-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*

16-Feb-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ୧୭ ତମ ସର୍ବ ଭାରତୀୟ ରାମ୍ ଧୂନ୍ କ୍ଲବ ଫୁଟବଲ ଟୁର୍ଣ୍ଣlମେଣ୍ଟ ଉଦ୍ଘାଟିତ ହୋଇ ଯାଇଛି l ଆଜି କନ୍ଧମାଳ ଏଫ୍ ସି ଦଳ ଓ କଲିକତା ବେଙ୍ଗଲି ଏକାଡେମୀ ଦଳ ମଧ୍ୟରେ ଆଜିର ଉଦଘାଟନୀ ମ୍ୟାଚ ଅନୁଷ୍ଟିତ ହୋଇଥିଲା l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.  ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବେ, ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆୟୋଜକ ଙ୍କୁ ଭୂୟସୀ ପ୍ରଶଂସା କରି ଷ୍ଟାଡିୟମ୍ ବିକାଶ କାର୍ଯ୍ଯ କୁ ଶୀଘ୍ର ଆରଂଭ କରିବାକୁ ପ୍ରତିଶୁତି ଦେଇ ଥିଲେ l ଅନ୍ୟତମ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ତାମସି ତାମସ୍ମିତା ନାଏକ, ଉପ ଅଧ୍ୟକ୍ଷା ମଲ୍ଲିକା ଦାନୀ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ଶ୍ରମିକ ନେତା ଗୋବିନ୍ଦ ମହାରଣା, କ୍ରିଡ଼ା ସଂଘ କାର୍ଯ୍ଯ କାରିଣୀ ସଦସ୍ୟ ଆଦିତ୍ୟ କିଶୋର ଦାନୀ, ଜିତେନ୍ଦ୍ର ସାହୁ , କଲିକତା ଦଳ ର ଫ୍ରାଞ୍ଚାଇଜ୍ ପ୍ଲାବନ ମହାପାତ୍ର, କନ୍ଧମାଳ ଦଳ ର ଫ୍ରାଞ୍ଚାଇଜ୍ ନିଶାନ୍ତ ମହାନ୍ତି ଯୋଗ ଦେଇ ଖେଳାଳୀ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ଆଜିର ଖେଳ କୁ ମୁଖ୍ୟ ରେଫରି ଭାବେ ସଞ୍ଜୀବ ସାହୁ , ସହଯୋଗୀ ରେଫରୀ ଭାବେ ଜିତୁ ପାତ୍ର, ସଂଜନ ସାହୁ,  ଭୁକୁଲୁ ବକ୍ସି, ବିଦ୍ୟାଧର ମିଶ୍ର, ଓ ଫୋର୍ଥ ରେଫରି ଭାବେ ସୁଶାନ୍ତ ବାଗ  ସହଯୋଗ୍ କରି ଥିଲେ l ଅତିଥି ଓ ଭେଟରାନ କ୍ରିଡ଼ାବିଡ ମାନଙ୍କ ସହିତ ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ  ମନୋରଞ୍ଜନ ତ୍ରିପାଠୀ ସଭା ପରିଚାଳନା କରିଥିଲେ l ଖେଳ ର ଶେଷ ଯାଏ ଉଭୟ ଦଳ ୧-୧ ଗୋଲ୍ ସ୍କୋର କରି ଆଜିର ଖେଳ ବରାବର କରିଥିଲେ  l ଟ୍ରାଏ ବ୍ରେକର ରେ କଲିକତା ଦଳ ୩-୨ ଗୋଲ୍ ରେ ବିଜୟୀ ହୋଇ ଥିଲେ l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା, ରମଧୁନ କ୍ଳବ୍ ସଦସ୍ୟ ବିକାଶ ପଣ୍ଡା, ଲଡୁ କିଶୋର ମଲ୍ଲିକ, ସନ୍ତୋଷ ପାଢ଼ୀ, ବୁବୁନ ନାଏକ, ବାଲ ଗୋପାଲ ମିଶ୍ର, ପ୍ରିତମ ସରାଫ, ରିକୁନ ପନାଏକ, ଚନ୍ଦନ ବେହେରା, ଆୟୁଷ ପଣ୍ଡା, ଅଂଶୁମାନ ପଣ୍ଡା ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l   କଲିକତା ଦଳ ର ସୁବାଷ ବେରା ଙ୍କୁ ଆଜିର ଖେଳ ରେ ମ୍ୟାନ ଅଫ ଦି ମ୍ୟାଚ ଭାବେ ଜିଲ୍ଲାପାଳ  ଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l ପ୍ରଭୁ ଦାସ କୁମ୍ଭାର ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ଦର୍ଶକ ଙ୍କ ପାଇଁ ଆୟୋଜିତ ଲଟେରୀ ରେ ନେତ୍ର ପଧାନ ପ୍ରଥମ ପୁରସ୍କାର ମୋବାଇଲ ଫୋନ୍, ଡି ଏଲ୍ ସି ଶ୍ରୀ ଡିଲେଶ୍ୱର ଖାକା ଦ୍ୱିତୀୟ ପୁରସ୍କାର ୟର୍ କୋଡ, କୃପା ନିଧି ଙ୍କୁ ତୃତୀୟ ପୁରସ୍କାର  ଟି ସର୍ଟ ଜର୍ସି ପ୍ରଦାନ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like