-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’

16-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିର ପରିସରରେ ‘ଆତ୍ମସୁରକ୍ଷା  ତାଲିମ ଶିବିର’ ଉଦ୍‌ଯାପିତ ହୋଇଯାଇଛି I ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶ କ୍ରମେ  ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ ଆତ୍ମସୁରକ୍ଷା ତାଲିମ ଶିବିରର ସଂଯୋଜିକା ଡ଼ଃ ଅର୍ପିତା ବେହେରାଙ୍କ ଆହ୍ୱାନକ୍ରମେ ତା-୦୪/୦୨/୨୦୨୬ ରୁ ତା- ୧୪/୦୨/୨୦୨୬ ରିଖ ପର୍ଯ୍ୟନ୍ତ ଏହି ଶିବିର ଅନୁଷ୍ଠିତ ହୋଇଥିଲା I ଏଥିରେ ମୋଟ ୫ ଜଣ ତାଲିମ ପ୍ରଦାନକାରିଣୀ ଯଥା ଯଶୋବନ୍ତୀ ବେହେରା, ସସ୍ମିତାରାଣୀ ମିଶ୍ର, ସୁଶୀଳା ବିଶ୍ୱାଳ, ସ୍ନେହଲତା ପାଣ୍ଡେ ଓ କମଳିନୀ ମହାଲିଙ୍ଗ) ଦୁଇଟି ପର୍ଯ୍ୟାୟରେ ( ସକାଳ ଘ.୭.୩୦-୮.୩୦ ଏବଂ ୮.୩୦-୯.୩୦) ମୋଟ ୫୮୧ ଜଣ ଛାତ୍ରୀଙ୍କୁ ଅତ୍ୟନ୍ତ ସୁନ୍ଦର ଭାବରେ ତାଲିମ ପ୍ରଦାନ କରିଥିଲେ I ଏହି ଶିବିରର ଉଦ୍‌ଯାପନୀ ଉତ୍ସବ ତା-୧୪/୦୨/୨୦୨୬ ରେ ଅନୁଷ୍ଠିତ ହୋଇଥିଲା I ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା ସଭାପତିତ୍ବ କରିଥିବା ବେଳେ ସଂଯୋଜିକା ଡ଼ଃ ଅର୍ପିତା ବେହେରା ସ୍ୱାଗତ ଭାଷଣ ପ୍ରଦାନ କରି ଥିଲେ I ଏ ଅବକାଶରେ ଡ଼ଃ ସଦାଶିବ ମଲ୍ଲିକ, ବିଭୁତି ଭୂଷଣ ସାହୁ, ଅଜିତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ  ରହିଥିଲେ I  ତାଲିମ ପ୍ରାପ୍ତ ସମସ୍ତ ଛାତ୍ରୀମାନଙ୍କୁ ସାର୍ଟିଫିକେଟ ମଧ୍ୟ ପ୍ରଦାନ କରାଯାଇଥିଲା I ଶେଷରେ ମହାବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଉପେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ I ଉକ୍ତ ଶିବିରରେ ସମସ୍ତ ଅଧ୍ଯାପକ, ଅଧ୍ୟାପିକା ତଥା କର୍ମଚାରୀମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like