-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା କଂଗ୍ରେସର ପ୍ରସ୍ତୁତି ବୈଠକ

18-Feb-2026



ବଲାଙ୍ଗିର(ଦେବାଶିଷ ବହିଦାର): ପୁଇଁନ୍ତଲା ବ୍ଲକ ବୁବେଲ ପଂଚାୟତ ବେଲବାହାଲି ଗ୍ରାମ ଅନ୍ତର୍ଗତ ଲକ୍ଷ୍ମୀନଗରରେ ଏକ ପ୍ରସ୍ତୁତି ବୈଠକ ପୂର୍ବତନ ବ୍ଲକ ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଓ ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା । ଆଗାମୀ ପଂଚାୟତ ନିର୍ବାଚନକୁ ଆଖି ଆଗରେ ରଖି ପୂର୍ବତନ ବ୍ଲକ ଅଧ୍ୟକ୍ଷ, ପୂର୍ବତନ ବ୍ଲକ ସଭାପତି, ସରପଂଚ ଓ ସମିତି ସଭ୍ୟ ତଥା ପୁଇଁନ୍ତଲା ବ୍ଲକର ଆଗ ଧାଡିର କଂଗ୍ରେସ କର୍ମୀମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ବିଶିଷ୍ଟ ଆଇନଜିବୀ ଅମରେନ୍ଦ୍ର ମିଶ୍ର (ବାବୁଲୁ) ଯୋଗଦାନ କରି ଆଗାମୀ ପଂଚୟତ ନିର୍ବାଚନ ରେ ୱାର୍ଡ ସଭ୍ୟ ଠାରୁ ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭ୍ୟ, ସବୁଠି କଂଗ୍ରେସ କୁ ବିଜୟଲାଭ କରାଇ ବ୍ଲକରେ କଂଗ୍ରେସ କୁ ସୁଦୃଢ କରିବା ପାଇଁ ଆହ୍ୱାନ ଦେଇଥିଲେ । ପୂର୍ବତନ ଜିଲ୍ଲା ସଭାପତି ଦିଲିପ ବେହେରା ଯୋଗଦାନ କରି କେନ୍ଦ୍ର ଓ ରାଜ୍ୟ ସରକାରର ବିଭିନ୍ନ ବିଫଳତା ତଥା ଚାଷୀ ମାରଣାନୀତି ବିରୁଦ୍ଧରେ ପୁଙ୍ଖାନୁପୁଙ୍ଖ ଭାବେ ଉପସ୍ଥିତ କର୍ମୀମାନଙ୍କୁ ଅବଗତ କରାଇଥିଲେ । ଆଜିର ଏହି ବୈଠକରେ ଦଳୀୟ ପରିଚାଳନା ଜିଲ୍ଲା ଠାରୁ ବ୍ଲକ ପର୍ଯ୍ୟନ୍ତ ସଠିକ୍

ଭାବେ ପରିଚାଳନା ନ ହେଉଥିବା ଉପସ୍ଥିତ ସଭ୍ୟମାନେ କ୍ଷୋଭ ପ୍ରକାଶ କରିଥିଲେ । ଯଥା ଗତ ୩ମାସ ତଳେ ସ୍ଥାନୀୟ ହୋଟେଲ ଠାରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିଯୁକ୍ତ ପିସିସି ପର୍ଯ୍ୟବେକ୍ଷକ, ପିସିସି ଉପସଭାପତି ସନ୍ତୋଷ ସିଂ ସାଲୁଜା, ଜିଲ୍ଲା କଂଗ୍ରେସ ସଭାପତି ଏବଂ ପୁଇଁନ୍ତଲା ବ୍ଲକର ସମସ୍ତ ସକ୍ରିୟ ସଦସ୍ୟଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ସର୍ବ ସମ୍ମତିକ୍ରମେ ପୁଇଁନ୍ତଲା ବ୍ଲକ କଂଗ୍ରେସ ସଭାପତି ପାଇଁ ୫ ଜଣଙ୍କ ନାମ ସୁପାରିଶ କରାଯାଇଥିଲା କିନ୍ତୁ ଦୁଃର୍ଭାଗ୍ୟର ବିଷୟ ପୁଇଁନ୍ତଲା ବ୍ଲକ କଂଗ୍ରେସ କମିଟିର ସହମତିକୁ ଏଡାଇ ଦେଇ ଜଣେ ଅଣ କଂଗ୍ରେସ, ଅପାରଗ ଯୁବକକୁ ପୁଇଁନ୍ତଲା ବ୍ଲକ କଂଗ୍ରେସ ସଭାପତି ଭାବେ ଘୋଷଣା କରି କଂଗ୍ରେସ ସଂଗଠନକୁ ଦୁର୍ବଳ କରିବା ପାଇଁ ଏକ କୁଚକ୍ରି ଗୋଷ୍ଠି ଷଡଯନ୍ତ୍ର କରିଛନ୍ତି ବୋଲି ଲୋଇସିଂହା ନିର୍ବାଚନ ମଣ୍ଡଳି ବିଧାୟକ ପ୍ରାର୍ଥୀ ଓମ୍ ପ୍ରକାଶ କୁମ୍ଭାର, ପୂର୍ବତନ ବ୍ଲକ ସଭାପତି ରାଜ କିଶୋର ବାବୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ହୃଦାନନ୍ଦ ଭୋଇ, ବିଶିଷ୍ଟ ଦଳିତ ନେତା ଜ୍ୟୋତିଷ ମୁଗ୍ରୀ, ପୂର୍ବତନ ସରପଂଚ ପଂଚାନନ ସେଠ ପ୍ରମୁଖ ନିଜ ବକ୍ତବ୍ୟରେ ଉଦ୍‌ବେଗ ପ୍ରକାଶ କରିଥିଲେ । ସଭା ପ୍ରାରମ୍ଭରେ ନବ ନିଯୁକ୍ତ ବଲାଙ୍ଗିର ନଗର କଂଗ୍ରେସ ସଭାପତି ବୁଲୁ ଦାନୀ ଏବଂ ରାଜ୍ୟ କିଶାନ କଂଗ୍ରେସ ସଂଯୋଜକ ସାନନ୍ଦ ମିଶ୍ରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଆଗାମୀ ପଂଚାୟତ ନିର୍ବାଚନ ଲଢେଇ କରିବା ପାଇଁ ବୈଠକରେ କର୍ମୀମାନେ ଉତ୍ସାହର ସହ ମତ ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କାର୍ଯ୍ୟକାରୀ ସଭାପତି ମନୀଷ ମିଶ୍ର, ଆଗଲପୁର ବ୍ଲକ କଂଗ୍ରେସ ସଭାପତି ମନମୋହନ ପଟେଲ, ପୂର୍ବତନ ବ୍ଲକ ସଭାପତି ଲୋଇସିଂହା ଅରବିନ୍ଦ ସାହୁ, ସାନ୍ତନୁ ସିଂ, ସରପଂଚ ରବି ବସ୍ତିଆ, ମୋହିତ ମିଶ୍ର, ହିମାଂଶୁ ନନ୍ଦ, ଅନିରୁଦ୍ଧ ବଗର୍ତ୍ତି, ମନୋଜ ସାଏ, ଲଳିତ ପଟେଲ, ଶ୍ୟାମ ସୁନ୍ଦର ସାଏ, ସାରଙ୍ଗ ସାଏ, ସମୀର କୁମ୍ଭାର, ସୀତାରାମ କୁମ୍ଭାର,ତରଣିସେନ ଦୀପ, ବସୁଦେବ ନାଏକ, ଯୁବନେତା ଜିତୁ ମନହିରା, ସଂଜିବ କ୍ଷେତି, ସରୋଜ ଡାଙ୍ଗ, ଦେବରାଜ ମହାକୁର, ବିକ୍ରମ ଡାଙ୍ଗ, ଦେବହରି ବାଗ, ତିର୍ଥ ମେଲ୍ଲୀ, କ୍ଷମାନିଧି ସାହୁ, ଗରିବ ସାହୁ, ସମିତି ସଭ୍ୟ ସୁଦାମ ନନ୍ଦ, ବେଲବାହାଲି ଗଉଁନ୍ତିଆ ବେଣୁଧର ସାଏ, କଲାକାହ୍ନୁ ସାଏ, ସୁଦାମ ପଟେଲ, ପ୍ରିୟବନ୍ଧୁ ସାଏ, ଅଚ୍ୟୁତ ବେହେରା, ବିଶେଶ୍ୱର ଚନ୍ଦନ, ବୁଲୁ ମନହିରା, ଭରତ ମନହିରା, ରିଙ୍କୁ ବାଗ, ରାଜିନ ମହାକୁର, ଯୁଗେଶ୍ୱର ପାଣ୍ଡେ, ରାମ କାଲସାଏ, ମକାରୁ ସେଠ, ବାବୁଲାଲ ଷାଣ୍ଢ, ସୁନିଲ ମିଶ୍ର ପ୍ରମୁଖ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ । ଶେଷରେ ଦଳିତ ନେତା ଜ୍ୟୋତିଷ ମୁଗ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like