-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

17-Feb-2026



ବଲାଙ୍ଗିର (ପ୍ରେରଣା ଖବର): ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ପଞ୍ଚାୟତ ସମିତି ବୈଠକ ଗୃହ, ଖପ୍ରାଖୋଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ବ୍ଲକର  ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ ।  ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ

ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଦାଖଲ ହୋଇଥିବା ଅଭିଯୋଗ ପତ୍ରଗୁଡ଼ିକ ଯଥା ଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  ଆଜିର ଏହି ଶିବିରରେ ମୋଟ ୫୦ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା  । ତନ୍ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୩୨ଟି ଏବଂ ସାମୁହିକ ୧୮ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିରୁ ୦୫ଟି ଅଭିଯୋଗର

ତୁରନ୍ତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ମୁଖ୍ୟ ମତ୍ସ୍ୟ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ମୁଖ୍ୟ ଯୋଗାଣ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like