-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||     

HOME   ଜିଲ୍ଲା

-ଅଲ୍ ଇଣ୍ଡିଆ ରାମଧୂନ କପ୍ ଫୁଟବଲ୍ ରେ କଟକ ମଙ୍ଗଳା କ୍ଲବ୍ ୨-୧ ଗୋଲ୍ ରେ ବିଜୟୀ ହୋଇ ପ୍ରଥମ ସେମି ଫାଇନାଲ କୁ ପ୍ରବେଶ -

17-Feb-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ୧୭ ତମ ସର୍ବ ଭାରତୀୟ ରାମଧୂନ୍ କ୍ଲବ ଫୁଟବଲ ଟୁର୍ଣ୍ଣlମେଣ୍ଟ ର ଦ୍ବିତୀୟ ଦିବସରେ  ମଙ୍ଗଳା କ୍ଲବ କଟକ ଓ ବରଗଡ଼  ୟୁନାଇଟେଡ ସ୍ପୋର୍ଟସ କ୍ଲବ୍ ମଧ୍ୟରେ  ମ୍ୟାଚ ଅନୁଷ୍ଠିତ ହୋଇଥିଲା l ସୁବର୍ଣ୍ଣପୁର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ,  ସମ୍ମାନିତ ଅତିଥି ଭାବେ  ଡିଏସପି ରେଣୁକା ସୁନା ଯୋଗ ଦେଇ ଆଜିର ଖେଳକୁ ଉଦଘାଟନ କରି ଖେଳାଳି ମାନଙ୍କ ସହ ପରିଚୟ ପ୍ରଦାନ କରିଥିଲେ ଓ ଭବ୍ୟ ଆୟୋଜନ ସହ ଉଚ୍ଚ କୋଟୀର ଖେଳ କୁ  ଭୂୟସୀ ପ୍ରଶଂସା କରିଥିଲେ l  ସ୍ବତନ୍ତ୍ର ଅତିଥି ଭାବେ ମଙ୍ଗଳା କ୍ଲବ କଟକ ଦଳର ଫ୍ରାଞ୍ଚାଇଜ୍  ଫିଟନେସ ଏମ୍ପେୟାର ର ପ୍ରୋପାଇଟର ଦିନେଶ ଦୟାଲ, ଓ ବରଗଡ ୟୁନାଇଟେଡ ସ୍ପୋର୍ଟସ କ୍ଲବ ଦଳ ର  ଫ୍ରାଞ୍ଚାଇଜ୍ ରାମଜୀ ଗ୍ୟାରେଜ ର ପ୍ରୋପାଇଟର ସୁବ୍ରତ ଦାଶ , ଭେଟରାନ୍ ଫୁଟବଲର ପୁରୋଷୋତ୍ତମ ପାଣିଗ୍ରାହୀ,  ଶଙ୍କର୍ଷଣ ପଟ୍ଟନାୟକ, ବାବୁଲା ବେବର୍ତ୍ତା, ଗଣେଶ ରାମ ମେହେର, ନରସିଂହ ରାଓ, ସନତ ହୋତା, ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର, ଗୋବିନ୍ଦ ମହାରଣା ଯୋଗ ଦେଇ  ଖେଳାଳୀ ଆୟୋଜକ ଙ୍କୁ ଉତ୍ସାହିତ କରି ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ  l  ଖେଳକୁ ମୁଖ୍ୟ ରେଫରି ଭାବେ ଜିତୁ ପାତ୍ର,  ସହଯୋଗୀ ରେଫରୀ ଭାବେ ଦେବାଶିଷ ବାଗ, ସଂଜନ କୁଦେଇ ,  ଫୋର୍ଥ ରେଫରି ଭାବେ ସଂଜୀବ ସାହୁ, ଓ ମ୍ୟାଚ କମିଶନର ଭାବେ ଭୁକୁଲୁ ବକ୍ସି ଖେଳ ପରିଚାଳନା ରେ ସହଯୋଗ  କରିଥିଲେ l ଅତିଥି ଓ ଭେଟରାନ କ୍ରିଡାବିତ୍ ମାନଙ୍କ ସହିତ  ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ  ମନୋରଞ୍ଜନ ତ୍ରିପାଠୀ ସଭା ପରିଚାଳନା କରିଥିଲେ l

ଖେଳ ର ୧୪ ମିନିଟ୍ ରେ କଟକ ଦଳ ପ୍ରଥମ ଗୋଲ୍ ସ୍କୋର କରିଥିବା ବେଳେ ଖେଳ ର ମଧ୍ୟାନ୍ତର ପରେ ପରେ ବରଗଡ ଦଳ ଗୋଲ ସ୍କୋର  କରି ଖେଳ ବରାବର କରିଥିଲେ  l କଟକ ଦଳ ପୁଣି ଗୋଟେ ଗୋଲ ସ୍କୋର କରି ୨-୧ ରେ ଆଗୁଆ ହୋଇ ଆଜିର ମ୍ୟାଚ ବିଜୟୀ ହୋଇଥିଲେ l   
କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା, ରାମଧୁନ କ୍ଳବ୍ ସଦସ୍ୟ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ, ବୁବୁନ ନାଏକ, ବାଲ ଗୋପାଲ ମିଶ୍ର, ପ୍ରିତମ ସରାଫ, ରିକୁନ ନାଏକ, ଚନ୍ଦନ ବେହେରା, ଆୟୁଷ ପଣ୍ଡା, ଅଂଶୁମାନ ପଣ୍ଡା ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l  କଟକ ଦଳ ର ୧୧ ନମ୍ବର ଜର୍ସି ଜିତୁ ମୁଦୁଲି.ଙ୍କୁ  ମ୍ୟାନ ଅଫ ଦି ମ୍ୟାଚ ଭାବେ ଆଜିର ଅତିଥି ମାନେ ପୁରସ୍କୃତ କରିଥିଲେ l ପ୍ରଭୁ ଦାସ କୁମ୍ଭାର ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ l ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିଲେ l ଶେଷରେ ଦର୍ଶକ ଙ୍କ ପାଇଁ ଲଟେରୀ ଉଠାଣ ହୋଇଥିଲା l ତିନି ଜଣ ଦର୍ଶକ ଙ୍କୁ ମୋବାଇଲ ଫୋନ୍, ୟର କୋଡ ଓ ତୃତୀୟ ପୁରସ୍କାର କ୍ଲବ୍ ଜର୍ସି ପ୍ରଦାନ୍ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026

You Might Also Like

                           
  ଜିଲ୍ଲା  

ଖବର ଆଜିର