-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି

16-Feb-2026



ଡାବୁଗାଁ(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଥିବା ମିସନଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲାପାଳ ମହେଶ୍ଵର ସ୍ଵାଇଁ ଙ୍କ ଦ୍ଵାରା ୩୭ ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୩୭ ଟି ଅଭିଯୋଗ ମଧ୍ୟରୁ ୧୫ ଟି ଅଭିଯୋଗ ବ୍ୟକ୍ତିଗତ, ୨୨ ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ସଦରମହକୁମା ଠାରେ ବ୍ରାହ୍ମଣ ସମାଜର ଏକ ବୈଠକ ଗୃହ ନିର୍ମାଣ ନିମନ୍ତେ ଜାଗା ପ୍ରଦାନ, ମେଦନା ଗ୍ରାମରେ ଖେଳ ପଡିଆ ନିର୍ମାଣ, ଜବାଗୁଡା ପଞ୍ଚାୟତର ଫୁଲଭଟ୍ଟା ଗ୍ରାମର ବିଦ୍ୟାଳୟର ଶିକ୍ଷକ ବଦଳି କରିବା, ଡ଼ଙ୍ଗରିଗୁଡା ଗ୍ରାମର ଘରଡିହ ପଟ୍ଟା ପ୍ରଦାନ, ଜୁନାପାଣି ଧାନମଣ୍ଡିରେ ମିଲ ମାଲିକ ଙ୍କ ମନମାନୀ ଓ କୁଇଣ୍ଟାଲ ପିଛା ୧୦ ରୁ ୧୨ କି.ଗ୍ରା. ଧାନ କଟନୀ ଛଟନୀ କରାଯାଉଛି, ଡାବୁଗାଁ ମଶାଣିପଦାରେ ପୋଷାକ ବଦଳ ଗୃହ ନିର୍ମାଣ, ଡାବୁଗାଁ ହାଟପଦା ଗ୍ରାମର କୌଶଲ୍ୟା ଜାନୀ ଙ୍କ ସମ୍ପର୍କୀୟ ଙ୍କ ମୃତ୍ୟୁ ପ୍ରମାଣପତ୍ର ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳୁ ନଥିବା, ନନ୍ଦପୁରାରେ ରାସ୍ତା ନିର୍ମାଣ, ବଡଓଲମା ଗ୍ରାମର ଭିନ୍ନକ୍ଷମ ବିଚିତ୍ର ହରିଜନ ଧାନ ମଣ୍ଡି ରେ ଧାନ ବିକ୍ରି କରି ୧୬ ଦିନ ପୁରିଯାଇଥିଲେ ମଧ୍ୟ ବ୍ୟାଙ୍କ ଖାତାରେ ଧାନ ଟଙ୍କା ନଅସିବା, ପାପଡାହାଣ୍ଡି ବ୍ଲକ ଅଧୀନ ବୁଟିଆଗୁଡା ଗ୍ରାମର ଭୂମିହୀନ ଲୋକଙ୍କୁ ଭ୍ମି ଯୋଗାଇଦେବା, ମୁଣ୍ଡୀଗୁଡା ଗ୍ରାମକୁ ରାସ୍ତା ନିର୍ମାଣ କରିବା, ମଇଦଲପୁର ର ଚାଷୀ ମାନଙ୍କୁ ମଣ୍ଡିରେ ଧାନ ବିକ୍ରି କରିବାକୁ ଟୋକନ ନମିଳିବା, ଚନ୍ଦହାଣ୍ଡି ବ୍ଲକର ସନ୍ଦରିଗୁଡା ଗ୍ରାମରେ ଗାଈ ଗୁହାଳ ନିର୍ମାଣ କରିବା ଓ ଝରିଗାଁ ବ୍ଲକ ଅଧୀନ କୋଇଗାଁ ଗ୍ରାମରେ ଭିନ୍ନକ୍ଷମ ବ୍ୟକ୍ତି ଙ୍କ ଭତ୍ତା ରାଶି ବଢାଇବା ଆଦି ଅଭିଯୋଗ ହୋଇଥିଲା |

ଶେଷରେ ୧ ଜଣ ହିତାଧିକାରୀ ଙ୍କୁ ହୁଇଲ ଚେୟାର ଓ ୩ ଜଣ ହିତାଧିକାରୀ ଙ୍କୁ ଟ୍ରାଇସାଇକେଲ ପ୍ରଦାନ  କରାଯାଇଥିଲା | ଏଥିରେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି,  ନବରଙ୍ଗପୁର  ଆରକ୍ଷୀ ଅଧିକ୍ଷକ ମଦକର ସନ୍ଦୀପ ସମ୍ପତ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା, ଭରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମଳୟ କୁମାର ପ୍ରଧାନ, ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲା ସାମାଜିକ କଲ୍ୟାଣ ଅଧିକାରୀ ଦ୍ରୌପଦୀ କହଁର, ଅତିରିକ୍ତ ମୁଖ୍ୟ ଯୋଗାଣ ଅଧିକାରୀ ସଞ୍ଜୁ ପ୍ରଧାନ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅତିରିକ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ପ୍ରଶାନ୍ତ କୁମାର ସାମଲ, ଭାରପ୍ରାପ୍ତ ଜିଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ,  ସିଡିପିଓ ମିନତୀ ଦାଶ,  ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ, ଜିଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର, ମୃତ୍ତିକା ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ଚିନ୍ତାମଣି ବେହେରା, ଜିଲା ମୁଖ୍ୟ କୃଷି ଅଧିକାରୀ ସୁଧୀର ରଞ୍ଜନ ବେହେରା, ଜିଲା ଶ୍ରମ ଅଧିକାରୀ ଛୋଟରାୟ ଟୁଡୁ, ଉପ ନିର୍ଦ୍ଦେଶକ ଉଦ୍ୟାନ ବିଭାଗ ସୁବ୍ରତ ମହାନ୍ତି, ଉମରକୋଟ ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ, ଡାବୁଗାଁ ବିଡିଓ ସମୀର କୁମାର ପାତ୍ର,  ସିଡିପିଓ ମିନତୀ ଦାଶ,  ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ,  ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତ୍ରା, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଙ୍କେତ ନାୟକ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜିଲା  ଓ ବ୍ଲକ ସ୍ତରୀୟ   ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ |   ଅପରାହ୍ନରେ ଡାବୁଗାଁ ସରକାରୀ ନୂତନ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like