-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||     

HOME   ଜିଲ୍ଲା

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିର ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ଉଚ୍ଚସ୍ତରୀୟ ବୈଠକ♦️ରାଜସ୍ୱ ସଚିବ ଡ. ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

20-Feb-2026



ମହାପ୍ରଭୁଙ୍କ ଜମିର ସୁରକ୍ଷା ଆମର ନୈତିକ ଦାୟିତ୍ବ" - ରାଜସ୍ୱ ସଚିବ

ସମସ୍ତ ଅବୈଧ ଦଖଲରୁ ମୁକ୍ତ ହେବ ମହାପ୍ରଭୁଙ୍କ ସମ୍ପତ୍ତି 

ରାଜସ୍ୱ ବିଭାଗରେ ଖୋଲା ହେବ ଶ୍ରୀଜଗନ୍ନାଥ ମହାପ୍ରଭୁ ଜମି ଉପବିଭାଗ (ଶ୍ରୀ ଜଗନ୍ନାଥ ମହାପ୍ରଭୁ ଲ୍ଯାଣ୍ଡ୍ ସେଲ୍)

ଭୁବନେଶ୍ୱର,ମହାପ୍ରଭୁ ଶ୍ରୀଜଗନ୍ନାଥ ଆମ ଓଡ଼ିଆ ଜାତିର ଜମିଦାର l ସୁତରାଂ ତାଙ୍କର ସମସ୍ତ ଜମିଜମାର ସୁରକ୍ଷା ଆମ ସଭିଙ୍କର ନୈତିକ ଦାୟିତ୍ବ ବୋଲି କହିଛନ୍ତି ରାଜସ୍ୱ ସଚିବ ଡ଼ ଅରବିନ୍ଦ ପାଢୀ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମା ସମ୍ବନ୍ଧୀୟ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ଯରେ ଲୋକସେବା ଭବନରେ ରାଜସ୍ୱ ବିଭାଗ ସମ୍ମିଳନୀ କକ୍ଷରେ ରାଜସ୍ୱ ସଚିବଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ସୁରକ୍ଷା ଏବଂ ପୁନରୁଦ୍ଧାର ସମ୍ବନ୍ଧରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ସମସ୍ତ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ନିମନ୍ତେ ପଦକ୍ଷେପ ନେବାକୁ ବୈଠକରେ ରାଜସ୍ୱ ସଚିବ ନିର୍ଦ୍ଦେଶ ଦେଇଛନ୍ତି l

 

                ଶ୍ରୀଜଗନ୍ନାଥ ମହାପ୍ରଭୁ ବିଜେ, ପୁରୀ ମାର୍ଫତ୍ ଶ୍ରୀମନ୍ଦିର ପରିଚାଳନା କମିଟି ନାମରେ ଥିବା ସମସ୍ତ ଭୂ-ସମ୍ପତ୍ତିର ଖତିୟାନ୍ ସଂଶୋଧନ ସହ ବିଭିନ୍ନ ଅପେକ୍ଷିତ ମାମଲାର ତୁରନ୍ତ ସମାଧାନ କରିବାକୁ ଡ. ପାଢୀ ଗୁରୁତ୍ବ ଦେଇଛନ୍ତି l ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ତହସିଲ୍ ତଥା ଜାତୀୟ ଏବଂ ରାଜ୍ୟ ରାଜପଥ ନିକଟରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଅଧୀନରେ ଥିବା ଜମିଜମାକୁ ଅବୈଧ ଦଖଲରୁ ମୁକ୍ତ କରିବା ପାଇଁ ବୈଠକରେ ଆଲୋଚନା କରାଯାଇଛି l ପ୍ରତ୍ୟେକ ମାସର ପ୍ରଥମ ବୁଧବାର ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବାକୁ ବୈଠକରେ ନିଷ୍ପତ୍ତି ହୋଇଛି l ଏଥିସହିତ ମହାପ୍ରଭୁଙ୍କ ଜମିଜମା ସୁରକ୍ଷା ତଥା ପରିଚାଳନାକୁ ସୁଦୃଢ଼ କରିବା ନିମନ୍ତେ ରାଜସ୍ୱ ବିଭାଗରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଜମି ଉପବିଭାଗ ବା ଲ୍ୟାଣ୍ଡ୍ ସେଲ୍ ଅବସ୍ଥାପିତ କରାଯିବା ନିମନ୍ତେ ରାଜସ୍ୱ ସଚିବ ନିର୍ଦ୍ଦେଶ ଦେଇଛନ୍ତି l ଏହି ପରିପ୍ରେକ୍ଷୀରେ ଆଗକୁ ମଧ୍ୟ ବିଭିନ୍ନ ସମୟରେ ରାଜସ୍ୱ ସଚିବଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରାଜ୍ଯସ୍ତରୀୟ ବୈଠକ ସହିତ ଅନ୍ଯ ଜିଲ୍ଲାରେ ସମୀକ୍ଷା ବୈଠକ କରାଯିବ ବୋଲି ଡ. ପାଢୀ ଗୁରୁତ୍ବ ଦେଇଛନ୍ତି l ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଶ୍ରୀ ଦେବବ୍ରତ ସାହୁ, ରାଜସ୍ୱ ବିଭାଗର ଭୂସଂସ୍କାର ଶାଖାର ବରିଷ୍ଠ ଅଧିକାରୀବୃନ୍ଦ, ଖୋର୍ଦ୍ଧା ଜିଲ୍ଲାର ଉପଜିଲ୍ଲାପାଳ ଏବଂ ତହସିଲଦାରଗଣ ଉପସ୍ଥିତ ଥିଲେ ଲଃ 

.


News Comment




Photo in News

Advertisment
Lastest News
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026

You Might Also Like