-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ରାଜ୍ୟ

ଜଳନ୍ଧର ଦରବାର ଉଦଯାପିତ

17-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଳମଣ୍ଡା ଗ୍ରାମ ପଞ୍ଚାୟତର ଚନ୍ଦ୍ରପୁର ଠାରେ ଚତୁର୍ଥ ମହାଶିବରାତ୍ରି ଜାଗର ମେଳା ଅବସରରେ ୫ଦିନ ଧରି ଚାଲିଥିବା ଶିବ ପୁରାଣ ତଥ୍ୟ ଆଧାରିତ ଜଳନ୍ଧର ଦରବାର ଅନୁଷ୍ଠିତ ହୋଇଯାଇଛି। ଦରବାରର ଉଦଯାପନୀ ସଂନ୍ଧ୍ୟାରେ ପୁଇଁନ୍ତଲା ବ୍ଲକ ଯାଦବ ମହାସଭାର ସଭାପତି ଅନିରୁଦ୍ଧ ବଗର୍ତ୍ତୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବ ପୁରାଣର ତତ୍ୱକୁ ଦରବାର ସମସ୍ତ ଅଭିନେତା ନିଖୁଣ ଭାବରେ ନିଜ ନିଜର ଅଭିନୟ ମାଧ୍ୟରେ ଦର୍ଶକ ମାନଙ୍କୁ ବିମୋହିତ କରିଥିବାରୁ ଆୟୋଜକ କମିଟୀ ଓ ଅଭିନେତା ମାନଙ୍କୁ ପ୍ରଶଂସା କରି ଥିଲେ। ଦରବାରର ବିଭିନ୍ନ ଦିବସରେ ଜଳନ୍ଧରଙ୍କ ତ୍ରିପୁର ବିଜୟୀ ହେବାପାଇଁ ତପସ୍ୟା, ଦେବାସୁର ଯୁଦ୍ଧ ଓ ଶ୍ରୀ ନାରାୟଣଙ୍କ ଦ୍ୱାରା ବୃନ୍ଦାଦେଵୀ ସତୀତ୍ୱ ହରଣ ପରି ଦୃଶ୍ୟ ଗୁଡିକ କଳାକାର ମାନଙ୍କ ଦ୍ୱାରା ନିଖୁଣ ଭାବେ ପରିବେଷଣ ହେବା ସାଙ୍ଗକୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଦରବାରର ମୁଖ୍ୟ ଆକର୍ଷଣ ଜଳନ୍ଧର ଭୂମିକାରେ କଳାକାର ମାଷ୍ଟର ଶଙ୍କର କଲତା ଅଭିନୟ କରିଥିଲେ। ଶିବରାତ୍ରି ମେଳା ଓ ଜଳନ୍ଧର ଦରବାରକୁ ସଫଳ କରିବା ପାଇଁ ଆୟୋଜନ କମିଟୀର ସଭାପତି ପ୍ରେମାନନ୍ଦ, ଉପସଭାପତି ଦେବଧର ବାଙ୍କ, ପିତାମ୍ବର ବାଙ୍କ, ପଦ୍ମନାଭ ବାଙ୍କ, ଚିନ୍ତାମଣି କର୍ମୀ, କମିଟୀ ସଦସ୍ୟ ପଙ୍କଜ ବାଙ୍କ, ଶରତ ବାଙ୍କ, ପୌଲସ୍ଥି ବାଙ୍କ, ପବିତ୍ର ବାଙ୍କ, ସଙ୍ଗୀତ ବାଙ୍କ କୁଳମଣି କର୍ମୀ, ଲୋକନାଥ କର୍ମୀ, ଅଶୋକ ବାଙ୍କ, ଆନନ୍ଦ ବାଙ୍କ , ହୃଷିକେଶ ବାଙ୍କ, ସୁରେଶ ବାଙ୍କ ଓ ଗ୍ରାମବାସୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like