-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

*ଅଲ୍ ଇଣ୍ଡିଆ ରାମଧୂନ କପ୍ ଫୁଟବଲ୍*- *ବି ପୂଲ୍ ର ପ୍ରଥମ ମ୍ୟାଚରେ ଭୁବନେଶ୍ଵର ଦଳ ୨-୧ ଗୋଲ ରେ ବିଜୟୀ ହୋଇ ଦ୍ବିତୀୟ ସେମି ଫାଇନାଲ କୁ ପ୍ରବେଶ*-

19-Feb-2026



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର  ଗାନ୍ଧି ଷ୍ଟାଡିୟମ୍ ଠାରେ ଆୟୋଜିତ ୧୭ ତମ ସର୍ବ ଭାରତୀୟ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣlମେଣ୍ଟ ବି- ପୁଲ ର ପ୍ରଥମ ମ୍ୟାଚରେ ଆଜି ଭୁବନେଶ୍ୱର ଜଗା ୟୁନାଇଟେଡ ଓ କଲିକତା ନାଇଜେରିଆନ ଇଲେଭେନ ଦଳ ମଧ୍ୟରେ ଅନୁଷ୍ଟିତ ହୋଇ ସଂଘର୍ଷ ପୂର୍ଣ୍ଣ ଖେଳ ହୋଇ ଥିଲା l ଆଜି ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଯୋଗ ଦେଇ ପ୍ରଥମେ ଦର୍ଶକ ଗ୍ୟାଲେରୀ ରେ ବସି ଖେଳ ଉପଭୋଗ କରିଥିଲେ l ପରେ ଆଜିକାର ସର୍ଵ ଶ୍ରେଷ୍ଠ ଖେଳାଳୀ  ତଥା ମ୍ୟାନ ଅଫ ଦି ମ୍ୟାଚ ଭାବେ ଭୁବନେଶ୍ୱର ଜଗା ୟୁନାଇଟେଡ ଦଳ ର ଏକଲବ୍ୟ ଲାଖୁଆ ଙ୍କୁ  ପୁରସ୍କୃତ କରିଥିଲେ l ସମ୍ମାନିତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ମଦନ ଲାଲ ଶର୍ମା, ସୋନପୁର ବି ଡି ଓ ଶ୍ରୀ ପ୍ରତୀକ କର, ରାମ୍ ଧୂନ୍ କ୍ଲବ ଉପଦେଷ୍ଟା ତଥା ଆଇନଜୀବୀ ନନ୍ଦ କିଶୋର ତ୍ରିପାଠୀ ଯୋଗ ଦେଇ ଖେଳାଳୀ ଙ୍କ ପରିଚୟ ପ୍ରଦାନ କରି  ଆୟୋଜକ, ଦର୍ଶକ ଓ ଖେଳାଳୀ ଙ୍କୁ ଉତ୍ସାହିତ କରିଥିଲେ l କଲିକତା ନାଇଜେରିଆନ ଇଲେଭେନ୍ ଦଳ ର ଫ୍ରାଞ୍ଚାଇଜ୍ ଚନ୍ଦ୍ରମା ମୋଟର୍ସ୍ ତଥା ସୋନାଲିକା ଟ୍ରାକ୍ଟର ସୋ ରୁମ୍ ଏମ୍ ଡି ପ୍ରଶାନ୍ତ କୁମାର ବାବୁ ଓ  ଭୁବନେଶ୍ୱର ଜଗା ୟୁନାଇଟେଡ ଦଳ ର ଫ୍ରାଞ୍ଚାଇଜ୍ ପଶ୍ଚିମ ନିଉଜ ଅଧ୍ୟକ୍ଷ  ତଥା ସମଲେଶ୍ଵରୀ ନର୍ସିଂ ହୋମ ଏମ୍ ଡି ସୁଭାଶିସ ରଥ , ଜିଲ୍ଲା ଟ୍ରାକ୍ଟର ଆସୋସିଏସନ୍ ସଭାପତି ଶିବ ଶଙ୍କର ବହିଦାର, ସଂପାଦକ କୋଶଳେଶ୍ୱର ବହିଦାର ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ ମୁଖ୍ୟ ଅତିଥି ଙ୍କ ସହ ଖେଳାଳୀ  ଓ ଦର୍ଶକ ଲଟେରୀ ବିଜେତା ଙ୍କୁ ପୁରସ୍କୃତ କରିଥିଲେ  l  କଲିକତା  ନାଇଜେରିଆ ଇଲେଭେନ ଦଳ କୁ ହରାଇ ଭୁବନେଶ୍ୱର ଜଗା ୟୁନାଇଟେଡ ଦଳ ୨-୧ ଗୋଲ୍ ରେ ବିଜୟୀ ହୋଇ ଥିଲେ l ଆଜିର ଖେଳକୁ ମୁଖ୍ୟ ରେଫରି ଭାବେ ସଞ୍ଜୀବ ସାହୁ,  ସହଯୋଗୀ ରେଫରୀ ଭାବେ ସୁଜିତ ରାଜ ହଂସ, ଅଜୟ ପଧାନ, ଶୁଶାନ୍ତ ବାଗ , ଓ ମ୍ୟାଚ କମିଶନର ଭାବେ ଭୁକୁଲୁ ବକ୍ସି ଖେଳ ପରିଚାଳନା ରେ ସହଯୋଗ  କରିଥିଲେ l ଅତିଥି ଓ ଭେଟରାନ କ୍ରୀଡାବିତ୍ ମାନଙ୍କ ସହିତ  ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ  ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥି ଖେଳ ର ପ୍ରତ୍ୟକ୍ଷ ଧାରା ବିବରଣୀ ପ୍ରଦାନ କରିଥିଲେ  ଓ ସଭା ପରିଚାଳନା ଓ ଲଟେରୀ ଉଠାଣ ପୁରସ୍କାର ବିତରଣ କାର୍ଯ୍ଯ କ୍ରମ କୁ ପରିଚାଳନା କରିଥିଲେ   l କ୍ରୀଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା, ରାମଧୁନ କ୍ଳବ୍ ସଦସ୍ୟ ବିକାଶ ପଣ୍ଡା, , ସନ୍ତୋଷ ପାଢ଼ୀ, ସୁଭାଷ ବିଶ୍ଵାଳ, ବସିର୍ ମହମ୍ମଦ, ଅନିଲ ସାହୁ, ହୃଷୀକେଶ ପଣ୍ଡା, ରାଜ କୁମାର୍ ନାଏକ, ରାଜୀବ ସାହୁ, ବୁବୁନ ନାଏକ, ଶ୍ରୀତମ ସରାଫ, ଅମିତ୍ ସାହୁ, ମୁନୁ ମହମ୍ମଦ, ବିଶ୍ୱ, ଚାହଦ, ରିକୁନ ନାଏକ, ସିପୁନ ନାଏକ, ସୁରଜ୍ ସାହୁ, ଚନ୍ଦନ ସାହୁ, ବିଦ୍ୟା ଧର ମିଶ୍ର ,  ସଦା ସାହୁ, ଗୁରୁ ଦଳାଇ,  ଚନ୍ଦନ ବେହେରା, ଆୟୁଷ ପଣ୍ଡା, ଅଂଶୁମାନ ପଣ୍ଡା ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like