-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||     

HOME   ଜିଲ୍ଲା

ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ

15-Feb-2026



ପୁଇଁତଲା, (ପ୍ରେରଣା ଖବର) ଓଡ଼ିଶା ପାଠ୍ୟକ୍ରମ ରୂପରେଖ ୨୦୨୪ ଓ ନୂତନ ପାଠ୍ୟ ପୁସ୍ତକ ସଞ୍ଚାଳନ ନିମନ୍ତେ ପଞ୍ଚ ଦିବସୀୟ ବ୍ଲକ୍ ସ୍ତରୀୟ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଦିଗ୍ ଦର୍ଶନ ଉପରେ ଆଧାରିତ ପ୍ରବଧନ ତାଲିମ୍ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇ ଯାଇଛି।ତାଲିମ୍ କାର୍ଯ୍ୟକ୍ରମ ଟି ଫେବୃଆରୀ ୫ ତାରିଖ ରେ କୁରୁଲ ରାମଜୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ୍ ଶିକ୍ଷା ଅଧିକାରିଣୀ ରତ୍ନ ମୟୀ ପୁରୋହିତ ଙ୍କ କର କମଳ ରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଥିଲା ନୂତନ ଶିକ୍ଷ୍ୟା ନୀତି ଅନୁସାରେ ଦକ୍ଷତା ଭିତ୍ତିକ ନୂତନ ପାଠ୍ୟ ପୁସ୍ତକ ପ୍ରସ୍ତୁତି ହୋଇ ସାରିଛି, ଯାହାକି ଚଳିତ ଶିକ୍ଷା ବର୍ଷ ୨୦୨୬-୨୭ ରେ ପ୍ରଚଳିତ ହେବ। ତେଣୁ ଶିକ୍ଷକ ଶିକ୍ଷୟିତ୍ରୀ ମାନଂକୁ ଅଗ୍ରୀମ ତାଲିମ୍ ପ୍ରଦାନ କରାଯାଉ ଥିବା ବିଷୟ ରେ ଶ୍ରୀମତୀ ରତ୍ନମୟୀ ପୁରୋହିତ ଅବଗତ କରାଇ ଥିଲେ। ସାଧନ କର୍ମୀ ଦିବ୍ୟ ସିଂହ ସାହୁ,ପ୍ରଭାକର ମହାପାତ୍ର ଓ ସୁଶିଲ ମୋହଲା ଓଡ଼ିଶା ପାଠ୍ୟକ୍ରମ ରୂପରେଖ ଉପରେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ୫୫ ଜଣ ଶିକ୍ଷକ ଶି୍ଷୟିତ୍ରୀ ମାନଙ୍କୁ ତାଲିମ୍ ପ୍ରଦାନ କରିଥିଲେ, ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଆନନ୍ଦ ସାହୁ ଓ ମୂଖ୍ୟ ବକ୍ତା ଭାବେ ବରିଷ୍ଟ ବିଜ୍ଞାନ ଶିକ୍ଷୟିତ୍ରୀ  ଶ୍ରୀମତୀ ବାସନ୍ତୀ ସହୁ ଉପସ୍ଥିତ ରହି ନୂତନ ପାଠ୍ୟ ପୁସ୍ତକ ରେ ଥିବା ବିଷୟ ବସ୍ତୁ ଗୁଡିକ କିପରି ଭାବରେ ଛାତ୍ର ଛାତ୍ରୀ ମାନେ ଠିକ୍ ଭାବରେ ବୁଝି ଅଧ୍ୟୟନ କରି ପାରିବେ ଓ ଜାତୀୟ ଶିକ୍ଷାନୀତି ୨୦୨୦ ର ଲକ୍ଷ୍ୟ ସାଧିତ ହୋଇ ପାରିବ ତାହା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମଞ୍ଚଷିତ ଅତିଥି ମାନେ ମତ ବ୍ୟକ୍ତ କରି ଥିଲେ। ପରି ଶେଷ ରେ ସାଧନ କର୍ମୀ ମାନେ  ନିଜ ନିଜ ର ବକ୍ତବ୍ୟ ରଖିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଂକୁ ଉଦଯାପନ ଉତ୍ସବ ରେ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ସାମାନ ତାରିଖ ରେ ପୁଇନ୍ତଲା ବ୍ଲକ୍ ଅନ୍ତର୍ଗତ ଅନ୍ୟ ଏକ ଶିବିର ଭାଳେର ଉଚ୍ଚ ବିଦ୍ୟାଳୟରେ ୫୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ ମାନଂକୁ ତାଲିମ ପ୍ରଦାନ କରାଯାଇ ଥିଲା, ଯାହାକୁ ଶିକ୍ଷକ ଅଞ୍ଜନ ସାଏ, ତ୍ରିନାଥ ପାତ୍ର ଓ ଅନିଲ ରଣା ପରିଚାଳିତ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   23-Aug-2026
  ଜିଲ୍ଲା  
*ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   23-Aug-2026
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026

You Might Also Like