-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

୨୦୨୩ ସୁଦ୍ଧା ଲୋୟର ସୁକତେଲ ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ, ବିସ୍ଥାପିତଙ୍କ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ୍

04-Feb-2021



ବଲାଙ୍ଗୀର,(ପ୍ରେରଣା ଖବର) : ଅତି ଶୀଘ୍ର ସମ୍ପୂର୍ଣ୍ଣ ହେବ ବଲାଙ୍ଗୀର ଜିଲ୍ଲାର ଲାଇଫ ଲାଇନ ପ୍ରକଳ୍ପ ଲୋୟର ସୁକତେଲ ।ଦିଆଗଲାଣି ଡେଡ୍ ଲାଇନ। ଆଗାମୀ ୨୦୨୩ ସୁଦ୍ଧା କାମ ସମ୍ପୁର୍ଣ୍ଣ କରିବାକୁ ନିର୍ଦେଶ ମିଳିସାରିଛି। ଏନେଇ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ବିସ୍ଥାପିତଙ୍କ ସମସ୍ୟାର ସମାଧାନ ସହ କାମକୁ ସମ୍ପୂର୍ଣ୍ଣ କରିବାକୁ ହାଇ ଲେବେଲ ବା ଉଚ୍ଚସ୍ତରୀୟ ଟିମର ନିର୍ଦ୍ଦେଶ ପରେ ଏବେ ଲୋୟର ସୁକତେଲ ପ୍ରକଳ୍ପ ଶୀଘ୍ର ଶେଷ ହେବା ନେଇ ଦେଖାଦେଇଛି ଆଶା। ସେପଟେ ଏଭଳି ସରକାରଙ୍କ ତତ୍ପରତାକୁ ପ୍ରଶଂସା କରିଛନ୍ତି ବଲାଙ୍ଗୀରବାସୀ।

ହାଇଲାଇଟ୍ ପ୍ରକଳ୍ପ ଉପରେ ଏବେ ହାଇଲେବଲ ଟିମର ନଜର। ହାଇଲେବଲ ଟିମର ଫୋକସ  ଏବେ ବଲାଙ୍ଗୀରର ଲାଇଫ ଲାଇନ୍ କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଉପରେ l ଦୀର୍ଘ ୨ ବର୍ଷରୁ ଅଧିକ ସମୟ ଧରି ବନ୍ଦ ପଡିଥିବା ବଲାଙ୍ଗୀର ଲାଇଫଲାଇନ୍ ଲୋୟର  ସୁକତେଲ ପ୍ରକଳ୍ପକୁ ୨୦୨୩ ସୁଦ୍ଧା ଶେଷ  କରିବାକୁ ଦିଆଯାଇଛି ନିର୍ଦ୍ଦେଶ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ହୋଇସାରିଛି।  ତେବେ କାମ ତ୍ବରାନ୍ବିତ କରାଯିବା ପାଇଁ ମୁଖ୍ୟ ବାଧା ସାଜୁଥିବା ବିସ୍ଥାପିତଙ୍କ ସମସ୍ୟାର ସମାଧାନ ମଧ୍ୟ ହେବ । ଏହାକୁ ନେଇ ସମସ୍ତ ସମାଧାନର ବାଟ ଫିଟା ଯିବା ସହ ସେମାନଙ୍କୁ ଉଚିତ ଥଇଥାନ ଓ କ୍ଷତିପୂରଣ ଦିଆଯିବ । ସେମାନଙ୍କ ସାହାଯ୍ୟ ସହଯୋଗ ରହିଲେ ରଖାଯାଇଥିବା ଡେଡ୍ ଲାଇନ୍ ୨୦୨୩ ସୁଦ୍ଧା ନିଶ୍ଚିତ ଭାବରେ କାମ ସମ୍ପୁର୍ଣ୍ଣ ହେବା ନେଇ ପ୍ରଶାସନ ଆଶା ରଖିଛି ।

ବଲାଙ୍ଗୀର ଜିଲ୍ଲା ସହ ପଡୋଶୀ ଜିଲ୍ଲାମାନଙ୍କୁ ମଧ୍ୟ ଜଳସେଚନରେ ଏ ପ୍ରକଳ୍ପ ସାହାଯ୍ୟ ଯୋଗାଇବାକୁ ଥିବା ବେଳେ ୨୦୦୦ ମସିହାଠାରୁ ଆରମ୍ଭ ହୋଇଛି ଏହାର କାମ । କିନ୍ତୁ  ଆଜି ପର୍ଯ୍ୟନ୍ତ ତାହାର କାମ ସମ୍ପୂର୍ଣ୍ଣ ହୋଇପରୁ ନାହିଁ କାରଣ ଗୋଟିଏ ସମସ୍ୟା ବିସ୍ଥାପିତଙ୍କ ସମସ୍ୟାର ସମାଧାନ। ତେବେ ୨୦୧୩ ମସିହା ଠାରୁ ଏ ପ୍ରକଳ୍ପ କାମ ପୁଣିଥରେ ଆରମ୍ଭ କରାଯାଇଥିବା ବେଳେ ୨୦୧୮ ମସିହା ପର୍ଯ୍ୟନ୍ତ ସ୍ପଲଓ୍ବେ କାମ ୪୩ ପ୍ରତିଶତ ଓ ମାଟି ଆଡିବନ୍ଧ କାମ ୬୪ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଥିଲା। ପରେ ପରେ ଲୋକଙ୍କୁ ୨୦୧୩ ଆଇନ ଅନୁଯାୟୀ ଟଙ୍କା ପ୍ରଦାନ ସହ ସେମାନଙ୍କ ଥଇଥାନ ଓ ସମସ୍ୟାର ସମାଧାନ ନ କରିବା ପର୍ଯ୍ୟନ୍ତ କାମ ବନ୍ଦ କରିବାକୁ ନିଷ୍ପତ୍ତି ନେଇ କାମକୁ ୨୦୧୮ ଜୁଲାଇ ମାସରୁ ବନ୍ଦ ରଖାଯାଇଥିଲା । ପରବର୍ତ୍ତୀ  ସମୟରେ ୨୦୨୧ରେ ପ୍ରଶାସନ  ଓ ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ବାରା ବିଭିନ୍ନ ଗାଁରେ ଲୋକଙ୍କ ସହ ବୈଠକ କରାଯିବା ସହ ସେମାନଙ୍କ ସହ ଆଲୋଚନା କରି ରାସ୍ତା କାମ ନିର୍ମାଣ ଆରମ୍ଭ କରାଯାଇଥିଲା । ତେବେ ହାଇଲେବେଲ ଟିମ୍‌ର ଗସ୍ତ ପରେ ପ୍ରକଳ୍ପ କାମ ଅତି ଶୀଘ୍ର ଆରମ୍ଭ ବିସ୍ଥାପିତଙ୍କ ଥଇଥାନ ତୁରନ୍ତ ହେବା ନେଇ ଆଶା ଦେଖାଦେଇଛି। ଯାହାକୁ ବୁଦ୍ଧିଜୀବୀ ନେଇ ରାଜ୍ୟ ସରକାରଙ୍କ ସହ ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି  ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like