-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||     

HOME   ଜିଲ୍ଲା

କୁଚିଆ ମଦ ବିକ୍ରି ବନ୍ଦ ଅଭିଯାନରେ ସାମିଲ ହେଲେ ବୋଲି ଅସହାୟ ମହିଳାଙ୍କ ଘର ଭାଙ୍ଗୁଛନ୍ତି କୁଚିଆ ମଦ ବେପାରୀ

20-Feb-2026



ଡୁଙ୍ଗୁରିପାଲି/ଏସ.ରାମପୁର(ଅରବିନ୍ଦ ମିଶ୍ର)- ସୁବର୍ଣ୍ଣପୁର ଜିଲ୍ଲା ରାମପୁରର ପଞ୍ଚାୟତ ଅଞ୍ଚଳରେ ବିକ୍ରି ହେଉଥିବା ଚୋରା କୁଚିଆ ମଦ ବନ୍ଦ ନେଇ ଗତ ନଭେମ୍ବର ମାସରୁ ଜାନୁଆରୀ ମାସ ଯାଏଁ ଗ୍ରାମର ଶତାଧିକ ମହିଳା ଅନେକଥର ଲୋକଙ୍କୁ ସଚେତନ କରିବା ଏବଂ ମଦ ବନ୍ଦ କରିବା ନେଇ ଗ୍ରାମ ପରିକ୍ରମା କରିବା ସହ ରାମପୁର ଥାନାରେ ଅଭିଯୋଗ କରିଥିଲେ | ତେବେ ମହିଳାଙ୍କ ଏ ମଦ ବିରୋଧି ଅଭିଯାନରେ ଗ୍ରାମର ଶତାଧିକ ମହିଳା ପୁରୁଷ ସାମିଲ ହୋଇଥିବା ବେଳେ ରାମପୁର ପୋଲିସ ପକ୍ଷରୁ ମଧ୍ୟ ନିୟମିତ ବ୍ୟବଧାନରେ କୁଚିଆ ମଦ ବେପାରୀଙ୍କ ଉପରେ ଚଢ଼ାଉ କରି କେତେକଙ୍କୁ କୋର୍ଟ ଚାଲାଣ ମଧ୍ୟ କରିଥିଲେ | ତେବେ କିଛି ସମୟ ପାଇଁ କୁଚିଆ ଚୋରା ମଦ କାରବାରରେ ବ୍ରେକ ଲାଗିବା ପରେ ଏଵେ ପୂଣି ବିକ୍ରି ବଢ଼ିବାରେ ଲାଗିଲାଣି | ତେବେ ଏ ଅଭିଯାନରେ ସାମିଲ ହୋଇଥିବା ଶତାଧିକ ମହିଳାଙ୍କ ମଧ୍ୟରୁ ଅନେକଙ୍କୁ ଉକ୍ତ ଅସାଧୁ କୁଚିଆ ମଦ ବ୍ୟବସାୟୀ ମାନେ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିବା ସହ ନାନା କିସମରେ ହଇରାଣ କରୁଥିବା ନେଇ ଅଭିଯୋଗ ମଧ୍ୟ ଆସୁଛି | ରାମପୁର କେନାଲଖଣ୍ଡି ପଡା ନିବାସୀ ହେମବତୀ ଜଗଦଳାଙ୍କ ଏଜବେଷ୍ଟସ ଘର ଉପରକୁ ବିଳମ୍ବିତ ରାତିରେ ଉକ୍ତ ପଡ଼ାର କେତେକ କୁଚିଆ ମଦ ବେପାରୀ ପଥର ଫିଙ୍ଗି ଭାଙ୍ଗିଥିବା ବେଳେ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ଧମକଉ ଥିବା ନେଇ ରାମପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି | ହେମବତୀଙ୍କ ଅଭିଯୋଗ ମୁତାବକ ଉକ୍ତ ପଡାର କେତେକ ଯୁବକ କୁଚିଆ ମଦ ବିକୁଥିବା ବେଳେ ସେସମୟରେ ମହିଳା ମାନେ ବାରଣ କରିଥିଲେ ଫଳରେ ଉକ୍ତ ଅସାଧୁ ମଦ ବ୍ୟବସାୟୀ ମାନେ ପ୍ରତିଶୋଧ ପାରାୟଣ ହୋଇ ହେମବତୀଙ୍କୁ ମାନସିକ ନିର୍ଯ୍ୟାତନା ଦେବା ସହ ନାନା କିସମରେ ହଇରାଣ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି | ହେମବତୀଙ୍କ ପରିବାରରେ କେହିନଥିବା ଏବଂ ସେ ଏକୁଟିଆ ରହୁଥିବା ବେଳେ ତାଙ୍କ ଜୀବନପ୍ରତି ବିପଦ ବା ଅନ୍ୟ କିଛି ଅଘଟଣ ଆଶଙ୍କା କରି ହେମବତୀ  ଅନ୍ୟ ଏକ ପଡୋଶୀ ଘରେ ଯାଇ ରହୁଥିବା ନେଇ ସୂଚନା ଦେଇଥିବା ବେଳେ ଏନେଇ ବାରମ୍ବାର ରାମପୁର ପୋଲିସ ପାଖରେ ଅଭିଯୋଗ କଳା ପରେ ମଧ୍ୟ ଅସାଧୁ ମଦ ବ୍ୟବସାୟୀ ମାନଙ୍କୁ ପୋଲିସ ଦମନ କରିପାରୁନାହିଁ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି | ତାଙ୍କ ଏଜବେଷ୍ଟସ ଘର ଉପରକୁ ପଥର ଫିଙ୍ଗିବା ସହ ଘରୁ ଟଙ୍କା ଗହଣା ଚୋରି କରିନେଇଥିବା ମଧ୍ୟ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି | ତେବେ ଯଦି ରାମପୁର ପୋଲିସ ଉକ୍ତ ସମସ୍ୟର ସମାଧାନ କରି ନାପରିବ ତେବେ ସେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଜିଲ୍ଲାପାଲ ଏମିତିକି ମହିଳା କମିସନଙ୍କ ନିକଟକୁ ଜିବି ଏବଂ ନ୍ୟାୟ ମାଗିବି ବୋଲି ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026

You Might Also Like