-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ହଲଦିପାଲି ଗ୍ରାମରେ ଆରମ୍ଭ

20-Feb-2026



(ସୁଦାମ ଦୀପ )
 ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ହଲଦିପାଲି ଗ୍ରାମରେ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ମହୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି l ଦୀର୍ଘ ପାଞ୍ଚ ଦିନ ବ୍ୟାପି କାର୍ଯ୍ୟକ୍ରମ ର ପ୍ରଥମ ଦିନରେ  କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା l ମୁଖ୍ୟ କର୍ତ୍ତା ଭାବରେ ଶ୍ରୀପତି ଭୋଇ ଆଉ ତାଙ୍କର ପତ୍ନୀ ଦ୍ରୌପଦୀ ଭୋଇ ମୁଖ୍ୟ କର୍ତ୍ତା ଭାବରେ ଯୋଗଦାନ କରିଛନ୍ତି l ସାଂସ୍କୃତିକ ସନ୍ଧ୍ୟା ରେ କଂସ ଦରବାର ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ମନେଜିଙ୍ଗ ଟ୍ରଷ୍ଟି ଲାଲବିହାରୀ ରଣା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ବରପାଲି ତହସିଲଦାର ରୁକମଣ ମେହେର ଯୋଗଦାନ କରିଥିବା ବେଳେ ସ୍ଥାନୀୟ ସମିତିସଭ୍ୟ ସୁଶୀଲ ନାଗ, ୱାର୍ଡ ମେମ୍ବର ବୃନ୍ଦା ବାଗ,ଶାନ୍ତନୁ ଛତ୍ରିଆ, ଚିତ୍ରସେନ ନାଗ, ପ୍ରେମାନନ୍ଦ ଭୋଇ, ପଞ୍ଚାନନ ପଧାନ,ପିତାମ୍ବର ଭୋଇ, ଦିଲୀପ ନାଏକ, ସୁଦାମ ଦାସ ଯୋଗଦାନ କରିଥିବା ଵେଲେ ଗଙ୍ଗାଧର ଭୋଇ,ଅଭିମନ୍ୟୁ ଖୁଣ୍ଟୁଲା , ଧୀରେନ ହାତୀ ସହଯୋଗ କରିଥିଲେ l ଜୟ କିସାନ ଯୁବକ ସଙ୍ଘ ର ସମ୍ପାଦକ ମନୋଜ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେଖା l ଏହି କାର୍ଯ୍ୟକ୍ରମ କୁ ସଂଜୀବ କୁମାର ସାହୁ ପରିଚାଳନା କରିଥିବା ବେଳେ  ପଦ୍ମନ ଭୂଏ ଧନ୍ୟବାଦ ଅର୍ପଣ କରିଥିଲେ l ପରେ ପରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାର ଙ୍କ ତରଫରୁ ଛୁମକୁଛୁମା ସାଂସ୍କୃତିକ କଳା ପରିଷଦ, ବରଗଡ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026

You Might Also Like