-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ସରପଞ୍ଚ ଓ ପି ଇ ଓ ମାନଙ୍କ ପାଇଁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ର ଯୋଜନା ପ୍ରସ୍ତୁତି ତାଲିମ

17-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସମ୍ମିଳନୀ କକ୍ଷ ଠାରେ ଅରୁଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ,ବଲାଙ୍ଗୀର ର ଆୟୋଜନ କ୍ରମେ ସରପଞ୍ଚ ଓ ପଞ୍ଚାୟତ କାର୍ଯ ନିର୍ବାହୀ ଅଧିକାରୀ ମାନଙ୍କ ପାଇଁ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ  ତାଲିମ ଅନୁଷ୍ଠିତ କରାଯାଇଛି।ତାଲିମ ଆରମ୍ଭରୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ସମସ୍ତଙ୍କୁ ସ୍ଵାଗତ ଜଣାଇ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା କମିଟିର କାର୍ଯକ୍ରମ ଉପରେ କିଶୋର ନ୍ୟାୟ ଆଇନ୍ ଉପରେ ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା ଉପରେ ଜଣାଇଥିଲେ। ଏହି ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୁଡ଼ଭେଲା ବ୍ଲକ୍ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୁରେଶ୍ୱର୍ ଭୋଇ ଉପସ୍ଥିତ ରହି ଶିଶୁ ମାନଙ୍କବପାଇ ଥିବା ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିର ୫% ଯୋଜନା ରଖି ଶିଶୁଙ୍କ ପାଇଁ ଖର୍ଚ୍ଚ କରିବା ପାଇଁ ତାଲିମରେ ଜଣାଇଥିଲେ।ଏହି ଅବସରରେ ସମନ୍ଵିତ ଶିଶୁ  ବିକାଶ ଅଧିକାରିଣୀ ବାସନ୍ତୀ ଜାନୀ ବାଲ୍ୟ ବିବାହ ନିଷେଧ ଆଇନ୍ ଉପରେ ଜଣାଇଥିଲେ।ତାଲିମରେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସୁଧୀର ପାଢ଼ୀ ଉପସ୍ଥିତ ରହି ତାଲିମ୍ ନେଇ ଶିକ୍ଷା ଲାଭ କରି କାମରେ ଲଗାଇବା ପାଇଁ ସମସ୍ତ ସରପଞ୍ଚ ଓ ଇ ଓ ମାନଙ୍କୁ ଉତ୍ସାହିତ କରିଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ରେ ଅବସ୍ଥିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ତାଲିମ ର ଲକ୍ଷ୍ୟ ଓ ଲକ୍ଷ୍ୟ ଉପରେ ସରପଞ୍ଚ ଓ ଇ ଓ ମାନଙ୍କର ଭୂମିକା , ଦାୟିତ୍ଵ ଉପରେ ଜଣାଇଥିଲେ ଏବଂ ଆଶିର୍ବାଦ,ଗ୍ରୀନ ପାସେଜ,ପୃଷ୍ଠପୋଷକତା ସହାୟତା ରାଶି, ଯଶୋଦା ଯୋଜନା ସମ୍ପର୍କରେ ଜଣାଇଥିଲେ।ଏହି ଅବସରରେ ସି ଆର୍ ଏସ୍ ର ସସ୍ମିତା ଭୋଈ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠି ର ଅନ୍ ଟାଏଡ ପାଣ୍ଠିର ୫ % ବିପଦସଙ୍କୁଳ ଅବସ୍ଥାରେ ଥିବା ଶିଶୁ ମାନଙ୍କୁ ଚିହ୍ନଟ କରି ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଗୋଷ୍ଠୀଭିତ୍ତିକ ଯୋଜନା  ଓ ବ୍ୟକ୍ତିଗତ ଯୋଜନା ଉପରେ ଏକ  ତାଲିମ ପ୍ରଦାନ କରିଥିଲେ।ଏହି ତାଲିମ ପ୍ରଦାନ ପୂର୍ବରୁ ଏବଂ ତାଲିମ ପରବର୍ତୀ ପର୍ଯ୍ୟାୟ ରେ ୧୦ ଟି ପ୍ରଶ୍ନ ପ୍ରସ୍ତୁତି କରି ସମସ୍ତ ସରପଞ୍ଚ ଓ ପି ଇ ଓ ଙ୍କୁ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ଗୁଡଭେଳା  ବ୍ଲକ୍ ର  ୧୩ ଟି ଗ୍ରାମ ପଞ୍ଚାୟତର ସରପଞ୍ଚ, ଇ ଓ,ଏ ଡି ଇ ଓ  ଉପସ୍ଥିତ ଥିଲେ।କାର୍ଯକ୍ରମରେ ଚାଇଲ୍ଡ ହେଲ୍ପଲାଇନର  ସୁଦାନ ଖମାରି ସକ୍ରିୟ ଅଂଶଗ୍ରହଣ କରିଥିଲେ। ପରିଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ହରିବନ୍ଧୁ ରାଉତ ଉପସ୍ଥିତ ରହି ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର