର ସିଂ ଭୋଇ,

ରମଣି ନାଏକ, ନେପାଲ ଚନ୍ଦ୍ର ବାଗ, ଅଚ୍ୟୁତ କୁମ୍ଭାର, ମନୋଜ ନାଗ, ସରୋଜ କୁମାର ମେଶ୍ୱା, ନିକେଶ କୁମ୍ଭାର, କୈତୁକ ପନ୍ଦର, ସାନ୍ତନୁ ଭୋଇ, ଧିମତି ରୁପାଲି ମହାନ୍ଦ, ଶଙ୍କର୍ଷଣ ପ୍ରଧାନ, ଉତ୍ତମ ଖମାରି, ଆନନ୍ଦ ପ୍ରଧାନ, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଲ, ସୁଧିର ରଣା, ପୃଥ୍ୱୀରାଜ ନନ୍ଦ, ତରଣୀସେନ ଦିପ, ବସୁଦେବ ମୁଗ୍ରୀ, ନିଳକଣ୍ଠ ନାଗ, ଅନିଲ ମୁଗ୍ରୀ, ସୀତାରାମ କୁମ୍ଭାର, ପୂର୍ଣ୍ଣଚନ୍ଦ୍ର ବାଗ, ଲଳିତ ମହାନନ୍ଦ, କୈାଶଲ୍ୟା କୁମ୍ଭାର, ସରସ୍ୱତି ସାହୁ, ସୁବାଷିନୀ ସାହୁ, ଜୟଶ୍ରୀ ସୁନା, ଟଙ୍କଧର ଗଡତ୍ୟା, ରିଙ୍କି ନନ୍ଦ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଆଗାମୀ ମାର୍ଚ୍ଚ ୫ ରେ ଜିଲ୍ଲା ସଦର ମହକୁମା ଠାରେ ଗଣବିକ୍ଷୋଭ ହେବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଥିଲେ। ଶେଷରେ ସୁନିଲ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   23-Aug-2026
  ଜିଲ୍ଲା  
*ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026

You Might Also Like