-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ ସୁବର୍ଣ୍ଣପୁର ଜିଲ୍ଲାରେ ଏକକ ସମ୍ପର୍କ ଅଭିଯାନ

18-Feb-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
:ଓଡ଼ିଶାର ସାହିତ୍ୟ ଅନୁଷ୍ଠାନର ତୃତୀୟ ଦିବସରେ  ସୁବର୍ଣ୍ଣପୁର ଜିଲ୍ଲାରେ ଏକକ ସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଛି । ପ୍ରଥମେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡକ୍ଟର ନୃପରାଜ୍ ସାହୁଙ୍କୁ ଏକକ ଅଭିଯାତ୍ରୀ, ଯୁଗଯାତ୍ରୀ ସାହିତ୍ୟ ସଂସଦର ସମ୍ପାଦକ ହେମନ୍ତ ସାହୁ ସାକ୍ଷାତ୍ କରିବା ପରେ ବୀର ମହାରାଜପୁରରେ ଥିବା ସପ୍ତଦୀପା ସାହିତ୍ୟ ସଂସଦକୁ ଯାଇ ଉକ୍ତ ଅନୁଷ୍ଠାନର ସଭାପତି ଦ୍ଵିତୀକୃଷ୍ଣ ପଣ୍ଡାଙ୍କ ସହ ସାକ୍ଷାତ ଓ ଆଲୋଚନା କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦର  ସଭାପତି ଡ଼. ସୌରଭ ରଂଜନ ଖମାରୀ ଓ ସମ୍ପାଦକ ଲକ୍ଷ୍ମୀ ନାରାୟଣ ସାହୁ ପୁଷ୍ପ ଗୁଛ ଓ ଉତ୍ତରୀୟ ଦେଇ ସ୍ବାଗତ କରିବା ପରେ ଶ୍ରୀ ସାହୁ ଏହି ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ପରେ ସଭାପତି ଶ୍ରୀ ଖମାରୀ ଏହା ଏକ ସ୍ବାଗତ ଯୋଗ୍ୟ ପଦକ୍ଷେପ ଏବଂ ଓଡ଼ିଶାରେ ପ୍ରଥମ ଥର ପାଇଁ ଯୁଗଯାତ୍ରୀ ସାହିତ୍ୟ ସଂସଦ ତିରିଶ ଜିଲ୍ଲାର ସାହିତ୍ୟ ଅନୁଷ୍ଠାନକୁ ସମ୍ପର୍କ ଅଭିଯାନ କରୁଥିବା କହିଥିଲେ । ସେ ମଧ୍ୟ ଉଲ୍ଲେଖ କରିଥିଲେ ଯେ ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ ଓ ସାହିତ୍ୟକଙ୍କ ମଧ୍ୟରେ ଏହା ଏକ ନିବିଡ଼ ସମ୍ପର୍କ ତିଆରି କରିବ। ପରେ ଏହି ଅନୁଷ୍ଠାନର ସମସ୍ତ ତଥ୍ୟ ଲିଖିତ ଆକାରରେ ଶ୍ରୀ ସାହୁଙ୍କୁ ସଭାପତି ଓ ସଂପାଦକ ପ୍ରଦାନ କରିଥିଲେ।। ଅନୁଷ୍ଠାନର ସମ୍ପାଦକ ଶ୍ରୀ ସାହୁ ମହାନଦୀ ସାହିତ୍ୟ ସଂସଦର ବିଭିନ୍ନ ନିଆରା କାର୍ଯ୍ୟକ୍ରମ ସମ୍ପର୍କରେ ମତ ରଖିଥିଲେ। ମହାନଦୀ ସାହିତ୍ୟ ସଂସଦର ପୂର୍ବତନ ସଭାପତି ଓ ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ସାହୁ ଏହି ଅଭିଯାନ ଆଗକୁ କିଭଳି ଆହୁରି ସୁନ୍ଦର ଏବଂ ସଂଗଠିତ ହୋଇ ପାରିବ ସେ ଦିଗରେ ଗଠନମୂଳକ ପ୍ରସ୍ତାବମାନ ରଖିଥିଲେ। କବି ନରେନ୍ଦ୍ର କୁମାର  ଭୋଇ ଏବଂ ଯୁବ ଗାଳ୍ପିକ ଅବକାଶ ପ୍ରଧାନ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।  ଏହି ଅଭିଯାନରେ  ଓଡ଼ିଶାର ତିରିଶ ଗୋଟି ଜିଲ୍ଲା ରେ ଥିବା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକୁ ସାରସ୍ଵତ ସମ୍ପର୍କର ଏକସୂତ୍ରରେ ବାନ୍ଧିବାର ପ୍ରୟାସ  ତଥା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକର ତଥ୍ୟ ସଂଗ୍ରହ ପୂର୍ବକ " ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିକୁ ଅବଦାନ" ଶୀର୍ଷକରେ ଏକ ପୁସ୍ତକ ପ୍ରକାଶ କରିବାର ଯୋଜନା ରହିଥିବା କହିଥିଲେ ଏକକ ଅଭିଯାତ୍ରୀ ଯୁଗ ଯାତ୍ରୀ ସାହିତ୍ୟ ସଂସଦ ର ସମ୍ପାଦକ ହେମନ୍ତ ସାହୁ । ଏହି ଅଭିଯାନ ମ.ରାମପୁରରୁ ବାହାରି କନ୍ଧମାଳ ଜିଲ୍ଲାରୁ ଆରମ୍ଭ ହୋଇ  ଆଜି ବୌଦ୍ଧ ଜିଲ୍ଲା   ଦେଇ ସୁବର୍ଣ୍ଣପୁର ଜିଲ୍ଲା ପରିଭ୍ରମଣ ପୂର୍ବକ ପର୍ଯ୍ୟାୟ କ୍ରମେ ସମସ୍ତ ଜିଲ୍ଲା ଯିବାପରେ  କଳାହାଣ୍ଡିରେ ମାର୍ଚ୍ଚ ମାସ ୧୮ ତାରିଖ ରେ ଶେଷ ହେବାର ଯୋଜନା ରହିଛି । ଏହି ଅଭିଯାନଟି ସମ୍ପାଦକ ନିଜ ଉଦ୍ୟମରେ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like