-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||     

HOME   ଜିଲ୍ଲା

ବ୍ଲେସିଂ ଫର୍ ସୋସାଇଟି ଟ୍ରଷ୍ଟ ତରଫରୁ ଘୁଙ୍ଗୁରୁ ସଂଗୀତ ମହାବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

18-Feb-2026



ବଲାଙ୍ଗିର(ପ୍ରେରଣା ଖବର): ବ୍ଲେସିଂ ଫର ସୋସାଇଟି ଟ୍ରଷ୍ଟ ତରଫରୁ ଘୁଙ୍ଗୁରୁ ସଂଗୀତ ମହାବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ସ୍ଥାନୀୟ ଟାଉନ ବାଳିକା ଉଚ୍ଚବିଦ୍ୟାଳୟ ମଞ୍ଚରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଉପଦେଷ୍ଟା ସଦସ୍ୟ ସାମ୍ବାଦିକ ସନ୍ଦୀପ କୁମାର କୁଅଁରଙ୍କ ସଭାପତିତ୍ୱରେ ହୋଇ ଥିବା ସାଂସ୍କୃତିକ ସଭାରେ ଗୁରୁଶ୍ରୀ ଆଲୋକ ଦାସ, ଗୁରୁ ଶ୍ରୀ ଦିଲ୍ଲୀପ କୁମାର ସିଂହଦେଓ,ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ର, ନାଟ୍ୟକାର ନିର୍ଦେଶକ କାର୍ତିକ ସାହୁ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ବଲାଙ୍ଗୀରରେ କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ଧାରାକୁ ଆଗକୁ ବଢ଼ାଇବାରେ ଘୁଙ୍ଗୁରୁ  ନୃତ୍ୟ ମହାବିଦ୍ୟାଳୟର ଭୂମିକା କୁ ପ୍ରଶଂସା କରିଥିଲେ। ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟକ୍ଷା  ଶ୍ରୀମତୀ ସୁନିତା କୁମରା  ଅତିଥି ମାନଂକୁ ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ଗୁରୁ ଶିବଶଙ୍କର ମେହେରଙ୍କୁ ତାଙ୍କର

ଓଡିଶୀ ଓ ଲୋକନୃତ୍ୟରେ ବିଶେଷ ଅବଦାନ ପାଇଁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଶ୍ରୀମତୀ ଗୀତାଞ୍ଜଳି ମେହେର  ସାଂସ୍କୃତିକ ସଭାକୁ ସଂଯୋଜନା କରିଥିଲେ। ପରେ ପରେ ଆରମ୍ଭ ହୋଇଥିଲା ଛାତ୍ରଛାତ୍ରୀ ମାନଂକର ରଙ୍ଗାରଙ୍ଗ  ସାଂସ୍କୃତିକ  କାର୍ଯ୍ୟକ୍ରମ।  ଓଡିଶୀର ମଙ୍ଗଳାଚରଣରୁ ଆରମ୍ଭ କରି ଶେଷ ହୋଇଥିଲା  ପାରମ୍ପରିକ ଲୋକନୃତ୍ୟରେ। ପରିବେଷଣ କରିଥିଲେ  ଆଦ୍ଯାଶା ଅବନ୍ତିକା ମେହେର, ପୂର୍ବୀ ପ୍ରତ୍ୟାଶା ଚୌଧୁରୀ, ଦୁର୍ଗେଶ୍ୱରୀ ପଟେଲ, କିମାୟା ମିଶ୍ର,ସ୍ପନ୍ଦନା ଭୋଇ, ଦିବ୍ୟାଂଶୀ ହୋତା, ଚାରୁ ଚର୍ଚିତା ଦାସ,ତନିଶା ନାୟକ,ସିଦ୍ଧି ଲଗ୍ନା ତ୍ରିପାଠୀ, ଆରାଧ୍ୟା, ଶ୍ରେୟାଂଶୀ ମିଶ୍ର, ଆୟାଂଶୀ ଦାସ,ସମ୍ପୂର୍ଣ୍ଣା ମିଶ୍ର,  ଅପର୍ଣା ଦ୍ୱିବେଦୀ, ଅହଲ୍ୟା ରାଣୀ ମହାପାତ୍ର, ତୋସିକା ସାହୁ ତୋୟୋନା ସାହୁ, ଅଲୌକିକା ମାଝୀ,ଅଲିସା ପଣ୍ଡା ଦୀଲେଶ୍ୱରୀ ବେହେରା, ଋତୁ ପଧାନ,: ସାନଭୀ ତ୍ରିପାଠୀ ନମିତା ମାଝୀ ପ୍ରମୁଖ। ନୃତ୍ୟ ନିର୍ଦେଶନା ଦେଇଥିଲେ ଶ୍ରୀମତୀ ସୁନିତା କୁମରା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026

You Might Also Like