-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||     

HOME   ଜିଲ୍ଲା

ଯୁଗଯାତ୍ରୀ ସାହିତ୍ୟ ସଂସଦ ପକ୍ଷରୁ ସମ୍ପାଦକ ହେମନ୍ତ ସାହୁଙ୍କ ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନ ଯୁଗ ଯାତ୍ରୀ ର ଏ ଅଭିନବ ପ୍ରୟାସ

19-Feb-2026



ବଲାଙ୍ଗୀର(ପ୍ରେରଣା ଖବର): ଯୁଗଯାତ୍ରୀ ସାହିତ୍ୟ ସଂସଦ ପକ୍ଷରୁ ସମ୍ପାଦକ ହେମନ୍ତ ସାହୁଙ୍କ ନିଜ ଉଦ୍ୟମରେ ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନର ଚତୁର୍ଥ ଦିବସରେ  ବଲାଙ୍ଗୀର ଜିଲ୍ଲାରେ ଅନୁଷ୍ଠିତ ହୋଇଛି ।  ବଲାଙ୍ଗୀର  ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନାର  ସଭାପତି ସନାତନ ଠାକୁର ଓ ସମ୍ପାଦକ କବି ଭାଗିରଥୀ ମିଶ୍ର  ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ସ୍ବାଗତ କରିବା ପରେ ଏକକ ଅଭିଯାତ୍ରୀ ହେମନ୍ତ ସାହୁ  ଏହି ଅଭିଯାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ପରେ ସଭାପତି ଶ୍ରୀ ଠାକୁର ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ଏବଂ ଓଡ଼ିଶାରେ ପ୍ରଥମ ଥର ପାଇଁ ଯୁଗଯାତ୍ରୀ ସାହିତ୍ୟ ସଂସଦ ୩୦ଟି ଯୁଗଯାତ୍ରୀ ସାହିତ୍ୟ ସଂସଦ ପକ୍ଷରୁ ସମ୍ପାଦକ ହେମନ୍ତ ସାହୁଙ୍କ ସାହିତ୍ୟ ଅନୁଷ୍ଠାନ: ଏକକ ସମ୍ପର୍କ ଅଭିଯାନ ଯୁଗଯାତ୍ରୀ ର ଏ ଅଭିନବ ପ୍ରୟାସ ଜିଲ୍ଲାର ସାହିତ୍ୟ ଅନୁଷ୍ଠାନକୁ ସମ୍ପର୍କ ଅଭିଯାନ କରୁଥିବା କହିଥିଲେ। ବଲାଙ୍ଗୀର ତହଁକ କୁଟୁମ୍ ର ମୁଖ୍ୟ ସମ୍ପାଦକ ରାଜେଶ କୁମାର ଦଣ୍ଡସେନା  ଉଲ୍ଲେଖ କରିଥିଲେ ଯେ ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ ଓ ସାହିତ୍ୟକଙ୍କ ମଧ୍ୟରେ ଏହା ଏକ ନିବିଡ଼ ସମ୍ପର୍କ ତିଆରି କରିବାରେ ସଫଳ ପ୍ରୟାସ  । ପ୍ରମେୟ କେବିକେ ସଂସ୍କରଣ ର ଡିଜିଏମ ଅଖିଳ ଚନ୍ଦ୍ର ହୋତା  ଯୁଗଯାତ୍ରୀର ଏ ପ୍ରଚେଷ୍ଟା ଅନ୍ୟ ସାହିତ୍ୟ ଅନୁଷ୍ଠାନ ମାନଙ୍କ ପାଇଁ ତଥା ଓଡ଼ିଆ ଭାଷା ସାହିତ୍ୟର ବିକାଶ ପାଇଁ ଏକ ପ୍ରମୁଖ ପଦକ୍ଷେପ ବୋଲି ମତ ଦେଇଥିଲେ। ପରେ ଏହି ରଚନା ଓ ତହଁକ କୁଟୁମ୍ ଅନୁଷ୍ଠାନର ସମସ୍ତ ତଥ୍ୟ ଲିଖିତ ଆକାରରେ ଶ୍ରୀ ସାହୁ ଙ୍କୁ ସଭାପତି ଓ ସଂପାଦକ ପ୍ରଦାନ କରିଥିଲେ।। ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. କୌତୁକ ପନ୍ଦର ଓଡ଼ିଶାର ସାହିତ୍ୟ ସଂସଦ ଗୁଡ଼ିକ ଶ୍ରୀ ସାହୁ ଙ୍କ ଏହି ଅଭିଯାନରେ ସହଯୋଗ କରିବା ନେଇ ମତ ରଖିଥିଲେ। ଯୁବ ଗାଳ୍ପିକ ଜଗନ୍ନାଥ ସାହୁ ଏହି ଅଭିଯାନ ଆଗକୁ କିଭଳି ଆହୁରି ସୁନ୍ଦର ଏବଂ ସଂଗଠିତ ହୋଇ ପାରିବ ସେ ଦିଗରେ ନିଜର ଆଲୋଚନା  ରଖିଥିଲେ।

ଚାଷୀନେତା ଅରୁଣ ମିଶ୍ର ଏ ମହତ କାର୍ଯକ୍ରମରେ ପରୋକ୍ଷରେ ସାମିଲ ହେବା ମଧ୍ୟ ଭାଗ୍ୟବାନ ବୋଲି ମତବ୍ୟକ୍ତ କଲେ। ନବନୀତାର ସମ୍ପାଦକ ରାଜେଶ କୁମାର ଝାଙ୍କର ଏହି ଐତିହାସିକ କାର୍ଯ୍ୟକ୍ରମକୁ ସାହିତ୍ୟିକଗଣ ବିପୁଳ ଭାବରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ଶିକ୍ଷାବିତ୍ ସନାତନ ଠାକୁର ଓଡ଼ିଆ ସାହିତ୍ୟରେ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି  ଅଭିହିତ କରିଥିଲେ ।
 କବି ମିଳନ ପଣ୍ଡା ସଭା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।  ଏହି ଅଭିଯାନରେ  ଓଡ଼ିଶାର ୩୦ ଗୋଟି ଜିଲ୍ଲାରେ ଥିବା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକୁ ସାରସ୍ଵତ ସମ୍ପର୍କର ଏକ ସୂତ୍ରରେ ବାନ୍ଧିବା ର ପ୍ରୟାସ  ତଥା ସାହିତ୍ୟ ଅନୁଷ୍ଠାନ ଗୁଡ଼ିକ ର ତଥ୍ୟ ସଂଗ୍ରହ ପୂର୍ବକ "ଓଡ଼ିଶାର ସାହିତ୍ୟ ଅନୁଷ୍ଠାନ: ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିକୁ ଅବଦାନ" ଶୀର୍ଷକରେ ଏକ ପୁସ୍ତକ ପ୍ରକାଶ କରିବାର ଯୋଜନା ରହିଥିବା କହିଥିଲେ ଏକକ ଅଭିଯାତ୍ରୀ ଯୁଗ ଯାତ୍ରୀ  ର ସମ୍ପାଦକ ହେମନ୍ତ ସାହୁ । ଏହି ଅଭିଯାନ ମ.ରାମପୁରରୁ ବାହାରି କନ୍ଧମାଳ ଜିଲ୍ଲାରୁ ଆରମ୍ଭ ହୋଇ  ବୌଦ୍ଧ , ସୁବର୍ଣ୍ଣପୁର ଜିଲ୍ଲା , ଦେଇ ଆଜି ବଲାଙ୍ଗିର ଜିଲ୍ଲା ପରିଭ୍ରମଣ ପୂର୍ବକ ପର୍ଯ୍ୟାୟ କ୍ରମେ ସମସ୍ତ ଜିଲ୍ଲା ଯିବା ପରେ  କଳାହାଣ୍ଡିରେ ମାର୍ଚ୍ଚ ମାସ ୧୮ ତାରିଖରେ ଶେଷ ହେବାର ଯୋଜନା ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026

You Might Also Like