-+91-9937148622 |

prerana_bgr@rediffmail.com |

  Sunday 23rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ଜିଲ୍ଲା

ସୋନପୁର କଲେଜ ରେ ଆନ୍ତଃକଲେଜ କର୍ମଚାରୀ କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଘାଟିତ

17-Feb-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ): ସୋନପୁର କଲେଜ୍ ପ୍ରାଙ୍ଗଣରେ  ଆନ୍ତଃ କଲେଜ କର୍ମଚାରୀ କ୍ରିକେଟ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଯାଇଛି। ଏହି ବନ୍ଧୁତ୍ୱ ପୁର୍ଣ୍ଣ କ୍ରିକେଟ୍ ପ୍ରତିଯୋଗିତାରେ ଜିଲ୍ଲାର ୭ ଟି କଲେଜ ର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ ଯଥା ସୋନପୁର ମହାବିଦ୍ୟାଳୟ, ମୋଡେଲ ଡ଼ିଗ୍ରୀ ମହାବିଦ୍ୟାଳୟ, ସିଦ୍ଧାର୍ଥ ମହାବିଦ୍ୟାଳୟ ବିନିକା, ସିଂଢୋଲ ମହାବିଦ୍ୟାଳୟ, ବୀରମହାରାଜପୁର ମହାବିଦ୍ୟାଳୟ, ଆଞ୍ଚଳିକ କ୍ରିକେଟ ଟିମ ବୀରମହାରାଜପୁର ଏବଂ ପଦ୍ମିନୀଦେବୀ ମହାବିଦ୍ୟାଳୟ I 
ଉଦ୍ଘାଟନୀ ଅବସରରେ ମୁଖ୍ୟଅତିଥି ରୂପରେ ସୋନପୁର ମହାବିଦ୍ୟାଳୟର ଅଧ୍ୟକ୍ଷPCB ଏବଂ ଜଗବନ୍ଧୁ ଜରାଶ୍ରମ ମଧ୍ୟରେ ସହଯୋଗ ଓଡ଼ିଶାର ସାଂସ୍କୃତିକ ଐତିହ୍ୟରେ ପରିବେଶ ସଚେତନତା ଏବଂ ସାମୁଦାୟିକ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

"ଜଗବନ୍ଧୁ ଜରାଶ୍ରମ" ତରଫରୁ

 

 

ଭୁବନେଶ୍ୱର ରେ ତା ୧୫.୦୨.୨୦୨୬ ରିଖରେ 

ଅନନ୍ୟ ତଥା ନିଆରା ସେବା ପ୍ରତିଷ୍ଠାନ " ଜଗବନ୍ଧୁ ଜରlଶ୍ରମ" ତରଫରୁ   କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ଅନୁଷ୍ଠାନର ସମ୍ପାଦକ ତଥା ଯୁବ ସମାଜସେବୀ ଶ୍ରୀଯୁକ୍ତ ଆଶୁତୋଷ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ବିଧାୟକ ଶ୍ରୀଯୁକ୍ତ   Babu Singh      ଯୋଗଦେଇ ବିନା କୌଣସି ସରକାରୀ, ବେସରକାରୀ ସହାୟତାରେ ଦୀର୍ଘ ୧୭ ବର୍ଷ ହେଲା ଅବହେଳିତ ,ନିଷ୍ପେସିତ,ଗରିବ ଲୋକଙ୍କ ପାଇଁ କାର୍ଯ୍ୟ କରୁଥିବା ଜଗବନ୍ଧୁ ଜରାଶ୍ରମ କୁ ଭୂୟସୀ ପ୍ରଶଂସା କରିଥିଲେ। ମୁଖ୍ୟବକ୍ତା ଭାବେ           ଯୋଗଦେଇ  ସ୍ବେଚ୍ଛାସେବୀ ଅନୁଷ୍ଠାନ "ଜଗବନ୍ଧୁ ଜରାଶ୍ରମ"  ମାନବ ସେବା ହିଁ ମାଧବ ସେବା କୁ ଜୀବନର ବ୍ରତ ଭାବେ ଗ୍ରହଣ କରି ଯେଉଁଭଳି    ଉଦ୍ୟମ କରୁଛନ୍ତି ସେଥିପାଇଁ "ଜରାଶ୍ରମ"କୁ ଉଚ୍ଚ ପ୍ରଶଂସା କରିଥିଲେ । ସମ୍ମାନିତ ଅତିଥି ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ର ଅଧିକାରୀ   ଡାକ୍ତର ଉଷା ରାଣୀ ପଟ୍ଟନାୟକ, ଅତିରିକ୍ତ ମୁଖ୍ୟ ପରିବେଶ ବୈଜ୍ଞାନିକ,  ଡାକ୍ତର ସୋହନ ଗିରି, ଅତିରିକ୍ତ ମୁଖ୍ୟ ପରିବେଶବୈଜ୍ଞାନିକ-cum-ଆଞ୍ଚଳିକ ଅଧିକାରୀ ଭୁବନେଶ୍ଵର ଶ୍ରୀ ବିଜୟ କୁମାର ସେଠୀ,ବରିଷ୍ଠ ପରିବେଶ ଇଞ୍ଜିନିୟର ସୌମ୍ୟ ରଞ୍ଜନ ମଲ୍ଲିକ, ସହକାରୀ ପରିବେଶ ବୈଜ୍ଞାନିକ  ଏବଂ ଅନ୍ୟାନ୍ୟ ଆଦିକାରୀ ଓ ଭୁବନେଶ୍ୱର ମୁନିସିପାଲ କର୍ପୋରେସନର ମିଳିତ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି ରାଧାକାନ୍ତ ନାଏକ ଖେଳର ଗୁରୁତ୍ୱ ଉଲ୍ଲେଖ କରି କହିଥିଲେ ଯେ, କ୍ରିକେଟ୍ କେବଳ ଏକ ଖେଳ ନୁହେଁ, ଏହା ସହଯୋଗ, ଶୃଙ୍ଖଳା ଓ ସମ୍ମିଳନର ପ୍ରତୀକ। ଏହା ସହିତ ସମ୍ମାନିତ ଅତିଥି ଭାବରେ ଆସିଥିବା ସୋନପୁର IDBI ବ୍ୟାଙ୍କ ଶାଖା ମୁଖ୍ୟ ଆଶୁତୋଷ ନାଏକ ଏହି ପ୍ରତିଯୋଗିତା ମାଧ୍ୟମରେ କେମିତି ବିଭିନ୍ନ କଲେଜ୍‌ର କର୍ମଚାରୀମାନଙ୍କ ମଧ୍ୟରେ ସମ୍ମିଳିତ ମନୋଭାବ ଓ ମିତ୍ରତା ବୃଦ୍ଧି ପାଇବ, ସେଇ ଉପରେ ଆଲୋକପାତ କରି ଥିଲେ। ପରିଶେଷରେ ଉଦଯାପନୀ ସଭାରେ ସମ୍ମାନିତ ଅତିଥି ରୂପରେ ଯୋଗଦାନ କରିଥିବା ସିଦ୍ଧାର୍ଥ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ରେଖା ପ୍ରଧାନ ଖେଳରେ ଜିତିବା ହାରିବାକୁ ଜୀବନର ଏକ ଅଂଶ ଏବଂ ସଦଭାବନା ଓ ଭାତୃଭାବର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେI 

ଏହି ଦିନିକିଆ ମ୍ୟାଚ୍‌ ରେ ଖେଳାଳିମାନେ ଉତ୍ସାହପୂର୍ଣ୍ଣ ପ୍ରଦର୍ଶନ କରିଥିଲେ। ଦର୍ଶକମାନଙ୍କ ହର୍ଷୋଲ୍ଲାସ ମଧ୍ୟରେ ପ୍ରତ୍ୟେକ ଦଳ ଶ୍ରେଷ୍ଠ ପ୍ରୟାସ କରିଥିଲା। ଅନ୍ତିମ ମ୍ୟାଚ୍‌ରେ ସୋନପୁର ମୋଡେଲ ଡ଼ିଗ୍ରୀ ମହାବିଦ୍ୟାଳୟ ଦଳ ବିଜୟୀ ହୋଇ ବିଜୟୀ ଟ୍ରଫି ହାସଲ କରିଥିବା ବେଳେ ଆଞ୍ଚଳିକ କ୍ରିକେଟ ଦଳ, ବୀରମହାରାଜପୁର ଉପବିଜେତା ହୋଇଥିଲେI ଏହି ପ୍ରତିଯୋଗିତା ସଫଳତାର ସହିତ ସମାପ୍ତ ହୋଇଥିବାରୁ ସମସ୍ତ ଆୟୋଜକ କମିଟି ଓ ଅଂଶଗ୍ରାହୀଙ୍କୁ କଲେଜ୍ ପକ୍ଷରୁ ଧନ୍ୟବାଦ୍ ସହ ଅଭିନନ୍ଦନ ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like